PSU କର୍ମଚାରୀଙ୍କୁ ଖୁସି କରିଦେଲେ ରାଜ୍ୟ ସରକାର: ବଢ଼ିଲା ମହଙ୍ଗା ଭତ୍ତା , ଜାନୁଆରୀ ପହିଲାରୁ…

ଭୁବନେଶ୍ୱର,୨୬।୯(ସୁନିତ୍‌ ମିଶ୍ର): ପୂଜା ପୂର୍ବରୁ ରାଜ୍ୟର ସରକାରୀ ଉଦ୍ୟୋଗ କର୍ମଚାରୀଙ୍କ ପାଇଁ ସରକାର ଖୁସି ଖବର ଆଣିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ରାଜ୍ୟର ସରକାରୀ ଉଦ୍ୟୋଗ(ଷ୍ଟେଟ୍‌ ପିଏସ୍‌ୟୁ)ର କର୍ମଚାରୀମାନଙ୍କ ପାଇଁ ୨ ପ୍ରତିଶତ ମହଙ୍ଗା ଭତ୍ତା ବୃଦ୍ଧି କରିଛନ୍ତି। ଏହାଦ୍ୱାରା ସରକାରୀ ଉଦ୍ୟୋଗ କର୍ମଚାରୀଙ୍କ ସମୁଦାୟ ମହଙ୍ଗା ଭତ୍ତା ୫୩ରୁ ୫୫ ପ୍ରତିଶତକୁ ବୃଦ୍ଧି ପାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କାର୍ଯ୍ୟକ୍ରମ ପାଇଁ ଝାରସୁଗୁଡ଼ା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ଦିନତମାମ ବ୍ୟସ୍ତବହୁଳ କାର୍ଯ୍ୟକ୍ରମ ପରେ ବିଳମ୍ବିତ ରାତି ପର୍ଯ୍ୟନ୍ତ ସରକାରୀ କାର୍ଯ୍ୟ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମହଙ୍ଗା ଭତ୍ତା ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି। ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ପିଛିଲା ଭାବେ ୨୦୨୫ ଜାନୁଆରୀ ପହିଲାରୁ ଲାଗୁହେବ।


Enter your email to get our daily news in your inbox.

All Right Reserved By Dharitri.Com

କାହିଁକି ହେଉନାହିଁ IPL 2026 କାର୍ଯ୍ୟସୂଚୀ ଘୋଷଣା? ବିଳମ୍ବର କାରଣ କ’ଣ? ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୧: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସଂସ୍କରଣ ପାଇଁ ଆପାତକାଳୀନ ତାରିଖ ଘୋଷଣା ସତ୍ତ୍ୱେ, ବିସିସିଆଇ ଏପର୍ଯ୍ୟନ୍ତ ମ୍ୟାଚ ସୂଚୀ ଘୋଷଣା କରିନାହିଁ। ବୋର୍ଡ କହିଛି...

ରେଳଯାତ୍ରୀଙ୍କ ପାଇଁ ଖୁସିଖବର: ଷ୍ଟେଶନରେ ମିଳୁଛି ଶସ୍ତା ରୁମ୍‌; ଅନଲାଇନ୍‌ରେ ବୁକ୍‌ କରିବାର ପୂରା ପ୍ରକ୍ରିୟା ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୧: ପ୍ରତିଦିନ ସାରା ଭାରତରେ ୨ କୋଟିରୁ ଅଧିକ ଯାତ୍ରୀ ଟ୍ରେନରେ ଯାତ୍ରା କରନ୍ତୁ। ଯାତ୍ରୀମାନଙ୍କର ସୁବିଧା ପାଇଁ ରେଳ ଷ୍ଟେଶନରେ ରୁମ୍‌ ଯୋଗାଇ ଦିଆଯାଏ।...

ଓଡ଼ିଶା ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ଜଣେ ଦୁଷ୍କର୍ମ ପୀଡ଼ିତାଙ୍କୁ ଗର୍ଭପାତ ପାଇଁ ଅନୁମତି

କଟକ,୨୧ା୧: ଜଣେ ଦୁଷ୍କର୍ମ ପୀଡ଼ିତାଙ୍କ ଆବେଦନ ଉପରେ ଶୁଣାଣି କରି ଓଡ଼ିଶା ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଶୁଣାଇଛନ୍ତି । ପୀଡ଼ିତାଙ୍କ ଶାରୀରିକ ଓ ମାନସିକ...

ତେଲେଙ୍ଗାନାରେ ପୁଣି କୁକୁରଙ୍କୁ ହତ୍ୟା, ୫୦୦ ପରେ ଏବେ ୧୦୦ଜଣଙ୍କୁ ବିଷ ଦେଇ ମାରିଦେଲେ

ହାଇଦ୍ରାବାଦ,୨୧ା୧: ପୁଣିଥରେ ତେଲେଙ୍ଗାନାରେ ବହୁ ସଂଖ୍ୟକ ବୁଲା କୁକୁରଙ୍କୁ ହତ୍ୟା କରାଯାଇଛି । ହାଇଦ୍ରାବାଦରୁ ମାତ୍ର ୫୦ କିଲୋମିଟର ଦୂର ରଙ୍ଗାରେଡ୍ଡି ଜିଲ୍ଲାରେ ୧୦୦ କୁକୁରଙ୍କୁ...

ଜୋମାଟୋ ପ୍ୟାରେଣ୍ଟ କମ୍ପାନୀ ‘ଇଟର୍‌ନାଲ୍‌ CEO ପଦ ଛାଡିଲେ ଦୀପିନ୍ଦର ଗୋୟଲ

ନୂଆଦିଲ୍ଲୀ,୨୧।୧: ଜୋମାଟୋର ପ୍ୟାରେଣ୍ଟ କମ୍ପାନୀ ‘ଇଟର୍‌ନାଲ୍‌’ର ନେତୃତ୍ୱରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କମ୍ପାନୀର ପ୍ରତିଷ୍ଠାତା ଦୀପିନ୍ଦର ଗୋୟଲ ସିଇଓ ପଦରୁ ଇସ୍ତଫା ଦେଇଛନ୍ତି। ତାଙ୍କ...

ରାଜପଥ ଉପରେ ଗଦା ହୋଇଛି କୁଢ଼କୁଢ଼ ପ୍ଲାଷ୍ଟିକ୍‌, ଗୋରୁ ଖାଇ ହେଉଛନ୍ତି ଅସୁସ୍ଥ

ଦାରିଙ୍ଗବାଡ଼ି,୨୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପରେ ଅନ୍ୟତମ ବଜାର ହେଉଛି ସିମନବାଡ଼ି। ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ ହେଉଥିବା ୫୯ ନଂ ଜାତୀୟ ରାଜପଥ କଡ଼ରେ...

ଭାବପ୍ରବଣ କରିଦେବ ଖବର! ମାଲିକଙ୍କ ମୃତଦେହ ପାଖରେ ରାତିସାରା ବସି ରହିଲା ପୋଷା କୁକୁର, ଅନ୍ତିମ ସଂସ୍କାର ପାଇଁ ୪ କିଲୋମିଟର…

ନୂଆଦିଲ୍ଲୀ,୨୧ା୧: ମଧ୍ୟପ୍ରଦେଶର ଶିବପୁରୀ ଜିଲ୍ଲାରେ ମଣିଷ ଏବଂ ପଶୁମାନଙ୍କ ମଧ୍ୟରେ ଏକ ଅନନ୍ୟ ସମ୍ପର୍କକୁ ଦର୍ଶାଉଥିବା ଏକ ଭିଡିଓ ଇଣ୍ଟରନେଟରେ ଦ୍ରୁତ ଗତିରେ ଭାଇରାଲ ହେଉଛି...

ଏହି ମୋଗଲ ଶାସକ ପ୍ରତିଦିନ ପିଉଥିଲେ ଗଙ୍ଗାଜଳ, କାରଣ ଜାଣିଲେ…

ଗଙ୍ଗାକୁ ବିଶ୍ୱର ସବୁଠାରୁ ପବିତ୍ର ନଦୀ ବୋଲି ବିବେଚନା କରାଯାଏ। ଭାରତରେ ଗଙ୍ଗାକୁ ମାତା ବୋଲି କୁହାଯାଏ। ଧାର୍ମିକ ବିଶ୍ୱାସ ଅନୁଯାୟୀ, ଗଙ୍ଗାରେ ସ୍ନାନ କରିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri