ଓଡ଼ିଶା ମାଟିରେ ବଡ଼ ପ୍ରତିଶ୍ରୁତି ଦେଲେ ପ୍ରଧାନମନ୍ତ୍ରୀ, ଯୁବପିଢ଼ିଙ୍କ ପାଇଁ…

ଭୁବନେଶ୍ୱର, ୨୭।୯: ଝାରସୁଗୁଡ଼ା ସମାବେଶରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶାବାସୀଙ୍କୁ ସମ୍ବୋଧନ କରିଛନ୍ତି। ଏହା ସହ ନବରାତ୍ର ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଦେଢ଼ ବର୍ଷ ପୂର୍ବେ ବିଧାନସଭା ନିର୍ବାଚନରେ ନୂଆ ସଂକଳ୍ପ ନେଇଛନ୍ତି ମୋଦି। ବିକଶିତ ଓଡ଼ିଶାର ସ୍ବପ୍ନ ନେବାକୁ ଶପଥ ନେଇଛନ୍ତି। ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଛନ୍ତି, ଆଜି ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଚାଲିଛି। ଆଜିଠୁ ସାରା ଦେଶରେ IIT ସମ୍ପ୍ରସାରଣ କାର୍ଯ୍ୟ ଆରମ୍ଭ ହୋଇଛି। ଆଜି ବ୍ରହ୍ମପୁର-ସୁରତ ଅମୃତ ଭାରତ ଏକ୍ପପ୍ରେସ ଶୁଭାରମ୍ଭ ହୋଇଛି। ସୁରତ ସହ ଆପଣଙ୍କ ସମ୍ପର୍କ କେତେ ଜରୁରୀ ତାହା ସମସ୍ତେ ଜାଣନ୍ତି।ପଶ୍ଚିମବଙ୍ଗ ପରେ ଗୁଜରାଟରେ ସର୍ବାଧିକ ଓଡ଼ିଆ ରହନ୍ତି।ଆମ ସରକାର ଏଯାବତ ୪ କୋଟି ଗରିବଙ୍କୁ ପକ୍କା ଘର ଦେଇଛନ୍ତି। ପ୍ରିୟ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପ୍ରଶଂସନୀୟ କାର୍ଯ୍ୟ କରିଛନ୍ତି। ଆଜି ଓଡ଼ିଶାରେ ୫୦ ହଜାର ପକ୍କା ଘର କାର୍ଯ୍ୟାଦେଶ ଦିଆଯାଇଛି। ଓଡ଼ିଶା ଲୋକଙ୍କ ସାମର୍ଥ୍ୟ ସହ ମୁଁ ପୂରା ସହମତ।

ପ୍ରଧାନମନ୍ତ୍ରୀ ଆହୁରି କହିଛନ୍ତି, ବିଗତ ଦଶନ୍ଧିରେ ଗରିବୀ ସହ ଲଢ଼ିଛନ୍ତି, ଏବେ ବିକାଶ ଦେଖିବେ। ଓଡ଼ିଶାରେ ଆଗାମୀ ଦିନରେ ୨ ସେମିକଣ୍ଡକ୍ଟର ୟୁନିଟ ହେବାକୁ ଯାଉଛି। ଏହି ସେମିକଣ୍ଡକ୍ଟରରୁ ବାହରୁଥିବା ଚିପ୍ସ ସବୁ କାର୍ଯ୍ୟରେ ଲାଗିବ। ଏହି ଛୋଟିଆ ଚିପ୍ସ ସବୁ ଦୈନନ୍ଦିନ ସାମଗ୍ରୀରେ ଲାଗିବ। ଚିପ୍ସ ଠାରୁ ଆରମ୍ଭ କରି ସିପ ପର୍ଯ୍ୟନ୍ତ ଭାରତ ସବୁଥିରେ ଆତ୍ମନିର୍ଭର ହେବ। ଆମ ଦେଶ କୌଣସି ଦେଶ ଉପରେ ନିର୍ଭର କରିବ ନାହିଁ। ସ୍ବଦେଶୀ ଜ୍ଞାନକୌଶଳରେ ସିପ ନିର୍ମାଣ ପାଇଁ ୧୭ ହଜାର କୋଟି ମଞ୍ଜୁର ହୋଇଛି। ଏଥିରୁ ସବୁଠୁ ବେଶୀ ଫାଇଦା ଯୁବପିଢ଼ି ପାଇବେ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଓଲଟିଲା ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌

ଥୁଆମୂଳ ରାମପୁର,୮ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ସିଲେଟ ଗ୍ରାମ ପଞ୍ଚାୟତରେ ଏକ୍‌ ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌ ଭାରସାମ୍ୟ ହରାଇ...

ଶୀତୁଆ ରାତିରେ ଶିକ୍ଷକଙ୍କ ଆନ୍ଦୋଳନ: ସରକାର ଦେଲେ ଏମିତି ପ୍ରତିଶ୍ରୁତି

ଭୁବନେଶ୍ୱର, ୮।୧୨(ରବିନାରାୟଣ ଜେନା):ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକମାନଙ୍କ ରଣହୁଙ୍କାରକୁ ରାଜ୍ୟ ସରକାର ଗୁରୁତ୍ୱର ସହ ଗ୍ରହଣ କରିଛନ୍ତି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏବଂ ଉଚ୍ଚଶିକ୍ଷା ବିଭାଗ...

ଏକଚାଟିଆ ବ୍ୟବସାୟ

ଭାରତରେ ଗତ ୫ ଦିନ ହେବ ଯେଉଁଭଳି ଭାବେ ବିମାନ ସେବାରେ ବିଭ୍ରାଟ ଦେଖାଦେଇଛି, ତାହା ଦେଶରେ ଅନ୍ୟତମ ସର୍ବାଧିକ ଆଲୋଚନାର ବିଷୟ ପାଲଟିଯାଇଛି। ଘରୋଇ...

ଓଡ଼ିଶାରେ ବଢୁଛି ଓ୍ବେଷ୍ଟର୍ନ ପର୍ଯ୍ୟଟକଙ୍କ ସଂଖ୍ୟା: ୫ବର୍ଷରେ ୭ଗୁଣ ବୃଦ୍ଧି

ଭୁବନେଶ୍ୱର,୮୧୨(ରବିନାରାୟଣ ଜେନା):ରାଜ୍ୟର ପର୍ଯ୍ୟଟନ ଭିତ୍ତିଭୂମି ପ୍ରତି ଆକୃଷ୍ଟ ହୋଇ ବିଦେଶରୁ ଆସୁଥିବା ପର୍ଯ୍ୟଟକଙ୍କ ମଧ୍ୟରେ ଓ୍ବେଷ୍ଟର୍ନ ୟୁରୋପ ପର୍ଯ୍ୟଟକଙ୍କ ସଂଖ୍ୟା ଦିନକୁ ଦିନ ବଢୁଛି ।...

ଓଟିଇଟି ପ୍ରଶ୍ନପତ୍ର ଲିକ୍‌ ମାମଲାର ତଦନ୍ତ ଅଧିକାରୀଙ୍କ ଭିଆର୍‌ଏସ୍‌ ଆବେଦନ

ଭୁବନେଶ୍ୱର,୮ା୧୨(ତ୍ରିନାଥ ମହାନ୍ତି): ଚଳିତବର୍ଷର ବହୁ ଚର୍ଚ୍ଚିତ ଓଟିଇଟି ପ୍ରଶ୍ନପତ୍ର ଲିକ୍‌ ଓ ଭାଇରାଲ ମାମଲାର ତଦନ୍ତ କରୁଥିବା ତଦନ୍ତକାରୀ ଅଧିକାରୀ ସିଆଇଡି ଡିଏସ୍‌ପି ସରୋଜକାନ୍ତ ମହନ୍ତ...

ମୁଖ୍ୟମନ୍ତ୍ରୀଙ୍କୁ ପ୍ରଶଂସା କଲେ ବିଜେଡି ବିଧାୟକ: କହୁ କହୁ କହିଦେଲେ…

ଭୁବନେଶ୍ୱର,୮ା୧୨(ରବିନାରାୟଣ ଜେନା):ମା’ ତାରିଣୀଙ୍କ ବିକାଶ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କେନ୍ଦୁଝର ଗସ୍ତକୁ ନେଇ ବିଜେଡି ବିଧାୟକ ବଦ୍ରିନାରାୟଣ ପାତ୍ର ଭବିଷ୍ୟବାଣୀ କରିଛନ୍ତି। ସେ...

ଏହି ଦେଶ ଆମେରିକାକୁ ଦେଲା ଝଟକା, ହକ୍ ବଦଳରେ ଭାରତରୁ ଆକାଶ କ୍ଷେପଣାସ୍ତ୍ର କିଣିବ

ନୂଆଦିଲ୍ଲୀ,୭ା୧୨: ଫିଲିପାଇନ୍ସ ଭାରତ ସହିତ ମଧ୍ୟମ ଦୂରଗାମୀ ସର୍ଫେସ ଟୁ ଏୟାର ମିସାଇଲ (SAM) ସିଷ୍ଟମ୍ କିଣିବାକୁ ଆନୁଷ୍ଠାନିକ ଆଲୋଚନା ଆରମ୍ଭ କରିଛି। ଏହି କ୍ଷେପଣାସ୍ତ୍ର...

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri