OAS ପରୀକ୍ଷାରେ ଚମକିଲେ ରାୟଗଡ଼ା ଝିଅ ତନିସା

ରାୟଗଡ଼ା,୨୬।୯(ଆଶିଷ ରଞ୍ଜନ ପଣ୍ଡା)- ଶୁକ୍ରବାର ପ୍ରକାଶିତ ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାରେ ରାୟଗଡାର ଝିଅ ତନିସା ବେହୁରା ସଫଳତା ଅର୍ଜନ କରିଛନ୍ତି। ପ୍ରକାଶିତ ଓଏଏସ୍‌ ପରୀକ୍ଷାରେ ସେ କୃତକାର୍ଯ୍ୟ ହାସଲ କରିଛନ୍ତି। ସେ ରାୟଗଡ଼ାର ଦିଲିପ କୁମାର ବେହୁରା ଓ ନିବେଦିତା ବେହୁରାଙ୍କ ଝିଅ। ସେ ସ୍ଥାନୀୟ ସାର୍କେଡ ହାର୍ଟ ସ୍କୁଲରରୁ ଦଶମ ଶ୍ରେଣୀ ପରୀକ୍ଷାରେ ପାସ କରିବା ପରେ ଭୁବନେଶ୍ବରର ଓଡିଏମ୍‌ ସ୍କୁଲରୁ ଯୁକ୍ତ ଦୁଇ ବିଜ୍ଞାନରେ ପ୍ରଥମ ଶ୍ରେଣୀରେ ପାସ କରିଥିଲେ। ତାପରେ ବିଜେବି ସ୍ବୟଂ ଶାସିତ ମହାବିଦ୍ୟାଳୟରୁ ଯୁକ୍ତ ତିନି ପରୀକ୍ଷା ପ୍ରଥମ ଶ୍ରେଣୀରେ ପାସ କରିଥିଲେ। ତାଙ୍କର ଏହି ସଫଳତାର ଶ୍ରେୟ ନିଜ ପିତାମାତା ଓ ଗୁରୁଜନ ମାନଙ୍କୁ ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ତ୍ରୀଙ୍କ ବଡ଼ ଘୋଷଣା: ହଟିବ ଡିଜେଲ ଚାଳିତ ଆମ୍‌ ବସ

ଭୁବନେଶ୍ୱର,୨୧।୧: ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ବୁଧବାର ଏକ ବଡ଼ ଘୋଷଣା କରିଛନ୍ତି। ଡିଜେଲ ଚାଳିତ ‘ଆମ୍‌ ବସ୍‌’...

ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲ୍‌ କରି କରୁଥିଲେ ବ୍ଲାକମେଲ୍‌: ଜଣାପଡ଼ିବା ପରେ ଘଟିଲା…

କଟକ,୨୧ା୧(କାର୍ତ୍ତିକ ସାହୁ):ଜଣେ ୭୨ ବର୍ଷୀୟ ବରିଷ୍ଠ ନାଗରିକଙ୍କୁ ପ୍ରଥମେ ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲେ। ପରେ ଉକ୍ତ ଭିଡିଓ କଲିଂର ରେକର୍ଡିଂ କରି ତାହା...

ଆଗେଇବ ରେଳ ଓଭରବ୍ରିଜ୍‌ ନିର୍ମାଣ କାର୍ଯ୍ୟ

ଭୁବନେଶ୍ୱର,୨୧ା୧: ରାଜ୍ୟର ରାସ୍ତା ସଂଯୋଗକୁ ମଜଭୁତ କରିବାରେ ରେଲଓ୍ବେ ଓଭରବ୍ରିଜ୍‌ (ଆର୍‌ଓବି) ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇଥାଏ। ରେଲଓ୍ବେ ଲେଭଲକ୍ରସିଂକୁ ଆର୍‌ଓବିରେ ପରିବର୍ତ୍ତନ କରିବା ଦ୍ୱାରା ଯାନ...

ଯାଉଥିବା ବେଳେ କୂଅରେ ପଡିଲେ ୩ ହାତୀ

ଦେବଗଡ଼,୨୦ା୧(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ରେଙ୍ଗାଳବେଡ଼ା ଫରେଷ୍ଟ ସେକ୍ସନ ଟିଙ୍କବୀର ବିଟ୍‌ହାଉସ୍‌ ଅନ୍ତର୍ଗତ ବରନାଳି ଗ୍ରାମର ଏକ କୂଅରୁ ମଙ୍ଗଳବାର ୩ଟି...

ବାଲିପାଟଣାରେ ଗଡ଼ିଲା ମୁଣ୍ଡ

ଭୁବନେଶ୍ୱର,୨୧।୧: ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିପାଟଣା ଭାପୁର ନାଥସାହିରେ ବୁଧବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ବଚସାରୁ ଜଣେ ଯୁବକଙ୍କୁ ଗାଁର ଅନ୍ୟ ଜଣେ...

ସୋସିଆଲ ମିଡିଆ ପୋଷ୍ଟ ଉପରେ ଲାଗିଲା କଟକଣା

ବାଲେଶ୍ୱର,୨୧।୧(ବାଞ୍ଛାନିଧି ଦେ): ବାଲେଶ୍ୱରରେ ସୋସିଆଲ ମିଡିଆ ପୋଷ୍ଟ ଉପରେ ଜିଲା ପୋଲିସ ପକ୍ଷରୁ ବୁଧବାର କଟକଣା ଲାଗୁ କରାଯାଇଛିl କୌଣସି ସମ୍ପ୍ରଦାୟ ବିରୋଧରେ ପୋଷ୍ଟ ନ...

ଗାଁରେ କୁକୁର ଆତଙ୍କ: ଗୋଡ଼ାଇ ଗୋଡ଼ାଇ ୭ ଜଣଙ୍କୁ କାମୁଡ଼ିଲା

ପାଟଣା,୨୧ା୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ବେଗନା ଗ୍ରାମରେ ବୁଧବାର ଏକ ପାଗଳ କୁକୁର ଆକ୍ରମଣରେ ୭ ଜଣ ଗୁରୁତର ଆହତ ହୋଇ...

ଏକାବେଳକେ ଆଖିବୁଜିଦେଲେ ଦୁଇ ସାଙ୍ଗ : ଘରକୁ ଫେରିବା ବେଳେ…

ପଡିଆ,୨୧।୧(ଭାସ୍କର ରାଓ): ମାଲକାନଗିରି ଜିଲା ପଡିଆ ସଦର ବ୍ଲକ କମାରଗୁଡା ନିକଟରେ ଦୁର୍ଘଟଣା ଘଟିଛି। ଦୁଇ ସାଙ୍ଗ ଏକ ବାଇକ୍‌ରେ ଯିବା ବେଳେ ଦୁର୍ଘଟଣାରେ ଉଭୟଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri