ବସ୍‌-ଟ୍ରକ୍‌ ମୁହାଁମୁହିଁ: ଚାଲିଗଲା ୬ ଜଣଙ୍କ ଜୀବନ

ବଣାଇ,୨୫ା୯(ପ୍ରଦୀପ ତ୍ରିପାଠୀ): ଗୁରୁବାର ସକାଳୁ ରାଉରକେଲାରୁ କୋଇଡ଼ା ଅଭିମୁଖେ ଯାଉଥିବା ଲିଙ୍ଗରାଜ ନାମକ ଯାତ୍ରୀବାହୀ ବସ୍‌ ରଙ୍ଗ ରୁଟ୍‌ରେ ଯାଇ ଏକ ଟ୍ରକ୍‌ ସହ ମୁହାଁମୁହିଁ ଧକ୍କା ଦେବା ଫଳରେ ଘଟଣାସ୍ଥଳରେ ୬ ଜଣଙ୍କର ମୃତ୍ୟୁ ଘଟିଛି ଓ ଅନ୍ୟ ୧୦ ଜଣଙ୍କର ଅବସ୍ଥା ସଙ୍କଟାପନ୍ନ ରହିଛି। ସମସ୍ତ ଗୁରୁତରଙ୍କୁ ରାଉରକେଲା ସ୍ଥାନାନ୍ତର କରାଯାଇଛି। ୫୨୦ ନମ୍ବର ଜାତୀୟ ରାଜପଥରେ ଏହି ଦୁର୍ଘଟଣା ରାସ୍ତା ଅସମ୍ପୂର୍ଣ୍ଣ ଯୋଗୁ ଘଟୁଛି। ଏବେ ସୁଦ୍ଧା ଉଦ୍ଧାର କାର୍ଯ୍ୟ ଜାରି ରହିଛି। ପୋଲିସ ଏବଂ ଅଗ୍ନିଶମ ବାହିନୀ କର୍ମଚାରୀ  ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ମୃତଦେହଗୁଡ଼ିକ ଲହୁଣିପ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପିଏମଶ୍ରୀ ଉତ୍ସବରେ ୩ ବିଧାୟକ: ଛାତ୍ରଛାତ୍ରୀଙ୍କ ପ୍ରତିଭା ଦେଖି କଲେ ପ୍ରଶଂସା

ବରଗଡ଼,୨୦।୧(ପ୍ରେମାନନ୍ଦ ଖମାରୀ) – ବରଗଡ଼ ରାଣା ପ୍ରତାପ ସ୍କୁଲ ପରିସରରେ ଚାଲିଥିବା ବରଗଡ଼ ଜିଲାସ୍ତରୀୟ ପିଏମଶ୍ରୀ ଉତ୍ସବ ମଙ୍ଗଳବାର ଉଦଯାପିତ ହୋଇଯାଇଛି । ଅତିରିକ୍ତ ଜିଲାପାଳ...

ମହିଳାଙ୍କ ହାତରେ ‘ଆମ ବସ୍’ ଷ୍ଟିୟରିଂ: ଏହି ଦିନରୁ ମିଳିବ ଦାୟିତ୍ୱ

ଭୁବନେଶ୍ୱର,୨୦।୧: ରାଜ୍ୟ ପରିବହନ ସେବାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। ଏଣିକି ପୁରୁଷଙ୍କ ସହ ମହିଳାମାନେ ମଧ୍ୟ ‘ଆମ ବସ୍’ ଚଲାଇବେ। ବିଶେଷ କରି...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି,...

୨୭ ବର୍ଷ ପରେ ନକ୍ଷତ୍ର ପରିବର୍ତ୍ତନ କଲେ ଶନି, ଏହି ୩ ରାଶିର ବଦଳିବ ଭାଗ୍ୟ…

ଜାନୁଆରୀ ୨୦ ତାରିଖ ଅର୍ଥାତ୍ ଆଜିର ଦିନରୁ ଶନିଦେବ ଉତ୍ତରା ଭାଦ୍ରପଦ ନକ୍ଷତ୍ରରେ ପ୍ରବେଶ କରିବାକୁ ଯାଉଛନ୍ତି । ଜ୍ୟୋତିଷ ଶାସ୍ତ୍ରର ଗଣନା ଅନୁଯାୟୀ ପାଖାପାଖି...

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ...

ଟାଙ୍ଗିଆରେ ହାଣି କରିଥିଲେ ହତ୍ୟା: ବାପା-ପୁଅକୁ ଆଜୀବନ ଜେଲ

ବ୍ରହ୍ମପୁର,୨୦।୧(ସୁବାସ ଚନ୍ଦ୍ର ପାଢ଼ୀ): କିଆବାଡ଼ ଭାଗବଣ୍ଟାକୁ ନେଇ ଘଟିଥିବା ହତ୍ୟା ମାମଲାର ବିଚାର କରି ଗଞ୍ଜାମ ଜିଲା ଜଜ୍‌ ଅଶାନ୍ତ କୁମାର ଦାଶ ଅଭିଯୁକ୍ତ ବାପ-ପୁଅଙ୍କୁ...

ମୁନିଗୁଡ଼ା ବ୍ଲକ୍‌ ତେଲେଙ୍ଗାପଦର ଛକରେ ମାଓବାଦୀ ବ୍ୟାନର

ରାୟଗଡା,୨୦।୧ (ନନ୍ଦ କିଶୋର ପଟ୍ଟନାୟକ): ରାୟଗଡ଼ା ମୁନିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ତେଲେଙ୍ଗାପଦର ଛକ ନିକଟରେ ମାଓବାଦୀ ବ୍ୟାନର ଲାଗିଥିବା ଦେଖିବାକୁ ମିଳିଛି I ଖଣି ଖାଦାନକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri