ପଶ୍ଚିମବଙ୍ଗର ୧୫ଟି ପୋଲିଂ ବୁଥରେ ସଂଘର୍ଷ, ଟିଏମସି-ଭାଜପା କର୍ମୀ ମୁହାଁମୁହିଁ

କୋଲକାତା,୨।୫: ୨୦୨୬ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ମଧ୍ୟରେ, ଦକ୍ଷିଣ ୨୪ ପରଗନା ଜିଲାର ଫାଲଟା ଅଞ୍ଚଳରୁ ସଂଘର୍ଷର ରିପୋର୍ଟ ଆସିଛି। ସ୍ଥାନୀୟ ଲୋକ ଏବଂ ସୁରକ୍ଷା ବାହିନୀ ମଧ୍ୟରେ ଏଠାରେ ଏକ ଉଷ୍ମ ବିବାଦ…

ଲୋକକଳାର ବିକାଶ ଲାଗି ଜିଲାପାଳଙ୍କ ଗୁରୁତ୍ୱ, କଳାକୁ ବଜାୟ ରଖିଥିବାରୁ ପ୍ରେମଲତାଙ୍କୁ…

ପୁରୁଷୋତ୍ତମପୁର,୨ା୫(ସବିତା ମିଶ୍ର): ଲୋକକଳାର ବିକାଶ ଲାଗି ଆଗେଇ ଆସିଛନ୍ତି ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତିଭାସନ। ଲୋପ ପାଇବାକୁ ବସିଥିବା ଲୋକକଳା ଓ ପଲ୍ଲୀନୃତ୍ୟକୁ କିପରି ପୁଣିଥରେ ଉଦ୍‌ଜୀବିତ କରାଯାଇପାରିବ ଓ ଏହା ବଜାୟ ରହିବ…

ଭାଜପା ଛାଡିବେ ବ୍ରିଜଭୂଷଣ ଶରଣ ସିଂହ? ପୂରା ପ୍ଲାନ କହିଲେ ପୁଅ ପ୍ରତୀକ

ନୂଆଦିଲ୍ଲୀ,୨।୫: ଆସନ୍ତା ବର୍ଷ ଉତ୍ତର ପ୍ରଦେଶରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି, କିନ୍ତୁ ରାଜନୈତିକ ଉଷ୍ମତା ତୀବ୍ର ହେବା ଆରମ୍ଭ ହୋଇସାରିଛି। ଏହା ମଧ୍ୟରେ, ଭାରତୀୟ ଜନତା ପାର୍ଟି (ଭାଜପା)ର ଜଣେ ବରିଷ୍ଠ ନେତା…

ସରକାରଙ୍କୁ କ୍ଲିନ୍‌ ଚିଟ୍‌ ଦେବାକୁ ଉଦ୍ୟମ କରୁଛି ଆର୍‌ଡିସି, ନ୍ୟାୟିକ ତଦନ୍ତ ଦାବି କରି କଂଗ୍ରେସ କହିଲା…

ପାଟଣା,୨ା୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଏରେଣ୍ଡେଇ ପଞ୍ଚାୟତ ଡିଆନାଳି ଗ୍ରାମ ଚତୁରୀ ସାହିର ଜିତୁ ମୁଣ୍ଡା ଗତ ସୋମବାର ମୃତ ଭଉଣୀ କଲାରା ମୁଣ୍ଡାଙ୍କ କଙ୍କାଳ ଖୋଳି ମଲ୍ଲୀପୋଷି ଓଡିଶା…

ଚାଇନା ବିରୋଧରେ ବଡ଼ ଆକ୍ସନ ନେଲା ଆମେରିକା: ବିଶ୍ୱରେ ହଲଚଲ

ଓ୍ବାଶିଂଟନ୍‌,୨।୫: ଆମେରିକା ଏକ ଚାଇନା-ଭିତ୍ତିକ ଅଶୋଧିତ ତୈଳ ଟର୍ମିନାଲ ଅପରେଟରକୁ ଇରାନ କମ୍ପାନୀଗୁଡ଼ିକରୁ ପେଟ୍ରୋଲିୟମ ଉତ୍ପାଦ ଆମଦାନୀ କରିବାରୁ ନିଷିଦ୍ଧ କରିଛି। ଅନ୍ୟ କମ୍ପାନୀଗୁଡ଼ିକୁ ଚେତାବନୀ ଦେଇଛି ଯେ, ଯଦି ସେମାନେ ହର୍ମୁଜ ପ୍ରଣାଳୀ…

ନବୀନଙ୍କ ଚିଠି ଲେଖାକୁ ନେଇ କଟାକ୍ଷ କଲେ ଆଇନମନ୍ତ୍ରୀ, କହିଲେ ନବୀନ ହେଉଛନ୍ତି…

ଭୁବନେଶ୍ୱର,୨ା୫: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚିଠି ଲେଖିବା ନେଇ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କଟାକ୍ଷ କରିଛନ୍ତି। ଦାନ ମାଝୀ ଘଟଣା ସମୟରେ କ’ଣ ହୋଇଥିଲା ବୋଲି…

ଇରାନ ପରେ ଏବେ ଟ୍ରମ୍ପଙ୍କ ଟାର୍ଗେଟ୍‌ରେ ଏହି ଦେଶ, ଘୋଷଣା ପରେ ବିଶ୍ୱରେ ହଇଚଇ

ଓ୍ବାଶିଂଟନ,୨ା୫: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଏକ ବୟାନ ଦେଇଛନ୍ତି ଯାହା ଅନ୍ତର୍ଜାତୀୟ କ୍ଷେତ୍ରରେ ହଇଚଇ ସୃଷ୍ଟି କରିଛି। ଫ୍ଲୋରିଡାର ପାମ ବିଚ୍‌ରେ ଥିବା ଫୋରମ୍‌ କ୍ଲବ୍‌ରେ ଆୟୋଜିତ ଏକ  କାର୍ଯ୍ୟକ୍ରମରେ ଟ୍ରମ୍ପ ଘୋଷଣା କରି କହିଛନ୍ତି, ଆମେରିକା…

ଲକ୍ଷ ଲକ୍ଷ ମୋବାଇଲ ଫୋନରେ ହଠାତ ଏକକାଳୀନ ବାଜି ଉଠିଲା ସାଇରନ, ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୨।୫: ୨ ମଇ, ୨୦୨୬ ଦିନ, ସକାଳ ୧୧ଟା୪୧ ସମୟରେ, ସାରା ଦେଶରେ ଲକ୍ଷ ଲକ୍ଷ ମୋବାଇଲ ଫୋନରେ ଏକ ଜରୁରୀକାଳୀନ ସାଇରନ ବାଜିଲା। ଏହା ଭାରତ ସରକାରଙ୍କ ଦ୍ୱାରା ଜରୁରୀକାଳୀନ ସାଇରନ ସିଷ୍ଟମର ଏକ ସଫଳ ପରୀକ୍ଷଣ ଥିଲା। ଏହା…

ସକାଳୁ ସକାଳୁ ଥରିଲା ବଲାଙ୍ଗୀର: ଲୋକେ ଭୟଭୀତ

ବଲାଙ୍ଗୀର, ୨।୫ (ସୁନିଲ କୁମାର ମହାନ୍ତି):ବଲାଙ୍ଗୀର ଜିଲାରେ ଶନିବାର ଭୋର ସକାଳେ ମୃଦୁ ଭୂମିକମ୍ପ ଝଟକା ଅନୁଭୂତ ହୋଇଛି। ଭୋର ପ୍ରାୟ ୪ଟା ୪୦ ମିନିଟ ସମୟରେ ଭୂମିକମ୍ପ ଝଟକା ଅନୁଭୂତ ହୋଇଥିଲା। ଅଳ୍ପ ସମୟ ପାଇଁ ଘରର ଜିନିଷ ପତ୍ର…

ଆଜି ପ୍ରକାଶ ପାଇବ ମାଟ୍ରିକ ଫଳ: ଜାଣନ୍ତୁ କେମିତି ଚେକ୍‌ କରିବେ ଛାତ୍ରୀଛାତ୍ର

ଭୁବନେଶ୍ୱର,୨।୫: ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ଚଳିତବର୍ଷର ମାଟ୍ରିକ୍‌, ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷାଫଳ ଆଜି ପ୍ରକାଶ ପାଇବ। ବୋର୍ଡ ୱେବ୍‌ ସାଇଟ www.bseodisha.ac.in ଓ www.bseodisha.nic.inରେ ପରୀକ୍ଷାର୍ଥୀମାନେ ସେମାନଙ୍କ ରୋଲ ନମ୍ବର ଜରିଆରେ ପରୀକ୍ଷାଫଳ ଦେଖିପାରିବେ।…

ପଶ୍ଚିମବଙ୍ଗର ୧୫ ବୁଥ୍‌ରେ ପୁନଃମତଦାନ ଆରମ୍ଭ: ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ ପରେ ଚାଲିଛି ଭୋଟିଂ

କୋଲକାତା,୨।୫: ପଶ୍ଚିମବଙ୍ଗର ଦୁଇଟି ବିଧାନସଭା ନିର୍ବାଚନମଣ୍ଡଳୀର ୧୫ଟି ବୁଥରେ ପୁନଃ ମତଦାନ ହେଉଛି। ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ ପରେ ଏହି ମତଦାନ କେନ୍ଦ୍ରଗୁଡ଼ିକରେ ମତଦାନ କରାଯାଉଛି। ଏହି ବୁଥଗୁଡ଼ିକରେ ମତଦାନ ଅନିୟମିତତାର ଅଭିଯୋଗ ଆସିଥିଲା। ସ୍ବତନ୍ତ୍ର ନିର୍ବାଚନ ପର୍ଯ୍ୟବେକ୍ଷକଙ୍କ ସୁପାରିଶ ପରେ…

ନିୟନ୍ତ୍ରଣ ବାହାରେ ରନ୍ଧନ ଗ୍ୟାସ ଦର: ଏତିକି ଟଙ୍କା ମହଙ୍ଗା ହୋଇଯିବ ଘରୋଇ ସିଲିଣ୍ଡର, ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୨।୫: ରୋଷେଇ ଘରେ ଚୁଲା ଜାଳିବା ଆହୁରି ମହଙ୍ଗା ହେବାକୁ ଯାଉଛି। ଯଦି ଆପଣ ଏହା ଜାଣିନାହାଁନ୍ତି, ତେବେ ସତର୍କ ରୁହନ୍ତୁ। ସରକାର ଏପରି ସଙ୍କେତ ଦେଉଛନ୍ତି ଯାହା ସିଧାସଳଖ ଆପଣଙ୍କ ପକେଟକୁ ପ୍ରଭାବିତ କରିବ। ରିପୋର୍ଟଗୁଡ଼ିକ ସୂଚିତ କରୁଛି ଯେ…

ହର୍ମୁଜରେ ମହାଯୁଦ୍ଧର କାଉଣ୍ଟଡାଉନ୍‌! ଆମେରିକା ଆରମ୍ଭ କରିବାକୁ ଯାଉଛି ସବୁଠୁ ବଡ଼ ଅପରେଶନ…

ନୂଆଦିଲ୍ଲୀ/ତେହେରାନ,୧।୫: ମଧ୍ୟପ୍ରାଚ୍ୟରେ ଯେକୌଣସି ସମୟରେ ଏକ ବଡ଼ ଧରଣର ବିନାଶ ଦେଖିବାକୁ ମିଳିପାରେ । ଆମେରିକା ଇରାନ ଉପରେ ଏକ ବଡ଼ ଆକ୍ରମଣ ପାଇଁ ପ୍ରସ୍ତୁତ ହେଉଥିବା ବେଳେ ଇରାନ ମଧ୍ୟ ପାଲଟା ଜବାବ ଦେବାକୁ ବ୍ଲୁ-ପ୍ରିଣ୍ଟ ପ୍ରସ୍ତୁତ କରିଛି ।…

ଶ୍ରମିକ ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ବଢ଼ିଲା…

ଭୁବନେଶ୍ୱର,୧।୫: ଶ୍ରମିକ ଦିବସରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରମିକଙ୍କ ହିତକୁ ଦୃଷ୍ଟିରେ ରଖି ଦୈନିକ ମଜୁରୀ ବୃଦ୍ଧି କରିଛନ୍ତି। ଅଣକୁଶଳୀ ଶ୍ରମିକଙ୍କ ଦୈନିକ ମଜୁରୀ ୪୭୨ ଟଙ୍କାକୁ ବୃଦ୍ଧି କରାଯାଇଥିବା ବେଳେ ଅର୍ଦ୍ଧକୁଶଳୀ ଶ୍ରମିକଙ୍କ…

ପଶ୍ଚିମବଙ୍ଗ ରାଜନୀତିରେ ହଟଚମଟ: ୧୫ ବୁଥ୍‌ରେ ପୁନଃ ମତଦାନ ନିର୍ଦ୍ଦେଶ, ଗଣତି ପୂର୍ବରୁ କୋଲକାତାରେ…

କୋଲକାତା,୧।୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନର ଫଳାଫଳ ଆସିବା ପୂର୍ବରୁ ରାଜ୍ୟରେ ଭାଜପା ଏବଂ ଟିଏମ୍‌ସି ମଧ୍ୟରେ ରାଜନୈତିକ ଲଢ଼େଇ ତୀବ୍ର ହେବାରେ ଲାଗିଛି। ମେ ୪ ତାରିଖରେ ଭୋଟ ଗଣତି ହେବାକୁ ଥିବାବେଳେ, ତା’ ପୂର୍ବରୁ ଭାରତୀୟ ନିର୍ବାଚନ କମିଶନ (ECI)…

କାଳବୈଶାଖୀ ଆଣିଲା ଆଶ୍ୱସ୍ତି: ୪୦ ଡିଗ୍ରୀ ତଳେ ସବୁ ସହର

ଭୁବନେଶ୍ୱର,୧ା୫: ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ବର୍ଷା ହୋଇଥିବାରୁ ଲୋକେ ତାତିରୁ ଆଶ୍ୱସ୍ତି ପାଇଛନ୍ତି। ଶୁକ୍ରବାର ମଧ୍ୟାହ୍ନ ୨ଟା ୩୦ ସୁଦ୍ଧା ୪୦ ଡିଗ୍ରୀ ଉପରେ ରାଜ୍ୟର କୌଣସି ଗୋଟିଏ ହେଲେ ସହର ରହିନାହିଁ। ତେବେ ରାଉରକେଲାରେ ତାପମାତ୍ରା ୩୫ ଡିଗ୍ରୀ ଥିବାରୁ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୧ ମେ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୯ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୮ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୭ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୬ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୫ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୪ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୨ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୧ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୯ ଏପ୍ରିଲ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri