Posted inଜାତୀୟ

ପ୍ରଧାନମନ୍ତ୍ରୀଙ୍କୁ ମିଳିଥିବା ଏସବୁ ଉପହାର ହେବ ନିଲାମ

ନୂଆଦିଲ୍ଲୀ,୧୭।୯(ପି.ଟି.): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଦେଶବିଦେଶରୁ ମିଳିଥିବା ୧,୩୦୦ରୁ ଊର୍ଦ୍ଧ୍ୱ ଉପହାରକୁ ତାଙ୍କ ଜନ୍ମଦିନ ଅବସରରେ ବୁଧବାର ଇ-ନିଲାମ କରାଯିବ। ଉକ୍ତ ଉପହାର ମଧ୍ୟରେ ରାମ ଦରବାରର ତାଞ୍ଜୋର ପେଣ୍ଟିଂ, ଧାତବ ନଟରାଜ ମୂର୍ତ୍ତି, ହାତବୁଣା ନାଗା ଶାଲ୍‌, ୨୦୨୪ ପାରାଅଲିମ୍ପିକ୍‌ ଗେମ୍‌ରୁ ମିଳିଥିବା କ୍ରୀଡ଼ା ସ୍ମାରକୀ ସେଟ୍‌ ରହିଛି। ଏହି ଅନ୍‌ଲାଇନ୍‌ ନିଲାମର ସପ୍ତମ ସଂସ୍କରଣ ଅକ୍ଟୋବର ୨ ପର୍ଯ୍ୟନ୍ତ ଚାଲିବ ବୋଲି କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଗଜେନ୍ଦ୍ର ସିଂ ଶେଖାଓ୍ବତ୍‌ ନ୍ୟାଶନାଲ ଗ୍ୟାଲେରି ଅଫ୍‌ ମଡର୍ନ ଆର୍ଟଠାରେ ଗଣମାଧ୍ୟମ ସହ ଆଲୋଚନା ବେଳେ ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ଉପହାରର ପ୍ରଥମ ଇ-ଅକ୍ସନ ୨୦୧୯ ଜାନୁଆରୀରେ ହୋଇଥିଲା। ଏପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀଙ୍କୁ ମିଳିଥିବା ଉପହାର ନିଲାମରୁ ସଂଗୃହୀତ ୫୦ କୋଟିରୁ ଉର୍ଦ୍ଧ୍ୱ ଟଙ୍କା ନମାମି ଗଙ୍ଗେ ପ୍ରକଳ୍ପକୁ ସହାୟତା ପାଇଁ ବିନିଯୋଗ ହୋଇଥିବା ଶେଖାଓ୍ବତ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୪୪% ବଢିବ ଦରମା! ସରକାରଙ୍କ ହାତରୁ ଯିବ ଏତେ କୋଟି ଟଙ୍କା

ନୂଆଦିଲ୍ଲୀ,୬।୧୨: ଅଷ୍ଟମ ବେତନ କମିଶନକୁ ନେଇ ବଡ଼ ଅପଡେଟ୍‌ ଆସିଛି । କେନ୍ଦ୍ର ସରକାର ଦେଶର ଲକ୍ଷ ଲକ୍ଷ ସରକାରୀ କର୍ମଚାରୀ ଏବଂ ପେନସନ୍‌ଭୋଗୀଙ୍କୁ ବଡ଼...

ପାର୍‌ ହେଉହେଉ ଭାଙ୍ଗିପଡ଼ିଲା ପୋଲ

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ତରତରା କଣ୍ଟିପାଳ ମୁଖ୍ୟ ରାସ୍ତାର କୁକୁରିଆନାଳ ହୋଇଥିବା ପୋଲଟି ଭାଙ୍ଗିଯାଇଛି। ସୂଚନାରୁ ଜଣାପଡ଼ିଛି, ଏହି ପୋଲ...

ପୁଣି ଫସିଲେ କିଙ୍ଗ ଖାନଙ୍କ ପୁଅ ଆର୍ଯ୍ୟନ ଖାନ, ଭିଡିଓ ଭାଇରାଲ ପରେ ବଢିଲା ଅଡୁଆ

ମୁମ୍ବାଇ,୬।୧୨: ଶାହରୁଖ ଖାନଙ୍କ ପୁଅ ଆର୍ଯ୍ୟନ ଖାନ ବିବାଦରେ ଗଭୀର ଭାବରେ ଜଡିତ। ପ୍ରଥମେ ଡ୍ରଗ୍ସ ମାମଲା, ତା’ପରେ ‘ବ୍ୟାଡ୍ସ ଅଫ ବଲିଉଡ’ରେ ତାଙ୍କ ଭୂମିକାକୁ...

ଭାରତର ଏସବୁ ଜିନିଷ ଉପରେ ନିର୍ଭର କରେ ଋଷିଆ, ଖର୍ଚ୍ଚ କରେ ଏତେ ଟଙ୍କା

ନୂଆଦିଲ୍ଲୀ,୬।୧୨: ରୁଷିଆ ଏବଂ ଭାରତ ଦୀର୍ଘଦିନ ଧରି ଦୃଢ଼ ସମ୍ପର୍କ ଉପଭୋଗ କରିଆସିଛନ୍ତି। ଏହି ଗଭୀର ସମ୍ପର୍କ ଦୁଇ ଦେଶ ମଧ୍ୟରେ ବାଣିଜ୍ୟରେ ପ୍ରତିଫଳିତ ହୋଇଛି।...

ଇଣ୍ଡିଗୋ ସଙ୍କଟ: ଖୁବ୍‌ ଜୋର ପାଟି କରି କାଉଣ୍ଟର ଉପରକୁ ଚଢିଗଲେ ବିଦେଶିନୀ

ନୂଆଦିଲ୍ଲୀ,୬।୧୨: ଗତ ଚାରି ଦିନ ମଧ୍ୟରେ ସାରା ଦେଶରେ ୧,୦୦୦ରୁ ଅଧିକ ଇଣ୍ଡିଗୋ ବିମାନ ବାତିଲ କରାଯାଇଛି, ଯାହା ଯାତ୍ରୀମାନଙ୍କୁ ବହୁତ ଅସୁବିଧାର ସମ୍ମୁଖୀନ କରୁଛି।...

ସ୍ବାମୀ ରଣବୀରଙ୍କୁ ନେଇ ଏମିତି କହିଦେଲେ ଦୀପିକା, ଚର୍ଚ୍ଚା ଆରମ୍ଭ

ମା’ ହେବା ପରେ ବଦଳିଗଲେଣି ଅଭିନେତ୍ରୀ ଦୀପିକା ପାଦୁକୋନ। ସେ ଏବେ ନିଜ କ୍ୟାରିୟର୍‌ ନୁହେଁ, ଝିଅ ଦୁଆକୁ ଅଧିକ ସମୟ ଦେଉଛନ୍ତି। ଏସବୁ ଭିତରେ...

ଭାରତ ସହ ମ୍ୟାଚ ପୂର୍ବରୁ ଦକ୍ଷିଣ ଆଫ୍ରିକାକୁ ଲାଗିଲା ୩ ବଡ଼ ଝଟକା!

ନୂଆଦିଲ୍ଲୀ,୬।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ତୃତୀୟ ଏକଦିବସୀୟ ମ୍ୟାଚ ବିଶାଖାପାଟଣାରେ ଖେଳାଯାଉଛି, ଯାହା ତିନି ମ୍ୟାଚ ବିଶିଷ୍ଟ ସିରିଜର ନିର୍ଣ୍ଣାୟକ ମ୍ୟାଚ। ଦକ୍ଷିଣ...

କରୁଣ ନାୟାରଙ୍କୁ ଅଣଦେଖା କଲା BCCI!

ନୂଆଦିଲ୍ଲୀ,୬।୧୨: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ହେଉଛି ଭାରତର ସର୍ବୋଚ୍ଚ ପ୍ରଶାସକ ସଂସ୍ଥା। କୁହାଯାଏ ଯେ ଏହି ଦେଶର ପ୍ରତ୍ୟେକ କ୍ରିକେଟର୍‌ BCCI ସହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri