ବଡ଼ ଘୋଷଣା, ଏଣିକି ସୁଭଦ୍ରା ହିତାଧିକାରୀଙ୍କୁ ମିଳିବ ପେନସନ, ଜାଣନ୍ତୁ କେତେ…

ଭୁବନେଶ୍ୱର,୧୮।୯: ସୁଭଦ୍ରା ହତିଧିକାରୀଙ୍କ ପାଇଁ ବଡ଼ ଘୋଷଣା। ଏଣିକି ୬୦ବର୍ଷ ପରେ ମିଳିବ ପେନସନ। ୬୦ ବର୍ଷ ପରେ ସୁଭଦ୍ରା ହିତାଧିକାରୀଙ୍କୁ ମିଳିବ ପେନସନ୍ । ମଧୁ ବାବୁ ପେନସନ ଯୋଜନା ଏବଂ ଜାତୀୟ ସାମାଜିକ ସହାୟତା କାର୍ଯ୍ୟକ୍ରମ (NSAP)ରେ ସୁଭଦ୍ରା ଯୋଜନାର ପୂର୍ବ ହିତାଧିକାରୀଙ୍କୁ ଅନ୍ତର୍ଭୁକ୍ତ କରିବାକୁ ଚିଠି ଲେଖିଛି ସାମାଜିକ ସୁରକ୍ଷା ବିଭାଗ।

ସୁଭଦ୍ରା ଯୋଜନାର ହିତାଧିକାରୀମାନେ ୬୦ ବର୍ଷ ବୟସ ପ୍ରାପ୍ତ କରିବା ପରେ ବାର୍ଦ୍ଧକ୍ୟ ପେନସନ ପାଇଁ ଆବେଦନ କରିପାରିବେ। ମଧୁ ବାବୁ ପେନସନ ଯୋଜନା (ଏମବିପିୱାଇ) ଏବଂ ଜାତୀୟ ସାମାଜିକ ସହାୟତା କାର୍ଯ୍ୟକ୍ରମ (ଏନଏସଏପି)ରେ ସୁଭଦ୍ରା ଯୋଜନାର ପୂର୍ବତନ ହିତାଧିକାରୀଙ୍କୁ ଅନ୍ତର୍ଭୁକ୍ତ କରିବାକୁ ସରକାରଙ୍କ ପକ୍ଷରୁ ଚିଠି କରାଯାଇଛି। ୬୦ ବର୍ଷ ବୟସ ପରେ MBPY/NSAP ଅଧୀନରେ ସାମାଜିକ ସୁରକ୍ଷା ପେନସନ ପାଇଁ ଯୋଗ୍ୟ ହୋଇପାରିବେ। ସୁଭଦ୍ରା ଯୋଜନାର ପୂର୍ବ ହିତାଧିକାରୀ ସିଧାସଳଖ MBPY/NSAPରେ ଆସିବେ ନାହିଁ । ସେମାନେ ୬୦ ବର୍ଷ ପରେ ଆବେଦନ କରିବାକୁ ପଡ଼ିବ। ପ୍ରଥମେ ଅଧିକ ବୟସ୍କ, ଦୁର୍ବଳ ଓ ଅପେକ୍ଷା ତାଲିକାରେ ଥିବା ଲୋକଙ୍କୁ ପ୍ରାଥମିକତା ମିଳିବ । ୬୦ ବର୍ଷ ବୟସ ପାଇଁ ସୁଭଦ୍ରାରୁ ୯୩ ହଜାର ହିତାଧିକାରୀ ବାଦ୍ ପଡ଼ିଛନ୍ତି ।

Subhadra beneficiaries above 60 years of age will get pension

 


Enter your email to get our daily news in your inbox.

All Right Reserved By Dharitri.Com

ଶିଶିର ସରସ ମେଳା-୨୦୨୬ରେ ୩୦ କୋଟି ଟପିଲା ବ୍ୟବସାୟ

ଭୁବନେଶ୍ୱର,୨୦।୧: ରାଜଧାନୀରେ ଚାଲିଥିବା ଜାତୀୟ ସ୍ତରୀୟ ‘ଶିଶିର ସରସ ମେଳା-୨୦୨୬’ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଚଳିତ ବର୍ଷ ଏହି ମେଳା ବିକ୍ରି ଏବଂ ଜନସମାଗମ କ୍ଷେତ୍ରରେ...

ମହାପ୍ରଭୁଙ୍କ ଶରଣରେ ପଶିଲେ ପିୟୂଷ: ଯାତ୍ରା ମଞ୍ଚ ପାଇଁ ଫିଟିଗଲା ବାଟ

ଭୁବନେଶ୍ୱର,୨୦।୧: ଯାତ୍ରା ଜଗତର ଚର୍ଚ୍ଚିତ ଖଳନାୟକ ପିୟୂଷ ତ୍ରିପାଠୀଙ୍କ ପାଇଁ ଖୋଲିଛି ମଞ୍ଚକୁ ଫେରିବାର ବାଟ। ଅପେରା ସୂର୍ଯ୍ୟମନ୍ଦିର ମାଲିକ ପ୍ରମୋଦ ସ୍ୱାଇଁଙ୍କ ସହ ଚାଲିଥିବା...

ମହିଳାଙ୍କ ହାତରେ ‘ଆମ ବସ୍’ ଷ୍ଟିୟରିଂ: ଏହି ଦିନରୁ ମିଳିବ ଦାୟିତ୍ୱ

ଭୁବନେଶ୍ୱର,୨୦।୧: ରାଜ୍ୟ ପରିବହନ ସେବାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। ଏଣିକି ପୁରୁଷଙ୍କ ସହ ମହିଳାମାନେ ମଧ୍ୟ ‘ଆମ ବସ୍’ ଚଲାଇବେ। ବିଶେଷ କରି...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି,...

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ...

ପ୍ରତିରକ୍ଷା କ୍ଷେତ୍ରରେ ଭାରତର ବଡ଼ ପଦକ୍ଷେପ: ଆସୁଛି ଶକ୍ତିଶାଳୀ ଲେଜର ଅସ୍ତ୍ର

ନୂଆଦିଲ୍ଲୀ,୨୦।୧: ବିଶ୍ୱରେ ବଦଳୁଥିବା ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି ଭାରତ ଏବେ ନିଜସ୍ୱ ବାୟୁ ପ୍ରତିରକ୍ଷା ପ୍ରଣାଳୀକୁ ଅଧିକ ସୁଦୃଢ଼ କରିବାକୁ ଯାଉଛି। ରୁଷର S-400...

ଭାରତର ଭିତ୍ତିଭୂମି କ୍ଷେତ୍ରରେ ଅଭିବୃଦ୍ଧି: ଡିସେମ୍ବରରେ ୩.୭ ପ୍ରତିଶତକୁ ବୃଦ୍ଧି

ନୂଆଦିଲ୍ଲୀ,୨୦।୧: ଦେଶର ଶିଳ୍ପାୟନ କ୍ଷେତ୍ରରୁ ଭଲ ଖବର ଆସିଛି। ଭାରତର ୮ଟି ପ୍ରମୁଖ ଭିତ୍ତିଭୂମି କ୍ଷେତ୍ରର ଅଭିବୃଦ୍ଧି ହାର ଡିସେମ୍ବର ମାସରେ ୩.୭ ପ୍ରତିଶତକୁ ବୃଦ୍ଧି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri