ପୁରୀ ଗଣବଳାତ୍କାର ଘଟଣାରେ ମୁହଁ ଖୋଲିଲେ ନବୀନ: ଭାଜପା ସରକାରଙ୍କୁ କହିଦେଲେ ବଡ କଥା

ଭୁବନେଶ୍ୱର,୧୬ା୯: ପୁରୀ ଜିଲାର ମା’ ବାଲିହରଚଣ୍ଡୀ ମନ୍ଦିର ନିକଟରେ ଜଣେ ଯୁବତୀଙ୍କୁ ଗଣବଳାତ୍କାର ଘଟଣାରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଗଭୀର ଦୁଃଖ ଓ କ୍ଷୋଭ ବ୍ୟକ୍ତ କରିଛନ୍ତି। ସେ ସୋସିଆଲ ମିଡିଆ ଏକ୍ସରେ କହିଛନ୍ତି ଯେ, ରାଜଧାନୀଠାରୁ ୫୦ କିଲୋମିଟର ଦୂରରେ ଏଭଳି ଅପରାଧ ଓଡ଼ିଶାର ଭାଜପା ସରକାରଙ୍କ ବିଫଳତାକୁ ଦର୍ଶାଉଛି।

ନବୀନ କହିଛନ୍ତି, ଭାଜପା ନେତାମାନେ ନାଟକୀୟ ଚିନ୍ତା ପ୍ରକାଶ କରୁଥିବା ବେଳେ ଅପରାଧୀମାନେ ଦିବାଲୋକରେ ମୁକ୍ତ ଭାବେ ଘୁରୁଛନ୍ତି। ଗୋପାଳପୁର, ବାଲେଶ୍ୱର, ବଳଙ୍ଗା ପରି ଅନେକ ଘଟଣାର ପୀଡ଼ିତାଙ୍କୁ ନ୍ୟାୟ ମିଳିନାହିଁ। ସେ ଅଭିଯୋଗ କରିଛନ୍ତି, ଭାଜପା ସରକାର ମହିଳାଙ୍କ ସୁରକ୍ଷା ଓ ସଶକ୍ତିକରଣରେ ବିଫଳ ହୋଇଛନ୍ତି, ଯାହା ଓଡ଼ିଶାର ଆନ୍ତର୍ଜାତୀୟ ପ୍ରତିଷ୍ଠାକୁ କ୍ଷତି ପହଞ୍ଚାଇପାରେ।

ଶୁକ୍ରବାର ବ୍ରହ୍ମଗିରିରେ ଜଣେ ଯୁବତୀ ମନ୍ଦିର ଦର୍ଶନ ବେଳେ ଗଣବଳାତ୍କାର ଶିକାର ହୋଇଥିଲେ। ପୋଲିସ ଅଭିଯୋଗ ପରେ ଚାନ୍ଦିପୁର ଗାଁର ୪ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟକୁ ପଠାଇଛି। ତଦନ୍ତ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜସ୍ବ ବିଭାଗର ବିଜ୍ଞପ୍ତି, ଓଡ଼ିଶାରେ ଏହି ତାରିଖରୁ ହେବ ପ୍ରଥମ ପର୍ଯ୍ୟାୟ ଜନଗଣନା

ଭୁବନେଶ୍ୱର, ୨୦|୧:  ଜନଗଣନା ନେଇ ରାଜସ୍ବ ବିଭାଗ ପକ୍ଷରୁ ପ୍ରକାଶ ପାଇଲା ବିଜ୍ଞପ୍ତି । ଓଡ଼ିଶାରେ ଏପ୍ରିଲ୍‌ ୧୬ରୁ ପ୍ରଥମ ପର୍ଯ୍ୟାୟ ଜନଗଣନା ଆରମ୍ଭ ହେବ...

ପୂଜାର୍ଚ୍ଚନା ପରେ ନୟାଗଡ଼ରୁ ପୁରୀ ଅଭିମୁଖେ ଗଲା ରଥକାଠ

ନୟାଗଡ଼,୨୦।୧(ଲୋକନାଥ ମିଶ୍ର): ପ୍ରସିଦ୍ଧ ପୁରୀ ରଥଯାତ୍ରା ପାଇଁ  ନୟାଗଡ଼ ଜିଲା ଦଶପଲ୍ଲା ଅଞ୍ଚଳରୁ ମଙ୍ଗଳାର ୩ଟି ଟ୍ରକ୍‌ରେ ଅସନ ୪୦,  ଧଉରା ୪୩ ଓ ମତରେ...

ଚାଷଜମିରୁ ବୋମା ଜବତ; ଆତଙ୍କିତ ଗ୍ରାମବାସୀ, ପୋଲିସର ତଦନ୍ତ…   

ଦିଗପହଣ୍ଡି,୨୦ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବୋମକେଇ ପଞ୍ଚାୟତ କୁମରଡ଼ା ଗ୍ରାମ ବଡ଼ବନ୍ଧ ପୋଖରୀ ନିକଟ ଚାଷଜମିରେ ବୋମା ଆତଙ୍କ । ରଘୁ...

ତେଲିବନ୍ଧ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ଅଜଣା ଗାଡ଼ି ଧକ୍କାରେ ୨ ମୃତ, କାରକୁ ଘୋଷାଡ଼ି…

ବୋୖଦ୍ଧ, ୨୦ା୧( ଅଜିତ କୁମ୍ଭୀର ବାରିକ) – ​ବୌଦ୍ଧ ଜିଲା ୫୭ ନମ୍ବର ଜାତୀୟ ରାଜପଥରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ତେଲିବନ୍ଧ ଛକ...

ବଳଦେବଜୀଉ ମନ୍ଦିରକୁ ବୋମାରେ ଉଡାଇବାକୁ ଧମକ, କାର୍ଯ୍ୟାନୁଷ୍ଠାନ ପାଇଁ ଏସ୍‌ପିଙ୍କୁ…

କେନ୍ଦ୍ରାପଡ଼ା, ୨୦ା୧(ଜଗନ୍ନାଥ ଧଳ): କେନ୍ଦ୍ରାପଡା ସହରର ଇଚ୍ଛାପୁରସ୍ଥ ବଳଦେବଜୀଉ ମନ୍ଦିରକୁ ଖୁବ ଶୀଘ୍ର ବୋମାରେ ଉଡାଇ ଦିଆଯିବ। ଏପ୍ରକାର ଏକ ପୋଷ୍ଟ ସାମାଜିକ ଗଣମାଧ୍ୟମରେ ସୋମବାର...

ହାଇକୋର୍ଟଙ୍କ ନିର୍ଦ୍ଦେଶ, ୧୫ ଦିନ ଭିତରେ ଅଙ୍ଗନବାଡ଼ି କର୍ମୀଙ୍କୁ ବକେୟା ଦରମା…

କଟକ,୨୦।୧: ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ । ଅଙ୍ଗନବାଡିକର୍ମୀଙ୍କ ବକେୟା ଦରମା ୧୫ ଦିନ ଭିତରେ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ନହେଲେ ସୁଧ ଦେବା...

ସାଇବର ଠକେଇ ଅଭିଯୋଗରେ ପୋବଳ ଗାଁରେ ପୋଲିସର ଚଢ଼ାଉ, ଲକ୍ଷାଧିକ ଟଙ୍କା ଜବତ ସହ ୩…

ଧର୍ମଶାଳା, ୨୦|୧ (ଶିବ ପ୍ରସାଦ ମହାନ୍ତି):  ଧର୍ମଶାଳା ଥାନା ଅନ୍ତର୍ଗତ ତରଞ୍ଜିଆ ପଞ୍ଚାୟତ ପୋବଳ ଗାଁରେ ରାତି ଅଧିଆ ଚଢ଼ାଉ କଲା ପୋଲିସ । ସୋମବାର...

ଓଡିଶାରେ ବିଧାନ ପରିଷଦ ସୁନିଶ୍ଚିତ: ରାଜନୀତି ସରଗରମ, ଜାଣନ୍ତୁ ଭିତିରି କଥା

ଭୁବନେଶ୍ୱର, ୨୦।୧(ସୁନିତ୍‌ ମିଶ୍ର):ରାଜ୍ୟରେ ବିଧାନପରିଷଦ ଗଠନ ହେବ ଏହାଦ୍ୱାରା ଯୁବଗୋଷ୍ଠୀଙ୍କୁ ସୁଯୋଗ ମିଳିବ, ଏହି କଥା କହି ୨୦୧୪ ଏବଂ ୨୦୧୯ ନିର୍ବାଚନ ସମୟରେ ଏକାଧିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri