ଦାଉ ସାଧିଲା ଦଇବ, ଏକାସାଙ୍ଗେ ଚାଲିଗଲା ବାପ-ପୁଅଙ୍କ ଜୀବନ

ରୂପ୍ରାରୋଡ୍‌,୨୨ା୯(ସଞ୍ଜୀବ ଦାସ): କଳାହାଣ୍ଡି ଜିଲା ନର୍ଲା ଥାନା ନୂଆ ଦେହେଲିଠାରେ ନର୍ଲା ପଟୁ ଆସୁଥିବା ପିକଅପ୍‌ ନମ୍ବର AP39TC7705 ଧକ୍କା ଦେବାରୁ ସାମ୍ନା ପଟୁ ଆସୁଥିବା ଏକ ବାଇକ୍‌ ନମ୍ବର OD17 C0762ରେ ଗୋଟେ ପରିବାରର ୪ ଜଣ ଯାଉଥିବା ବେଳେ ବାପ-ପୁଅ ୨ ଜଣଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବାବେଳେ ଆଉ ୨ ଜଣ ଆହତ ହୋଇଛନ୍ତି। ଆହତଙ୍କୁ ନର୍ଲା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇ ଦିଆଯାଇଛି। ଖବର ନେବାରୁ ଜଣାପଡ଼ିଛି ଯେ, ମୃତକ ଜଣକ ତେର୍ଲୋ। ନର୍ଲା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ କରୁଥିବାବେଳେ ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଗକୁ ପଞ୍ଚାୟତ ନିର୍ବାଚନ: ସାଙ୍ଗଠନିକ ବୈଠକରେ ବାଜିଲା ଭାଜପାର ବିଗୁଲ… 

କୋରାପୁଟ,୨୦।୧(ଅମିତାଭ ବେହେରା): ଆସନ୍ତା ପଞ୍ଚାୟତ ନିର୍ବାଚନ ନେଇ କୋରାପୁଟରେ ଭାଜପାର ସାଙ୍ଗଠନିକ  ଭିତ୍ତିଭୂମିକୁ  ଅଧିକ ସୁଦୃଢ କରିବା ଲକ୍ଷ୍ୟରେ ମଙ୍ଗଳବାର ସ୍ଥାନୀୟ ଦକ୍ଷତା ବୃଦ୍ଧି ତାଲିମ...

ଦକ୍ଷିଣାଞ୍ଚଳ ରାଜସ୍ବ ଆୟୁକ୍ତ, ଜ଼ିଲାପାଳମାନଙ୍କ ସମ୍ମିଳନୀ:ପଞ୍ଚାୟତ, ପୌର ନିର୍ବାଚନ ସଫଳତାର ସହ…

ଛତ୍ରପୁର,୨୦ା୧(ଦିଲୀପ ସାମଲ): ଆଗାମୀ ପଞ୍ଚାୟତ, ପୌର ନିର୍ବାଚନ ଏବଂ ଭୋଟର ତାଲିକା ସଂଶୋଧନକୁ ସ୍ବଚ୍ଛ, ନିରପେକ୍ଷ ଓ ସଫଳତାର ସହ ସମ୍ପାଦନ କରିବା ପାଇଁ ଛତ୍ରପୁରସ୍ଥିତ...

ପିଏମଶ୍ରୀ ଉତ୍ସବରେ ୩ ବିଧାୟକ: ଛାତ୍ରଛାତ୍ରୀଙ୍କ ପ୍ରତିଭା ଦେଖି କଲେ ପ୍ରଶଂସା

ବରଗଡ଼,୨୦।୧(ପ୍ରେମାନନ୍ଦ ଖମାରୀ) – ବରଗଡ଼ ରାଣା ପ୍ରତାପ ସ୍କୁଲ ପରିସରରେ ଚାଲିଥିବା ବରଗଡ଼ ଜିଲାସ୍ତରୀୟ ପିଏମଶ୍ରୀ ଉତ୍ସବ ମଙ୍ଗଳବାର ଉଦଯାପିତ ହୋଇଯାଇଛି । ଅତିରିକ୍ତ ଜିଲାପାଳ...

ମହିଳାଙ୍କ ହାତରେ ‘ଆମ ବସ୍’ ଷ୍ଟିୟରିଂ: ଏହି ଦିନରୁ ମିଳିବ ଦାୟିତ୍ୱ

ଭୁବନେଶ୍ୱର,୨୦।୧: ରାଜ୍ୟ ପରିବହନ ସେବାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। ଏଣିକି ପୁରୁଷଙ୍କ ସହ ମହିଳାମାନେ ମଧ୍ୟ ‘ଆମ ବସ୍’ ଚଲାଇବେ। ବିଶେଷ କରି...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି,...

୨୭ ବର୍ଷ ପରେ ନକ୍ଷତ୍ର ପରିବର୍ତ୍ତନ କଲେ ଶନି, ଏହି ୩ ରାଶିର ବଦଳିବ ଭାଗ୍ୟ…

ଜାନୁଆରୀ ୨୦ ତାରିଖ ଅର୍ଥାତ୍ ଆଜିର ଦିନରୁ ଶନିଦେବ ଉତ୍ତରା ଭାଦ୍ରପଦ ନକ୍ଷତ୍ରରେ ପ୍ରବେଶ କରିବାକୁ ଯାଉଛନ୍ତି । ଜ୍ୟୋତିଷ ଶାସ୍ତ୍ରର ଗଣନା ଅନୁଯାୟୀ ପାଖାପାଖି...

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri