ବରଗଡ଼ ପାଇଁ ଗୌରବ: OPSCରେ ପ୍ରିୟଙ୍କା ଓ ସୌରଭ ସଫଳତା, ଛୁଟୁଛି…

ବରଗଡ଼,୨୭।୯(ପ୍ରେମାନନ୍ଦ ଖମାରୀ)- ଓଡ଼ିଶା ଲୋକ ସେବା ଆୟୋଗ(ଓପିଏସ୍‌ସି)ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ (ଓସିଏସ୍‌) ପରୀକ୍ଷାରେ ବରଗଡ଼ ସହରର ୨ଜଣ ପ୍ରିୟଙ୍କା ସାହୁ ଏବଂ ସୌରଭ ମିତ୍ତଲ କୃତିତ୍ୱ ଅର୍ଜନ କରି ଜିଲା ପାଇଁ ଗୌରବ ଆଣିଛନ୍ତି । ସ୍ଥାନୀୟ ବାନ୍ଦୁଟିକ୍ରା ବାସିନ୍ଦା ସିମାଞ୍ଚଳ ସାହୁ ଓ ସୁଶୀଳା ସାହୁଙ୍କ କନିଷ୍ଠ ଝିଅ ପ୍ରିୟଙ୍କା ସଫଳ ତାଲିକାର ୨୨୪ତମ ସ୍ଥାନରେ ରହିଛନ୍ତି । ସେହିପରି ବରଗଡ଼ର ଗଣେଶ ନଗର ନିବାସୀ ଶ୍ୟାମ ସୁନ୍ଦର ମିତ୍ତଲ ଓ ସଞ୍ଜୁ ଦେବୀଙ୍କ ପୁଅ ସୌରଭ ୩୫ତମ ସ୍ଥାନରେ ରହି ସଫଳତା ହାସଲ କରିଛନ୍ତି । ଉଭୟଙ୍କ ଏହି ସଫଳତାରେ ବରଗଡ଼ ସହର ସମେତ ସାରାଜିଲାରେ ଖୁସି ପ୍ରକାଶ ପାଇଥିବାବେଳେ ସେମାନଙ୍କୁ ବିଭିନ୍ନ ମହଲରୁ ଅଭିନନ୍ଦନର ସୁଅ ଛୁଟୁଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ଲକ ପ୍ରଶାସନର ପକ୍ଷପାତିତା: ସ୍ବାଧୀନ ବିଧାୟକଙ୍କୁ ଟାଣିଲା ବିଜେଡି  

 ନିଶ୍ଚିନ୍ତକୋଇଲି,୧୫।୧୨(ଅଶୋକ କୁମାର ମହାପାତ୍ର): କଟକ ଜିଲା  ନିଶ୍ଚିନ୍ତକୋଇଲି ବ୍ଲକ ପ୍ରଶାସନର ଅପରିଣାମଦର୍ଶିତା ପାଇଁ ବହୁ ଟଙ୍କା ଫେରିଯାଇଛି। ଉନ୍ନୟନ କାଯ୍ୟକ୍ରମ ଠପ୍‌ ହୋଇଯାଇଛି। ଏହାର ପ୍ରତିବାଦରେ...

ଜିଲାପାଳଙ୍କ ଜନ ଶୁଣାଣିରେ ପହଞ୍ଚିଲେ ଅଲେଖ ବାବା: ଜାଣନ୍ତୁ କାହିଁକି

କେସିଙ୍ଗା,୧୫।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କାର୍ଯ୍ୟାଳୟର ସଭା ଗୃହରେ ବିଡିଓ ଜନ୍ମେଜୟ ସ୍ବାଇଁଙ୍କ ଆହ୍ବାନ କ୍ରମେ ଜିଲାପାଳଙ୍କ ଜନ ଶୁଣାଣି ଓ ସମାଧାନ...

ମାଂସ ଶିକାରୀଙ୍କ ଲୋଲୁପଦୃଷ୍ଟିରେ ଭିତରକନିକା: କଟକଣା ସତ୍ତ୍ୱେ ନିଷିଦ୍ଧାଞ୍ଚଳରୁ…

କେନ୍ଦ୍ରାପଡ଼ା,୧୫ା୧୨ (ଜଗନ୍ନାଥ ଧଳ): ଏବେ ପିକ୍‌ନିକ୍‌ ଋତୁ ଆରମ୍ଭ ହୋଇଛି। ଏଥିସହ ଆଗକୁ ବଡ଼ଦିନ ଓ ନୂଆବର୍ଷ ଥିବାରୁ ଭୋଜି ପାଇଁ ଶିକାରୀଙ୍କ ଲୋଲୁପଦୃଷ୍ଟି ଜାତୀୟ...

ପ୍ରବଳ ଶୀତ: ରାଜ୍ୟର ସବୁଠାରୁ ଥଣ୍ଡା ସହର ଜି ଉଦୟଗିରି

ଜି ଉଦୟଗିରି, ୧୫।୧୨( ଶିଶିର ପଟ୍ଟନାୟକ /ଚିନ୍ମୟ କୁମାର ସେଠୀ): ଜି ଉଦୟଗିରି ସହର ସମେତ ଆଖ ପାଖ ଅଞ୍ଚଳରେ କ୍ରମାଗତ ୧୦ ଦିନ ହେବ...

ସରକାରଙ୍କ ବଡ଼ ଘୋଷଣା, ବଢ଼ିଲା ଆୟୁର୍ବେଦିକ-ହୋମିଓପାଥିକ୍ କଲେଜ ପିଜି ଛାତ୍ରୀଛାତ୍ରଙ୍କ ଷ୍ଟାଇପେଣ୍ଡ୍‌

ଭୁବନେଶ୍ୱର,୧୫ା୧୨: ବଢ଼ିଲା ଆୟୁର୍ବେଦିକ୍ ଓ ହୋମିଓପାଥିକ୍ କଲେଜ ପିଜି ଛାତ୍ରୀଛାତ୍ରଙ୍କ ଷ୍ଟାଇପେଣ୍ଡ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ବିଭିନ୍ନ ସରକାରୀ ଆୟୁର୍ବେଦିକ୍ ଓ ହୋମିଓପାଥିକ୍...

ଶାନ୍ତ ପଡ଼ିଲା ମାଲକାନଗିରିରି: ସ୍ବାଭାବିକ ହେଲା ଇଣ୍ଟରନେଟ ସେବା

ମାଲକାନଗିରି,୧୫।୧୨(ଦୁଯ୍ୟୋଧନ ପାତ୍ର): ଶାନ୍ତ ପଡ଼ିଲା ମାଲକାନଗିରିରି। ସ୍ବାଭାବିକ ହେଲା ଇଣ୍ଟରନେଟ ସେବା। ହିଂସାର ୮ ଦିନ ପରେ ସ୍ବାଭାବିକ ହେଲା ଇଣ୍ଟରନେଟ ସେବା। ଗତ ସୋମବାର...

ତୀର୍ଥଯାତ୍ରାରେ ବାହାରିଲେ ୭୭୫ ଜଣ ବରିଷ୍ଠ ନାଗରିକ: ସବୁଜ ପତାକା ଦେଖାଇଲେ ଉପମୁଖ୍ୟମନ୍ତ୍ରୀ

ରାୟଗଡା,୧୫।୧୨(ଆଶିଷ ରଞ୍ଜନ ପଣ୍ଡା): ରାଜ୍ୟ ପର୍ଯ୍ୟଟନ ବିଭାଗ ଆନୁକୂଲ୍ୟରେ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ଅନ୍ତର୍ଗତ ତୀର୍ଥଯାତ୍ରା ଭ୍ରମଣରେ ଯାଇଛନ୍ତି ୭୭୫ ଜଣ ବରିଷ୍ଠ ନାଗରିକ।...

Gold Silver Price: ୨୦ ବର୍ଷରେ ରେକର୍ଡ ଭାଙ୍ଗିଲା ରୂପା ଦର, ଆଜି ପୁଣି ବଢ଼ିଲା ସୁନା

ନୂଆଦିଲ୍ଲୀ,୧୫।୧୨: ଗତ କିଛି ଦିନ ଧରି ସୁନା ଏବଂ ରୂପା ମୂଲ୍ୟ ବୃଦ୍ଧି ପାଉଛି । ଯଦି ଦେଖାଯାଏ, ତେବେ ରୂପା ଦର ୧୨ହଜାରରୁ ୨...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri