ପ୍ରଶାସନିକ ସେବା ପରୀକ୍ଷାରେ କିସ୍‌ର ୨ଜଣ କୃତକାର୍ଯ୍ୟ

ଭୁବନେଶ୍ୱର,୨୮।୯(ଅନୁରାଧା ମହାରଣା): ଓଡ଼ିଶା ଲୋକସେବା ଆୟୋଗ ଦ୍ୱାରା ପରିଚାଳିତ ପ୍ରଶାସନିକ ସେବା ପରୀକ୍ଷାରେ କିସ୍‌ର ୨ ଛାତ୍ରୀଛାତ୍ର କୃତକାର୍ଯ୍ୟ ହୋଇଛନ୍ତି। ସେମାନେ ହେଲେ ପ୍ରଦୀପ କୁମାର ଭତ୍ରା ଓ ପୁଷ୍ପରାଣୀ କୁଜୁର। ସମ୍ବଲପୁର ଜିଲା ରେଢ଼ାଖୋଲ ଅନ୍ତର୍ଗତ ପଞ୍ଚଖଣ୍ଡ ସାହି ଗ୍ରାମର ପୁଷ୍ପରାଣୀ ଚତୁର୍ଥ ଶ୍ରେଣୀରୁ କିସ୍‌ରେ ପଢ଼ିଆସୁଥିଲେ। ସଲେଷ୍ଟିନ କୁଜୁର ଓ କିର୍ପା କୁଜୁରଙ୍କ ଝିଅ ହେଉଛନ୍ତି ପୁଷ୍ପରାଣୀ। ଓରାମ ସମ୍ପ୍ରଦାୟରୁ ଆସିଥିବା ପୁଷ୍ପରାଣୀ କିସ୍‌ ବିଶ୍ୱବିଦ୍ୟାଳୟରୁ ଅର୍ଥନୀତିରେ ସ୍ନାତକୋତ୍ତର ଡିଗ୍ରୀ ହାସଲ କରିଛନ୍ତି।
ସେହିପରି କୋରାପୁଟ ଜିଲା ବଣିଆଗଁାର ସ୍ବର୍ଗତ ଗିରିଧାରୀ ଭତ୍ରା ଓ ବନବାସୀ ଭତ୍ରାଙ୍କ ପୁଅ ହେଉଛନ୍ତି ପ୍ରଦୀପ। ସେ ଭତ୍ରା ସମ୍ପ୍ରଦାୟର ହୋଇଥିବା ବେଳେ ୬ଷ୍ଠ ଶ୍ରେଣୀରୁ କିସରେ ପାଠ ପଢ଼ିଆସୁଥିଲେ। ଶିକ୍ଷା ସମାପ୍ତ କରିବା ପରେ ଓଡ଼ିଶା ଲୋକସେବା ଆୟୋଗ ଦ୍ୱାରା ପରିଚାଳିତ ପ୍ରଶାସନିକ ସେବା ପାଇଁ ପ୍ରସ୍ତୁତି ଆରମ୍ଭ କରିଥିଲେ। ଅତି ଗରିବ ପରିବାରରୁ ଆସିଥିବା ଏହି ଦୁଇ ମେଧାବୀଙ୍କ ସଫଳତାରେ କିଟ୍‌ ଓ କିସ୍‌ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ କହିଛନ୍ତି, ଗରିବ ପିଲାଙ୍କ ପାଇଁ ଶିକ୍ଷା ଲାଭ ନିମନ୍ତେ ଅର୍ଥ ଯେପରି ବାଧକ ନ ହୁଏ ସେଥିପ୍ରତି କିସ୍‌ ସର୍ବଦା ଯତ୍ନଶୀଳ ରହିଆସିଛି। ଏଠାରେ ମେଧାବୀ ଛାତ୍ରୀଛାତ୍ରଙ୍କ ପାଇଁ ବିଭିନ୍ନ ପ୍ରବେଶିକା ଓ ପ୍ରତିଯୋଗିତାମୂଳକ ପରୀକ୍ଷା ଲାଗି ସ୍ବତନ୍ତ୍ର କୋଚିଂ ପ୍ରଦାନ କରାଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିକୁ ଶକ୍ତ ଝଟ୍‌କା: ଭାଜପାରେ ଯୋଗଦେଲେ ପ୍ରଫୁଲଙ୍କ ଦୁଇ ପୁଅ

ଭୁବନେଶ୍ୱର/ଭଦ୍ରକ,୬।୧୨(ସନାତନ ରାଉତ): ଭଦ୍ରକ ବିଜେଡି କନ୍ଦଳ ନେଇ ରାଜନୀତି ସରଗରମ ଥିବାବେଳେ ଶେଷରେ ବିଜେଡିକୁ ଶକ୍ତ ଝଟ୍‌କା । ଭାଜପାରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ୨...

ଚୁଲି ଜାଳି ନିଆଁ ପୁଇଁ ହେଉଥିଲେ ମହିଳା, ଶାଢ଼ିରେ ଲାଗିଗଲା ନିଆଁ, ଆଉ ତା’ ପରେ…

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): ଚୁଲିନିଆଁରେ ପୋଡ଼ି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା କରଗୋଳା ଗାଁରେ ଘଟିଛି ଏଭଳି ଏକ...

ଘରଦ୍ୱାର ଭାଙ୍ଗିଲେ ହାତୀପଲ, ବାଡ଼ିରେ ପଶି ଖାଇଗଲେ…

ଗଜପତି,୬ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମାବ୍ଲକରେ ହାତୀଙ୍କ ଉପଦ୍ରବ ଲାଗି ରହିଛି। ଗତ ୪ ଦିନ ହେଲା ୪ ଟିକିଆ ହାତୀପଲ ଗୁମ୍ମା ବ୍ଲକର ଗାଁକୁ...

ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗ୍ରାମବାସୀଙ୍କ ସହ ଧାରଣାରେ ବସିଲେ ପୂର୍ବତନ ଏମ୍‌ପି, କହିଲେ ବିନା ପିସିରେ..

ବଲାଙ୍ଗୀର,୬ା୧୨(ସୁନିଲ କୁମାର ମହାନ୍ତି): ଲୋଇସିଂହା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପିପିଲି – ଜାମୁଟିଆ ରାସ୍ତାକାମ ନିମ୍ନମାନର ତିଆରି ହେଉଥିବା ଅଭିଯୋଗ ନେଇ ପିପିଲି ଗ୍ରାମବାସୀଙ୍କ ସହ...

ପାର୍‌ ହେଉହେଉ ଭାଙ୍ଗିପଡ଼ିଲା ପୋଲ

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ତରତରା କଣ୍ଟିପାଳ ମୁଖ୍ୟ ରାସ୍ତାର କୁକୁରିଆନାଳ ହୋଇଥିବା ପୋଲଟି ଭାଙ୍ଗିଯାଇଛି। ସୂଚନାରୁ ଜଣାପଡ଼ିଛି, ଏହି ପୋଲ...

ଜି.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା: ଶୀତର ମଜା ଉଠାଉଛନ୍ତି ପର୍ଯ୍ୟଟକ

ଜି.ଉଦୟଗିରି,୬।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ ): ଜି.ଉଦୟଗିରି ଅଞ୍ଚଳରେ ଫେରିଛି ହାଡ଼ଭଙ୍ଗା ଶୀତ । ସରକାରୀ ସୂଚନା ଅନୁସାରେ କନ୍ଧମାଳ ଜିଲାରେ ସର୍ବନିମ୍ନ ତାପମାତ୍ରା ସହ...

ଭଙ୍ଗା ଝାଟିମାଟି ଘରେ ରାଘବଙ୍କ ପରିବାର : ସହାୟତା ପାଇଁ… 

କେସିଙ୍ଗା,୬।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କସୃପଡା ଗ୍ରାମର ରାଘବ କରୁଆ (୬୦)ଙ୍କ ପରିବାର  ଝାଟିମାଟି ଘରେ ଅସହାୟ ଅବସ୍ଥାରେ ଜୀବନଯାପନ କରି...

Featured Video Play Icon

ଝିଅ ବାହାଘର ପାଇଁ ଟଙ୍କା ଦେବେ ସରକାର, ଭୋଜି ପାଇଁ ମିଳିବ…

ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା ସରକାର।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri