ମୁଣ୍ଡବ୍ୟଥା ହେଉଛି କି…ଆପଣାନ୍ତୁ ଏହି ସରଳ ଉପାୟ

ଆଜିକାଲି ପ୍ରାୟ ମୁଣ୍ଡବ୍ୟଥା ଏକ ସାଧାରଣ ସମସ୍ୟା ପାଲଟି ଗଲାଣି। ଖାଦ୍ୟପେୟ ଠିକ୍‌ ସମୟରେ ନ ଖାଇଲେ, ଆବଶ୍ୟକ ମୁତାବକ ପାଣି ନ ପିଇଲେ ଏହାର ସମ୍ମୁଖୀନ ହେବାକୁ ପଡ଼ିଥାଏ। ତେବେ ଏଥିରୁ ଉପଶମ ପାଇବା ଲାଗି କେତୋଟି ସରଳ ତଥା ସହଜ ଉପାୟ ରହିଛି। ସବୁଠାରୁ ମୁଖ୍ୟ କଥା ହେଲା ସବୁବେଳେ ଠିକ୍‌ ସମୟରେ ଖାଦ୍ୟ ଖାଆନ୍ତୁ। ଏଥିରେ ବିଳମ୍ବ ହେଲେ ପେଟରେ ଗ୍ୟାଷ୍ଟ୍ରିକ୍‌ ସମସ୍ୟା ଦେଖାଦେଇଥାଏ, ଯାହାଦ୍ୱାରା ମୁଣ୍ଡ ବିନ୍ଧେ। ତା’ସହ ଦିନକୁ ଅତିକମ୍‌ରେ ୨-୩ ଲିଟର ପାଣି ପିଅନ୍ତୁ। ଆଉ ଏକ କଥା ହେଲା ନିଦ୍ରା। ଆମକୁ ରାତିରେ ଅତିକମ୍‌ରେ ୭-୮ ଘଣ୍ଟା ଶୋଇବା ନିହାତି ଦରକାର। ଏଥିରେ ଅସନ୍ତୁଳନ ଦେଖାଦେଲେ ତାହା ମୁଣ୍ଡବିନ୍ଧାର କାରଣ ସାଜିଥାଏ। ତେଣୁ ସବୁବେଳେ ଆବଶ୍ୟକ ମୁତାବକ ଶୁଅନ୍ତୁ। ଟୋକିଓ ବିଶ୍ୱବିଦ୍ୟାଳୟର ବିଶେଷଜ୍ଞମାନେ ଏକ ସର୍ଭେରୁ ଜାଣି ପାରିଛନ୍ତି ଯେ ନିୟମିତ ଯୋଗ କରିବା ଦ୍ୱାରା ମୁଣ୍ଡବିନ୍ଧା ପରି ସମସ୍ୟାରୁ କେତେକାଂଶରେ ଉପଶମ ମିଳିଥାଏ। ବେଳେବେଳେ ଟେନ୍‌ସନ୍‌ର ବଶବର୍ତ୍ତୀ ହେଲେ ମୁଣ୍ଡବିନ୍ଧା ସମସ୍ୟା ଦେଖାଦେଇଥାଏ। ତେଣୁ ଏହାଠାରୁ ଦୂରେଇ ରହିବାକୁ ଚେଷ୍ଟା କରନ୍ତୁ। ନିଜର ମାନସିକତାକୁ ସକାରାତ୍ମକ ରଖିବାକୁ ଚେଷ୍ଟା କରନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତର ୭ ବଡ଼ ବ୍ୟବସାୟୀ ଟ୍ରମ୍ପଙ୍କ ସହ କରିବେ ଡିନର୍‌, ଶକ୍ତି ପ୍ରଦର୍ଶନ କରିବ ଭାରତ

ନୂଆଦିଲ୍ଲୀ,୨୧।୧: ଡାଭୋସରେ ଚାଲିଥିବା ବିଶ୍ୱ ଅର୍ଥନୈତିକ ଫୋରମ (WEF) ସମୟରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଅନେକ ବଡ଼ ଭାରତୀୟ ବ୍ୟବସାୟୀଙ୍କୁ ଭେଟିବେ। NDTV ଅନୁଯାୟୀ,...

ଇତିହାସ ରଚିଲା ‘ଭେରୋନିକା’: ବିଶ୍ୱର ପ୍ରଥମ ଗାଈ ଭାବେ କଲା ଏପରି କାରନାମା

ପଶୁ ଜଗତର ବୁଦ୍ଧିମତାକୁ ନେଇ ଏକ ଆଶ୍ଚର୍ଯ୍ୟଜନକ ତଥ୍ୟ ସାମ୍ନାକୁ ଆସିଛି। ଅଷ୍ଟ୍ରିଆର ‘ଭେରୋନିକା’ ନାମକ ଏକ ଗାଈ ନିଜର ଚତୁରତା ପାଇଁ ଏବେ ସାରା...

ଅରବିନ୍ଦ ମହାପାତ୍ରଙ୍କ ନିଲମ୍ବନ ନେଇ ମୁହଁ ଖୋଲିଲେ ନବୀନ, ନୂଆ ମୁଖିଆ….

ଭୁବନେଶ୍ୱର,୨୧।୧:  ଅରବିନ୍ଦ ମହାପାତ୍ରଙ୍କ ନିଲମ୍ବନ ଉପରେ ମୁହଁ ଖୋଲିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ତେବେ କାହିଁକି ବିଜୁ ଜନତା ଦଳରୁ ଅରବିନ୍ଦଙ୍କୁ ନିଲମ୍ବନ...

୧୮ରୁ ୫୫ ବର୍ଷୀୟ ଏହି ମହିଳାମାନଙ୍କୁ ସରକାର ଦେବେ ୫୦୦୦ ଟଙ୍କା, ଯୋଜନାର ଲାଭ କିପରି ନେବେ ଜାଣି ରଖନ୍ତୁ…

ନୂଆଦିଲ୍ଲୀ,୨୧।୧: ଭାରତ ସରକାର ଦେଶର ନାଗରିକଙ୍କ ପାଇଁ ଅନେକ କଲ୍ୟାଣକାରୀ ଯୋଜନା ଚଳାଇଛନ୍ତି। ଏହି ଯୋଜନାଗୁଡ଼ିକ ମଧ୍ୟରୁ ଏକ ଗୁରୁତ୍ୱପୂର୍ଣ୍ଣ ଯୋଜନା ହେଉଛି ପ୍ରଧାନମନ୍ତ୍ରୀ ମାତୃ...

ବରଗଡ଼ରେ ପୁଣି କଫ ସିରପ କାରବାର: ୭୬ ହଜାରରୁ ଅଧିକ ଟଙ୍କା ଜବତ ସହ…

ବରଗଡ଼,୨୧ା୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲସ ବୁଧବାର ୫୦୫୦ବୋତଲ କଫ୍‌ ସିରପ୍‌ ଜବତ କରିଛି। ଏଥିରେ ସମ୍ପୃକ୍ତ ୬ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଥିବାବେଳେ...

BCBକୁ ଆଉ ଗୋଟିଏ ଦିନ ସମୟ ଦେଇଛି ICC, ଯଦି ବାଂଲାଦେଶ ଟି-୨୦ ବିଶ୍ୱକପ ପାଇଁ ଭାରତ ନ ଆସେ ତେବେ…

ନୂଆଦିଲ୍ଲୀ,୨୧।୧: ୨୦୨୬ ଟି୨୦ ବିଶ୍ୱକପ ପାଇଁ ବାଂଲାଦେଶ ଦଳ ଭାରତ ଯାତ୍ରା କରିବ କି ନାହିଁ ସେ ବିଷୟରେ ଏପର୍ଯ୍ୟନ୍ତ କୌଣସି ଆନୁଷ୍ଠାନିକ ନିଷ୍ପତ୍ତି ହୋଇନାହିଁ।...

ଯୁବକଙ୍କୁ ହଜି ଯାଇଥିବା ଫୋନ୍‌ ଫେରାଇଲେ ଏମ୍‌ପିଙ୍କ ପିଏ

ରାୟଗଡ଼ା,୨୧ା୧(ଆଶିଷ ରଞ୍ଜନ ପଣ୍ଡା): କୋରାପୁଟ ଏମ୍‌ପିଙ୍କ ପିଏ ବାପି ପଟ୍ଟନାୟକ ଜଣେ ଯୁବକଙ୍କ ହଜି ଯାଇଥିବା ମୋବାଇଲ ଫେରାଇ ମାନବିକତାର ପରିଚୟ ଦେଖାଇଛନ୍ତି। ସୂଚନା ମୁତାବକ...

ଝିଅର ଜୀବନ ବଞ୍ଚାଇବାକୁ ଏମିତି ଅପିଲ କଲେ ମହିଳା ପ୍ରଶଂସକ, ଭିଡିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨୧।୧: ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହୋଇଛି ଯେଉଁଥିରେ ଜଣେ ମହିଳା ସୁରକ୍ଷା ଭାଙ୍ଗୁଥିବା ଏବଂ ପୂର୍ବତନ ଭାରତୀୟ ଅଧିନାୟକ ରୋହିତ ଶର୍ମାଙ୍କ ପାଖକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri