ଶ୍ରୀମୟୀଙ୍କୁ ନେଇ ତାରା କହିଲେ ତାଙ୍କ ଭଳି ନେତ୍ରୀ ଦଳ ପାଇଁ…

ଭୁବନେଶ୍ୱର,୨୪ା୯: ଶ୍ରୀମୟୀ ମିଶ୍ର ବିଜେଡିରୁ ନିଲମ୍ବନ ପରେ ଏବେ ରାଜ୍ୟ ରାଜନୀତି ସରଗରମ ହୋଇପଡ଼ିଛି। ବିଜେଡି ବିରୋଧରେ କହି ଦଳରୁ ନିଲମ୍ବିତ ହୋଇଛନ୍ତି ଶ୍ରୀମୟୀ। ଏହା ପରେ ସେ କେଉଁ ଦଳକୁ ଯିବେ ସେନେଇ ଚାଲିଛି ଅନେକ ଆଲୋଚନା। କିଛି କହୁଛନ୍ତି ଶ୍ରୀମୟୀ ଭାଜପା ପଟକୁ ଢଳି ପାରନ୍ତି। ଆଉ କିଛି କହୁଛନ୍ତି ଶ୍ରୀମୟୀ କଂଗ୍ରେସରେ ମିଶିବେ।

ଏହା ମଧ୍ୟରେ କଂଗ୍ରେସର ଜୟପୁର ବିଧାୟକ ତାରା ବାହିନୀପତି ଏକ ବୟାନ ଦେଇଛନ୍ତି। ସେ କହିଛନ୍ତି, ଶ୍ରୀମୟୀଙ୍କ ପରି ନେତ୍ରୀ କଂଗ୍ରେସକୁ ଆସିବା ଭଲ। ସିଏ ଆସିବେ କି ନାହିଁ ତାଙ୍କ ଉପରେ ନିର୍ଭର କରେ। ତେବେ ଏ ବିଷୟରେ ନିଷ୍ପତ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ ନେବେ ବୋଲି ତାରା କହିଛନ୍ତି।

ମହିଳା ବ୍ୟାପାର ସାଧାରଣ ସମ୍ପାଦିକା ଭାବେ ଶ୍ରୀମୟୀ ମିଶ୍ର ଦାୟିତ୍ୱ ତୁଲାଉଥିଲେ। ଦୀର୍ଘ ଦିନ ଧରି ଚୁପ ଥିବା ଶ୍ରୀମୟୀଙ୍କ ସୋସିଆଲ ମିଡିଆରେ ବିଜେଡି ବିରୋଧରେ ତେର୍‌ଚ୍ଛା ବାଣ ମାରିଥିଲେ। ସିଧାସିଧା କୌଣସି ବ୍ୟକ୍ତିବିଶେଷ କିମ୍ୱା ଦଳ ନାଁ ନ ନେଇ ବି ଶ୍ରୀମୟଙ୍କ ପୋଷ୍ଟ ଯୋଗୁ ବିଜେଡି ଖପ୍ପା ହୋଇ ତାଙ୍କୁ ଦଳରୁ ବିଦା କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବଢୁଛି ପାରଦ କମୁଛି ଶୀତ, ୨୪ ପର୍ଯ୍ୟନ୍ତ କୁହୁଡ଼ି

ଭୁବନେଶ୍ୱର,  ୨୦|୧  (ବନ୍ଦନା ସେଠୀ): ରାଜ୍ୟରେ ଏବେ ଋତୁ ବଦଳୁଛି । ରାତିରେ ଶୀତ କମିଥିବାବେଳେ ଦିନରେ ଖରାତାତି ବଢ଼ୁଛି । ତେବେ ଭୋର୍‌ ସମୟରେ...

ଭୁବନେଶ୍ବର ଏକ ନମ୍ବର ହାଟରେ ବଡ଼ ଧରଣର ଅଗ୍ନିକାଣ୍ଡ, ୪୦ ଦୋକାନ ଘର ପୋଡି ଧ୍ବଂସ

ଭୁବନେଶ୍ବର, ୨୦|୧ : ଭୁବନେଶ୍ବର ଏକ ନମ୍ବର ହାଟରେ ବଡ଼ ଧରଣର ଅଗ୍ନିକାଣ୍ଡ । ରାତି ଅଧରେ ହୁତୁହୁତୁ ହୋଇ ଜଳିଲା ହାଟ । ପ୍ରାୟ...

ମୁହାଁମୁହିଁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା-ସମୀର ଦାସ, ଗୋଷ୍ଠୀ କନ୍ଦଳ ଜୋରଦାର

ନିମାପଡ଼ା, ୧୯।୧: ପୁରୀ ଜିଲା ନିମାପଡ଼ା ନିର୍ବାଚନ ମଣ୍ଡଳୀରେ ଭାଜପାର ଆଭ୍ୟନ୍ତରୀଣ କନ୍ଦଳ ଏବେ ଚରମ ସୀମାରେ ପହଞ୍ଚିଛି। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏବଂ ପୂର୍ବତନ...

ଭୁବନେଶ୍ୱରରେ ଭୟଙ୍କର ଦୁର୍ଘଟଣା: ଗୋଟିଏ କାର୍ ଉପରେ ଚଢ଼ିଗଲା ଆଉ ଏକ କାର୍

ଭୁବନେଶ୍ୱର,୧୯।୧: ରାଜଧାନୀର ବ୍ୟସ୍ତବହୁଳ ପଲାସୁଣୀ ଛକରେ ସୋମବାର ଏକ ଅଭାବନୀୟ ସଡ଼କ ଦୁର୍ଘଟଣା ଘଟିଛି। କଟକ ପଟୁ ଅତି ଦ୍ରୁତ ଗତିରେ ଆସୁଥିବା ଏକ କାର୍,...

ଓଡ଼ିଶାରେ ବଦଳିବ ୪୫ ବର୍ଷର ପୁରୁଣା ରାଜସ୍ୱ ଆଇନ: ଆସିବା ନୂଆ ‘ଲ୍ୟାଣ୍ଡ ମ୍ୟାନେଜମେଣ୍ଟ ଆକ୍ଟ’

ଭୁବନେଶ୍ୱର,୧୯।୧: ରାଜ୍ୟରେ ଜମିଜମା ପ୍ରଶାସନକୁ ଅଧିକ ସରଳ, ସ୍ୱଚ୍ଛ ଏବଂ ଲୋକାଭିମୁଖୀ କରିବା ପାଇଁ ଓଡ଼ିଶା ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଦୀର୍ଘ...

ମେଡିକାଲ ବାଥରୁମ୍‌ରେ ଶିଶୁ କନ୍ୟାଙ୍କୁ ଛାଡି ଚମ୍ପଟ ମାରିଲେ ମା’

ଭଦ୍ରକ, ୧୯।୧(ସନାତନ ରାଉତ): ମେଡିକାଲ ବାଥରୁମ୍‌ରେ ନବଜାତ ଶିଶୁ କନ୍ୟାକୁ ଛାଡ଼ି ମା’ ଫେରାର । ନବଜାତ ଶିଶୁ କନ୍ୟାର ମୃତ୍ୟୁ ହୋଇଥିବା ସୂଚନା ମିଳିଛି।...

୬ ମାସ ପରେ ଖୋଲିଲା ମଝିଘରିଆଣିଙ୍କ ମନ୍ଦିର ହୁଣ୍ଡି: ବାହାରିଲା ଏତେ କୋଟି ଟଙ୍କା ସହ ବିଦେଶୀ…

ରାୟଗଡା, ୧୯।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡା ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ମଝିଘରିଆଣୀଙ୍କ ମନ୍ଦିରର ୯ଟି ହୁଣ୍ଡି ସୋମବାର ଖୋଲାଯାଇ ଗଣତି କରାଯାଇଛି। ଉକ୍ତ ୯...

ହେଟାବାଘର କାଟିନେଲେ ଲାଞ୍ଜ, ଗୋଡ, ନଖ

କାଲିମେଳା,୧୯।୧(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ରେଞ୍ଜ ଅଧୀନ କାଲିମେଳା-ମୋଟୁ ୩୨୬ ନମ୍ୱର ଜାତୀୟ ରାଜପଥର ଏମ୍‌ଭି ୭୨ ନିକଟ ଶାନ୍ତିନଗର ନିକଟରୁ ସୋମବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri