ବିଲରେ କାମ କରି ସାଙ୍ଗହୋଇ ଫେରୁଥିଲେ: ଘଟିଲା ବଜ୍ରପାତ, ଆଉ ତା’ପରେ…

ବୋଡ଼େନ,୧୧ା୯(ଟିକେଶ୍ୱର ନାଗ): ନୂଆପଡ଼ା ଜିଲା ବୋଡ଼େନ ବ୍ଲକ ଡୁଡୁକାମୁଣ୍ଡା ଗ୍ରାମରେ ଗୁରୁବାର ବଜ୍ରପାତରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ବେଳେ ୨ଜଣ ଆହତ ହୋଇଛନ୍ତି। ମୃତକ ହେଲେ ଡୁଡୁକାମୁଣ୍ଡା ଗ୍ରାମର ପରଶୁ ସତ୍‌ନାମୀ (୪୨)।

ସୂଚନା ଅନୁଯାୟୀ ପରଶୁଙ୍କ ସହ ଅନନ୍ତ ସଗରିଆ ଓ ଲୋଭା ସତ୍‌ନାମୀ ବିଲକୁ କାମ କରିବାକୁ ଯାଇ ଫେରୁଥିବା ବେଳେ ବଜ୍ରପାତର ଶିକାର ହୋଇଥିଲେ। ଫଳରେ ଘଟଣାସ୍ଥଳରେ ପରଶୁଙ୍କ ମୃତ୍ୟୁ ଘଟିଥିଲା। ଆହତ ଅନନ୍ତ ଖଡିଆଳ ଉପଖଣ୍ଡ ସ୍ବାସ୍ଥ୍ୟକେନ୍ଦ୍ର ଓ ଲୋଭା ନୂଆପଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି। ଉଭୟଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ହାତୀ ମୃତଦେହ ଠାବ, ୭ଫୁଟ ତଳୁ ଉଦ୍ଧାର କଲା ବନ ବିଭାଗ 

କେସିଙ୍ଗା ,୨୨।୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବନ ଖଣ୍ଡ ଅଧିନସ୍ଥ ତହସିର ଗ୍ରାମ ସ୍ଥିତ କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ଅଞ୍ଚଳରେରେ ମୃତ ହାତୀର ଖଣ୍ଡ...

ମୁଜାଗଡ ପୋଷ୍ଟମାଷ୍ଟରଙ୍କ ଦୁର୍ଘଟଣାରେ ମୃତ୍ୟୁ, ସନ୍ଦେହରେ ପରିବାର ଲୋକେ

ଭଞ୍ଜନଗର,୨୨।୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ ପୋଷ୍ଟମାଷ୍ଟର ନାରାୟଣ ପାତ୍ର (୫୫)ଙ୍କର ବୁଧବାର ରାତିରେ ଏକ ଦୁର୍ଘଟଣାରେ ମୃତ୍ୟୁ ହୋଇଛି। ଦୁର୍ଘଟଣା କେଉଁଭଳି...

ଆରାବଳୀର ଅପୂରଣୀୟ କ୍ଷତି କରିପାରେ ବେଆଇନ ଖନନ

ନୂଆଦିଲ୍ଲୀ,୨୨ା୧: ଆରାବଳୀ ପର୍ବତମାଳାରେ ବେଆଇନ ଖନନ ଯୋଗୁ ଏହାର ପରିବେଶ ପାଇଁ ଅପୂରଣୀୟ କ୍ଷତି ହୋଇପାରେ ବୋଲି ବୁଧବାର ସୁପ୍ରିମକୋର୍ଟ କହିଛନ୍ତି। ବିଭିନ୍ନ କ୍ଷେତ୍ରରେ ଅଭିଜ୍ଞତାସମ୍ପନ୍ନ...

ଦିଲ୍ଲୀ ପ୍ରଦୂଷଣ: କେନ୍ଦ୍ରକୁ କାର୍ଯ୍ୟ ଯୋଜନା ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୨ା୧: ଦିଲ୍ଲୀ-ଜାତୀୟ ରାଜଧାନୀ ଅଞ୍ଚଳ (ଏନ୍‌ସିଆର୍‌)ରେ ବାୟୁ ପ୍ରଦୂଷଣ ବଢ଼ିବାରେ ଲାଗିଛି। ବାୟୁ ଗୁଣବତ୍ତା ସୂଚକାଙ୍କ (ଏକ୍ୟୁଆଇ) ଖରାପ ହେବାରେ ଲାଗିଥିବାବେଳେ ଏଥିରେ ସୁଧାର ଆଣିବା...

ବାଙ୍କୀରେ ଧାନମଣ୍ଡି ଅବ୍ୟବସ୍ଥା, ତେଜୁଛି ଚାଷୀ ଅସନ୍ତୋଷ

ବାଙ୍କୀ,୨୨ା୧(ଶୁଭେନ୍ଦୁ ମହାପାତ୍ର): କଟକ ଜିଲା ବାଙ୍କୀ କେନ୍ଦ୍ର ସମବାୟ ବ୍ୟାଙ୍କ ଉପଖଣ୍ଡରେ ଚଳିତବର୍ଷ ୪୯ ପ୍ରାଥମିକ କୃଷି ସେବା ସମବାୟ ସମିତି (ପାକ୍ସ)ରେ ମଣ୍ଡି ଖୋଲିବାକୁ...

ଆକାଶରେ ପରିବର୍ତ୍ତନ

ମଣିଷ ଆଭ୍ୟନ୍ତରୀଣ ଉପତ୍ୟକାରୁ ଉପକୂଳ, ଜଙ୍ଗଲରୁ ପର୍ବତ ଅଞ୍ଚଳକୁ ସ୍ଥାନାନ୍ତର ହୋଇଥିବାରୁ ତାହା ବିଭିନ୍ନ କାହାଣୀ ଓ ସଙ୍କେତ ବହନ କରିଥିଲା। ସେମାନଙ୍କ ସହ ଆକାଶ...

ସମସ୍ତେ ଶୋଇଥିବା ବେଳେ ଲାଗିଲା ନିଆଁ, ଜଳିଗଲା ୧୦ ବଖରା ଘର

ବାସୁଦେବପୁର,୨୨।୧: ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ପଦ୍ମପୁର ପଂଚାୟତର ନାୟକ ସାହିରେ ବୁଧବାର ବିଳମ୍ବିତ ରାତିରେ ନିଆଁ ଲାଗି ୧୦ ବଖରା ଘର ଜଳିଯାଇଛ।...

ବଞ୍ଚିବାର ସଂଘର୍ଷ

କ୍ଷୁଧା ବା ଭୋକକୁ ମଣିଷ ନିଜର ପ୍ରାଥମିକତା ମନେକରେ। ଚିନ୍ତା କରେ କ’ଣ କଲେ ପେଟରେ ଦାନା ପଡ଼ିବ। ନିଜେ ବଞ୍ଚିଲେ ତ ପରିବାର ମୁହଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri