ମଙ୍ଗଳବାର ଶ୍ରୀ ଜଗନ୍ନାଥ ମନ୍ଦିରରେ ସକାଳ ୧୦ ପରେ ଦର୍ଶନ ବନ୍ଦ

ପୁରୀ,୨୨।୯: ପୁରୀ ଜଗନ୍ନାଥ ମନ୍ଦିରର ରତ୍ନ ଭଣ୍ଡାରରେ ସଂରକ୍ଷିତ ମୂଲ୍ୟବାନ ଅଳଙ୍କାର ଓ ସମ୍ପତ୍ତି, ଯାହା ଗତ ବର୍ଷ ଜୁଲାଇରେ ମନ୍ଦିର ପରିସରରେ ଏକ ଅସ୍ଥାୟୀ ଭଣ୍ଡାରକୁ ସ୍ଥାନାନ୍ତର କରାଯାଇଥିଲା, ଆସନ୍ତାକାଲି (ମଙ୍ଗଳବାର, ୨୩ ସେପ୍ଟେମ୍ବର) ପୁନର୍ବାର ରତ୍ନ ଭଣ୍ଡାରକୁ ଫେରାଯିବ। ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରଶାସନ (ଏସଜେଟିଏ) ଏହା ଘୋଷଣା କରିଛି।

ରତ୍ନ ଭଣ୍ଡାରର ମରାମତି କାର୍ଯ୍ୟ ସମାପ୍ତ ହୋଇଛି। ରାଜ୍ୟ ସରକାରଙ୍କ ଅନୁମୋଦିତ ମାନକ ପ୍ରଚାଳନ ପ୍ରଣାଳୀ (ଏସଓପି) ଅନୁଯାୟୀ ଅଳଙ୍କାର ଓ ମୂଲ୍ୟବାନ ସମ୍ପତ୍ତି ରତ୍ନ ଭଣ୍ଡାରକୁ ସ୍ଥାନାନ୍ତର କରାଯିବ। ଏହି ପ୍ରକ୍ରିୟା ସୁଗମ କରିବା ପାଇଁ ମଙ୍ଗଳବାର ସକାଳ ୧୦ ପରେ ମନ୍ଦିରରେ ଭକ୍ତଙ୍କ ପ୍ରବେଶ ବନ୍ଦ ରହିବ।

ଏସଜେଟିଏ କହିଛି, “ଅଳଙ୍କାର ସ୍ଥାନାନ୍ତର ପୂର୍ବରୁ ନାଟମଣ୍ଡପ ଓ ଜଗମୋହନରେ ପରିଷ୍କାର କାର୍ଯ୍ୟ ହେବ। ମଙ୍ଗଳବାର ମୁଖ୍ୟ ମନ୍ଦିର ଓ ଝୁଲନ ମଣ୍ଡପରେ ଭକ୍ତଙ୍କ ପ୍ରବେଶ ନିଷିଦ୍ଧ ରହିବ।” ତେବେ, ଭକ୍ତମାନେ ମନ୍ଦିର ପରିସରରେ ଅନନ୍ଦ ବଜାରରୁ ମହାପ୍ରସାଦ ଗ୍ରହଣ କରିପାରିବେ। ଅଳଙ୍କାର ସ୍ଥାନାନ୍ତର ସମାପ୍ତ ହେବା ପରେ ପ୍ରବେଶ ନିଷେଧାଜ୍ଞା ଉଠାଇ ନିଆଯିବ ବୋଲି ଏସଜେଟିଏ ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଦମ୍‌ଦାର ବିଜୟ: ୨-୧ରେ ସିରିଜ କବଜା କଲା ଟିମ୍‌ ଇଣ୍ଡିଆ

ବିଶାଖାପାଟଣା,୬।୧୨: ବିଶାଖାପାଟଣାରେ ଶନିବାର ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟଚ୍‌ରେ ଯଶସ୍ବୀ ଜୟସ୍ବାଲଙ୍କ ଦମ୍‌ଦାର ଶତକ ସହ ଭାରତ ୯ ଉଇକେଟରେ ବିଜୟ ହାସଲ କରିଛି। ଏହା...

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri