ନୀତୀନ ଗଡକରୀଙ୍କଠାରେ ଏସବୁ ଦାବି କରିଥିଲେ ପ୍ରଦୀପ ପୁରୋହିତ, କେନ୍ଦ୍ରମନ୍ତ୍ରୀ ଦେଲେ ବଡ଼ ସୂଚନା

ବରଗଡ,୨୦।୯(ପ୍ରେମାନନ୍ଦ ଖମାରୀ) : ବଲାଙ୍ଗୀର-ପାଟଣାଗଡ-ହରିଶଙ୍କର- ନୃସିଂହନାଥ -ପାଇକମାଳ- ନୂଆପଡ଼ାକୁ ଜାତୀୟ ରାଜପଥ ଅନ୍ତର୍ଭୁକ୍ତ କରିବା ପାଇଁ ବରଗଡ ସାଂସଦ ପ୍ରଦୀପ ପୁରୋହିତ କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ବିଭାଗ ମନ୍ତ୍ରୀ ନୀତୀନ ଗଡକରୀଙ୍କଠାରେ ଦାବି କରିଥିଲେ । କେନ୍ଦ୍ରମନ୍ତ୍ରୀ ଗଡକରୀ ଏହି ଦାବିର ଉତ୍ତର ରଖିଛନ୍ତି । ଏହି ପ୍ରସଙ୍ଗରେ କେନ୍ଦ୍ରମନ୍ତ୍ରୀ ତାଙ୍କ ପତ୍ରରେ ଲେଖିଛନ୍ତି, ବିଭିନ୍ନ ରାଜ୍ୟ ସରକାର ଓ କେନ୍ଦ୍ର ଶାସିତ ଅଞ୍ଚଳ ସରକାରଙ୍କ ଦାବିକୁ ତର୍ଜମା କରି କେନ୍ଦ୍ର ସରକାର ନୂତନ ଜାତୀୟ ରାଜପଥ ନିର୍ମାଣ କିମ୍ବା ରାଜ୍ୟ ରାଜପଥକୁ ଜାତୀୟ ରାଜପଥରେ ବିକଶିତ କରିଥାନ୍ତି। ଏଥିପାଇଁ କେତେକ ନୀତି ନିୟମ ମଧ୍ୟ ରହିଛି । ସାଂସଦ ପୁରୋହିତଙ୍କ ଦାବିକୁ ଗୁରୁତର ସହ ନେଇ ସେ ଏହାର ତର୍ଜମା କରି ଯଥାର୍ଥ ପଦକ୍ଷେପ ଗ୍ରହଣ କରିବେ ବୋଲି କେନ୍ଦ୍ରମନ୍ତ୍ରୀ ଗଡକରୀ ତାଙ୍କ ପତ୍ରରେ ଦର୍ଶାଇଛନ୍ତି । ସୂଚନାଯୋଗ୍ୟ, ବଲାଙ୍ଗୀର -ପାଟଣାଗଡ- ହରିଶଙ୍କର – ନୃସିଂହନାଥ – ପାଇକମାଳ- ନୂଆପଡ଼ା ସଡ଼କପଥକୁ ଜାତୀୟ ରାଜପଥ ମାନ୍ୟତା ପ୍ରଦାନ କରିବାକୁ ସାଂସଦ ପୁରୋହିତ ଦାବି କରିଥିଲେ ।

 


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri