ସରକାର ବଦଳିବା ପରେ ଅଞ୍ଚଳରେ ଦେଖାଯାଉଛି ବିଭିନ୍ନ ସମସ୍ୟା: ଗର୍ଜିଲା ବିଜେଡି

ଗଜପତି,୧୧।୯ (ଗିରିଧାରୀ ପରିଛା)-ଗଜପତି ଜିଲା ମୋହନା ବ୍ଲକ ଚନ୍ଦ୍ରଗିରି ତିବତୀୟନ ବଙ୍ଗଳାଠାରେ ଜିଲା ବିଜେଡି ସଭାପତି ପ୍ରଦୀପ କୁମାର ନାୟକଙ୍କ ଅଧ୍ୟକ୍ଷତାରେ ମୋହନା ବ୍ଲକର ବିଭିନ୍ନ ସମସ୍ୟା ବିଷୟରେ ବ୍ଲକର ବିଜେଡି କର୍ମକର୍ତ୍ତାଙ୍କ ଉପସ୍ଥିତିରେ ଆଲୋଚନା ହୋଇଯାଇଛି। ବିଶେଷ କରି ଶିକ୍ଷା, ସ୍ବାସ୍ଥ୍ୟ ଓ NRGS କାମ ଉପରେ ଆଲୋଚନା ହୋଇଥିଲା l ଏହି ବୈଠକରେ ପାରଳାଖେମୁଣ୍ଡି ବିଧାୟକ ରୁପେଶ ପାଣିଗ୍ରାହୀ ଉପସ୍ଥିତ ରହିବା ସହ ମୋହନା ବ୍ଲକର ବିଜେଡି କର୍ମକର୍ତ୍ତାଙ୍କ ସହ ବ୍ଲକର ବିଭିନ୍ନ ସମସ୍ୟା ବିଷୟରେ ଆଲୋଚନା କରିଥିଲେ l ବିଶେଷ କରି ପୂର୍ବ ସରକାର NRGS କାମ ପାଇଁ ୩୦୦ ଦିନ ରଖିଥିଲେ। କିନ୍ତୁ ସରକାର ବଦଳିବା ପରେ ଏହି କାମ ୧୦୦ଦିନ ରଖିଛନ୍ତି l ଫଳରେ କାମ ନ ପାଇଁ ଏହି ଅଞ୍ଚଳରେ ଅଧିକରୁ ଅଧିକ ଲୋକ ଦାଦନ ଖଟିବାକୁ ବାହାର ରାଜ୍ୟକୁ ଯାଇ ଶବ ହୋଇ ଗାଁକୁ ଫେରୁଥିବା ବିଧାୟକ କହିଛନ୍ତି l ଏହି ବୈଠକରେ ପୂର୍ବତନ ଜିଲା ସଭାପତି ଜଗବନ୍ଧୁ ଦାସ ସହ ବ୍ଲକର ଅନ୍ୟ କର୍ମକର୍ତ୍ତା ଉପସ୍ଥିତ ଥିଲେ l

 


Enter your email to get our daily news in your inbox.

All Right Reserved By Dharitri.Com

କାର୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ପିକ୍‌ଅପ୍‌: ୩ ଗୁରୁତର

ବାରିପଦା,୨୧ା୧: ଏନ୍‌ଏଚ୍‌ ୧୬ ଦରକୋଳି ଛକରେ ସିରିଜ ଦୁର୍ଘଟଣା ଘଟିଛି। ଏକ କାର୍‌କୁ ଗୋଟିଏ ପିକ୍‌ଅପ୍‌ ଧକ୍କା ଦେଇଥିବାବେଳେ ପରେ ଟ୍ରକ୍‌କୁ ଧକ୍କା ଦେଇଥିଲା ପିକ୍‌ଅପ୍‌।...

ଶ୍ରୀ ରାମ ମନ୍ଦିର ଟ୍ରଷ୍ଟର ଅଧ୍ୟକ୍ଷ ମହନ୍ତ ନୃତ୍ୟ ଗୋପାଳ ଦାସ ଅସୁସ୍ଥ, ୩୬ ଘଣ୍ଟା ଉପବାସରେ

ଲକ୍ଷ୍ନୌ,୨୧।୧: ଶ୍ରୀରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟର ଅଧ୍ୟକ୍ଷ ମହନ୍ତ ନୃତ୍ୟ ଗୋପାଳ ଦାସଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ ଖରାପ ହୋଇଯାଇଛି। ଗତ ୩୬ଘଣ୍ଟା ଧରି ସେ...

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ୫% ବଢିବ DA!

ନୂଆଦିଲ୍ଲୀ,୨୧।୧: କେନ୍ଦ୍ର ସରକାରୀ କର୍ମଚାରୀମାନେ ଦୀର୍ଘ ଦିନ ଧରି ଅଷ୍ଟମ ବେତନ କମିଶନ ଅଧୀନରେ ଦରମା ବୃଦ୍ଧି ପାଇଁ ଅପେକ୍ଷା କରିଆସୁଛନ୍ତି। ଜାନୁଆରୀ 2026 ପରେ...

ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଜୋରଦାର: ଦାରିଙ୍ଗବାଡିରେ ପୋଲିସ ଛାଉଣି

ଦାରିଙ୍ଗବାଡି,୨୧।୧(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ସହରକୁ ଟ୍ରାଫିକ ମୁକ୍ତ ଓ ସୌନ୍ଦର୍ଯ୍ୟକରଣ କରିବାକୁ ଜିଲା ପ୍ରଶାସନର ନିର୍ଦ୍ଦେଶ କ୍ରମେ ବୁଧବାର ସ୍ଥାନୀୟ ପ୍ରଶାସନ ପକ୍ଷରୁ...

ବାଂଲାଦେଶକୁ ନେଇ ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୧।୧: ବାଂଲାଦେଶର ବର୍ତ୍ତମାନର ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି, ଭାରତ ମଙ୍ଗଳବାର (ଜାନୁଆରୀ ୨୦, ୨୦୨୬) ସେଠାରେ ନିଯୁକ୍ତ ଭାରତୀୟ ଅଧିକାରୀଙ୍କ ପରିବାରକୁ ଫେରାଇ ନେବାକୁ...

ମୋଦି କ୍ୟାବିନେଟର ଦୁଇଟି ବଡ଼ ନିଷ୍ପତ୍ତି, ଅଟଳ ପେନସନ ପାଣ୍ଠିକୁ ମଞ୍ଜୁରୀ, ଦ୍ୱିତୀୟ ପ୍ରମୁଖ ନିଷ୍ପତ୍ତି ବିଷୟରେ ଜାଣନ୍ତୁ

ନୂଆଦିଲ୍ଲୀ,୨୧।୧: ମୋଦି କ୍ୟାବିନେଟ ବୁଧବାର (୨୧ ଜାନୁଆରୀ) ଦିନ ଭାରତୀୟ କ୍ଷୁଦ୍ର ଶିଳ୍ପ ବିକାଶ ବ୍ୟାଙ୍କକୁ ଇକ୍ୱିଟି ସହାୟତା ମଞ୍ଜୁର କରିଛନ୍ତି। ଏହା ଅଟଳ ପେନସନ...

ମନ୍ତ୍ରୀଙ୍କ ବଡ଼ ଘୋଷଣା: ହଟିବ ଡିଜେଲ ଚାଳିତ ଆମ୍‌ ବସ

ଭୁବନେଶ୍ୱର,୨୧।୧: ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ବୁଧବାର ଏକ ବଡ଼ ଘୋଷଣା କରିଛନ୍ତି। ଡିଜେଲ ଚାଳିତ ‘ଆମ୍‌ ବସ୍‌’...

ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲ୍‌ କରି କରୁଥିଲେ ବ୍ଲାକମେଲ୍‌: ଜଣାପଡ଼ିବା ପରେ ଘଟିଲା…

କଟକ,୨୧ା୧(କାର୍ତ୍ତିକ ସାହୁ):ଜଣେ ୭୨ ବର୍ଷୀୟ ବରିଷ୍ଠ ନାଗରିକଙ୍କୁ ପ୍ରଥମେ ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲେ। ପରେ ଉକ୍ତ ଭିଡିଓ କଲିଂର ରେକର୍ଡିଂ କରି ତାହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri