ଅଭିଷେକଙ୍କୁ ‘ସାର୍‌’ ବୋଲି ଡାକିଲେ ଯୁବରାଜ, ଥରେ କହିଥିଲେ ଚପଲରେ ମାରିବା ବିଷୟରେ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୨।୪: ଅଭିଷେକ ଶର୍ମା ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ୧୩୫ ରନର ଏକ ଚମତ୍କାର ଇନିଂସ ଖେଳିଥିଲେ, ଯାହା ପରେ ତାଙ୍କ ପରାମର୍ଶଦାତା ଏବଂ ଗୁରୁ ଯୁବରାଜ ସିଂହ ତାଙ୍କୁ “ସାର୍‌” ବୋଲି ଡାକି ପ୍ରଶଂସା…

ଭାରତ କେବେ ବି ମୁଣ୍ଡ ନୁଆଁଇବ ନାହିଁ…ପାକିସ୍ତାନକୁ ଅଲ୍ଟିମେଟମ ଦେଲେ ମୋଦି

ନୂଆଦିଲ୍ଲୀ,୨୨।୪: ପହଲଗାମ ଆତଙ୍କବାଦୀ ଆକ୍ରମଣର ପ୍ରଥମ ବାର୍ଷିକୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୀଡିତମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ସେ କହିଛନ୍ତି, ସେମାନଙ୍କୁ କେବେ ଭୁଲି ହେବ ନାହିଁ। ଭାରତ କେବେ ବି କୌଣସି ପ୍ରକାରର…

ମୋ ପ୍ରେମିକାଙ୍କୁ ଡାକ, ନଚେତ୍‌ ମୁଁ… ପ୍ରେମ ପାଇଁ ଗଛ ଉପରେ ନାବାଳକ

ଅନୁଗୋଳ,୨୩ା୪ (ଜ୍ୟୋତିରଞ୍ଜନ ସାହୁ):ନାବାଳିକା ପ୍ରେମିକାଙ୍କୁ ଦେଖାକରିବାକୁ ନ ଦେଲେ ଆତ୍ମହତ୍ୟା କରିଦେବି। ବେକରେ ଗାମୁଛା ବାନ୍ଧି ଝୁଲିପଡ଼ିବି। ଏକ ଗଛର ୧୦୦ ଫୁଟ୍‌ ଉପରୁ ଜଣେ ନାବାଳକ ପ୍ରେମିକଙ୍କ ଏପରି ଘନ ଘନ ଚେତାବନୀ…

୬୫ ବର୍ଷରୁ ଅତିରିକ୍ତ ପେନସନ ଲାଗୁ ନେଇ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ଦାବିପତ୍ର

ଟିକିରି,୨୨।୪ (ପ୍ରଫୁଲ୍ଲ କୁମାର ବେହେରା): ରାୟଗଡା ଜିଲା କାଶୀପୁର ବ୍ଲକ୍‌ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ସୋମବାର କାଶୀପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କ ଜରିଆରେ ପ୍ରଧାନମନ୍ତ୍ରୀ ଏବଂ ଓଡିଶାର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ୮ଦଫା…

ଭୋଜି ଖାଇବାକୁ ଯାଇଥିଲେ ୨ ଭାଇ ୩ ବର୍ଷର ନାତୁଣୀଙ୍କୁ ନେଇ ଫେରିବା ବେଳେ ଦୁର୍ଘଟଣା: ବଡ଼ଭାଇ ମୃତ, ସାନ …

ଗୁଡ଼ାରି, ୨୨।୪ (ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଚନ୍ଦ୍ରପୁର ବ୍ଲକ୍‌ର ବକାଗୁଡ଼ା ନିକଟସ୍ଥ ଘାଟିରେ ଭାରସାମ୍ୟ ହରାଇ ଏକ ମୋଟର ସାଇକେଲ ମଙ୍ଗଳବାର ଅପରାହ୍ନରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ବଡଭାଇଙ୍କ ଘଟଣାସ୍ଥଳରେ…

ଦିବ୍ୟାଙ୍ଗ ନାବାଳିକାଙ୍କୁ କିଏ କଲେ ଗର୍ଭବତୀ: ଅଞ୍ଚଳର ୭ ସଦସ୍ୟଙ୍କ ଗଲା ନମୁନା, ରିପୋର୍ଟରୁ ଜଣାପଡ଼ିଲା ଏହି ବ୍ୟକ୍ତି କରିଥିଲେ…

କୁଚିଣ୍ଡା,୨୨।୪(ବିରଞ୍ଚତ୍ ଦର୍କା):ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା ଅଞ୍ଚଳର ଜଣେ ଦିବ୍ୟାଙ୍ଗ ନାବାଳିକା ବଳାତ୍କାର ଘଟଣାରେ ଅଭିଯୁକ୍ତ ବଡବାପାଙ୍କୁ ପୋଲିସ ଗିରଫ କରି  ସମ୍ବଲପୁର ପୋକ୍‌ସୋ କୋର୍ଟକୁ ଚାଲାଣ କରିଛି। ଗୋବିନ୍ଦପୁର ଥାନା ପୋଲିସ ମଙ୍ଗଳବାର…

ଅଭିବୃଦ୍ଧି ଅଙ୍କ

ଆମେରିକୀୟ ଡଲାର ତୁଳନାରେ ଭାରତୀୟ ମୁଦ୍ରା ୨୧ ଏପ୍ରିଲରେ ୩୨ ପଇସା କମି ୯୩.୪୮ ଟଙ୍କାକୁ ଛୁଇଁଛି। ପଶ୍ଚିମ ଏସିଆ ସଙ୍କଟଜନିତ ଆର୍ଥିକ ଅନିଶ୍ଚିତତା ଲାଗି ରହୁଥିବାରୁ ଭାରତୀୟ ପୁଞ୍ଜିବଜାର ଅସ୍ବାଭାବିକ ସ୍ଥିତିରେ ରହିଛି। ଅସ୍ଥିର ବଜାରକୁ ଦେଖି କେବଳ ବିଦେଶୀ…

ଯୁଦ୍ଧବିରତି ବୃଦ୍ଧି ଘୋଷଣା କଲେ ଟ୍ରମ୍ପ, ମୁନିର-ଶେହବାଜଙ୍କ ଅନୁରୋଧ ପରେ ନେଲେ ଏହି ନିଷ୍ପତ୍ତି

ଓ୍ବାଶିଂଟନ୍‌,୨୨।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ ଯୁଦ୍ଧବିରତି ବୃଦ୍ଧି ଘୋଷଣା କରିଛନ୍ତି। ବର୍ତ୍ତମାନର ଯୁଦ୍ଧବିରତି ଶେଷ ହେବାର କିଛି ଘଣ୍ଟା ପୂର୍ବରୁ ପାକିସ୍ତାନର ଅନୁରୋଧରେ ଟ୍ରମ୍ପ ଏହି ପଦକ୍ଷେପ ନେଇଥିବା ଜଣାପଡିଛି। ସେ କହିଛନ୍ତି ଯେ ଇରାନ ପ୍ରସ୍ତାବ…

ଆଜି ରାଜ୍ୟ କ୍ୟାବିନେଟ୍‌: ୯ରୁ ଅଧିକ ପ୍ରସ୍ତାବ ଉପରେ ଲାଗିପାରେ ମୋହର

ଭୁବନେଶ୍ୱର,୨୨ା୪(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ବୁଧବାର ରାଜ୍ୟ ମନ୍ତ୍ରିମଣ୍ଡଳର ୩୯ତମ ବୈଠକ ତଥା ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବାଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅପରାହ୍ନ ୫ଟାରେ ଉକ୍ତ ବୈଠକ ଅନୁଷ୍ଠିତ ହେବ। ଏହି…

ଇରାନ ସହିତ ଯୁଦ୍ଧବିରତି ବୃଦ୍ଧି କରିବାକୁ ମନା କଲେ ଟ୍ରମ୍ପ, ବଡ଼ ପଦକ୍ଷେପ ନେଉଛି ପାକିସ୍ତାନ

ଓ୍ବାଶିଂଟନ,୨୧।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ ଚାଲିଥିବା ଯୁଦ୍ଧବିରତିକୁ ବୃଦ୍ଧି କରିବାକୁ ମନା କରିଦେଇଛନ୍ତି, ଯାହା ଆଞ୍ଚଳିକ ଉତ୍ତେଜନାକୁ ଆହୁରି ବୃଦ୍ଧି କରିଛି । ଏହି ସମୟରେ, ପାକିସ୍ତାନ କୂଟନୈତିକ ମୋର୍ଚ୍ଚାରେ ସକ୍ରିୟ ଥିବା ଜଣାପଡ଼ିଛି। ସୋମବାର ଦିନ…

‘ପୁରୁଷଙ୍କ କୋଠରୀରୁ ଆରମ୍ଭ ହୁଏ ମହିଳାଙ୍କ ରାଜନୀତି’ ପପୁ ଯାଦବଙ୍କ ବୟାନକୁ ନେଇ ହଙ୍ଗାମା

ପାଟନା,୨୧।୪: ଏମପି ପପୁ ଯାଦବ ଏକ ବିବାଦୀୟ ବୟାନ ଦେଇଛନ୍ତି, ଯାହାକୁ ନେଇ ହଇଚଇ ସୃଷ୍ଟି କରିଛି। ମହିଳା କମିଶନ ଏହି ମନ୍ତବ୍ୟ ଉପରେ ଆକ୍ସନ ମୋଡକୁ ଆସିଛନ୍ତି । ପପୁ ଯାଦବ କହିଛନ୍ତି ଯେ ଅଧିକାଂଶ ମହିଳା ପୁରୁଷ ନେତାଙ୍କ…

ସାଇଲେଣ୍ଟ ଗେମ୍ କରିଦେଲା ଚାଇନା, ଘରୁ ବାହାରି ପାରୁନାହାନ୍ତି ତାଇଓ୍ବାନ ରାଷ୍ଟ୍ରପତି

ବେଜିଂ,୨୧।୪: ଚାଇନା ତାଇୱାନର ରାଷ୍ଟ୍ରପତି ୱିଲିୟମ୍ ଲାଇ ଚିଙ୍ଗ-ତେଙ୍କ ବିରୁଦ୍ଧରେ ଏକ ସାଇଲେଣ୍ଟ ଗେମ୍ ଖେଳିଛି। ଫଳସ୍ୱରୂପ, ରାଷ୍ଟ୍ରପତି ଲାଇ ତାଙ୍କ ଘର ଅର୍ଥାତ୍ ଦେଶ ବାହାରକୁ ଯାଇ ପାରିବେ ନାହିଁ। ତାଇୱାନ ସରକାରଙ୍କ ଜଣେ ମୁଖପାତ୍ର କହିଛନ୍ତି ଯେ, ଚାଇନା…

ରାଉ‌ରକେଲାରେ ପ୍ରୋଟୋକଲ ଭାଙ୍ଗିଲେ ରାଷ୍ଟ୍ରପତି, ଖରାକୁ ଖାତିର ନକରି…

ରାଉରକେଲା,୨୧।୪(ସଂଗୀତା ଜେନା) ଓଡ଼ିଶା ଗସ୍ତରେ ଆସିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଝାରସୁଗୁଡ଼ା ବିମାନ ବନ୍ଦରରେ ପହଞ୍ଚିବା ପରେ ରାଉରକେଲା ଅଭିମୁଖେ ଯାତ୍ରା କରିଥିଲେ । ରାଉରକେଲା ଜନଜାତି ସଂଗ୍ରହାଳୟ ଉଦ୍‌ଘାଟନୀ କାର୍ଯ୍ୟକ୍ରମସ୍ଥଳକୁ ଯିବାବେଳେ ହନୁମାନ ବଟିକା ଛକରେ ପ୍ରୋଟୋକଲ ଭାଙ୍ଗିଛନ୍ତି…

ମୋଦିଙ୍କୁ ‘ଆତଙ୍କବାଦୀ’ କହିଲେ ଖାର୍ଗେ: ବଢିଲା ବିବାଦ

ନୂଆଦିଲ୍ଲୀ,୨୧।୪: କଂଗ୍ରେସ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଆତଙ୍କବାଦୀ ବୋଲି ଆଖ୍ୟା ଦେଇଛନ୍ତି। ଏହାକୁ ନେଇ ରାଜନୈତିକ ମହଲରେ ଏକ ବିବାଦ ସୃଷ୍ଟି କରିଛି। ଭାରତୀୟ ଜନତା ପାର୍ଟି (ଭାଜପା) ଖାର୍ଗେଙ୍କ ଏହି ବୟାନକୁ…

‘ଯୁଦ୍ଧବିରତି ଉଲ୍ଲଂଘନ କଲେ ଉପଯୁକ୍ତ ଜବାବ ଦେବୁ..’, ଆମେରିକାକୁ ଇରାନର ଚେତାବନୀ

ତେହରାନ,୨୧।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଇରାନ ଏବଂ ଆମେରିକା ମଧ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ଶାନ୍ତି ଆଲୋଚନା ପୁଣିଥରେ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି। ଉଭୟ ପକ୍ଷ ଦ୍ୱାରା ଗ୍ରହଣ କରାଯାଇଥିବା କଠୋର ମନୋଭାବ ସୂଚାଇ ଦେଉଛି ଯେ ଏହି ଅସ୍ତ୍ରବିରତି ଅଧିକ ଦିନ…

ବାଣ ଫୁଟୁଛି

ବାଣ କଥା ଉଠିଲେ ତାମିଲନାଡୁର ବିରୁଧନଗର ଜିଲାର ଶିବକାଶୀ ସହରାଞ୍ଚଳ ମନେପଡ଼େ। ସାଧାରଣରେ ଭାରତର ୯୦ ପ୍ରତିଶତ ବାଣ ଶିବକାଶୀରେ ତିଆରି ହୋଇଥାଏ। ଅତ୍ୟଧିକ କାରଖାନା ଥିବାରୁ ବିପଦ ମଧ୍ୟ ସବୁବେଳେ ଯୋଡ଼ିହୋଇ ରହୁଛି। ୧୯ ଏପ୍ରିଲରେ ବିରୁଧନଗର ଜିଲାର କଟ୍ଟନାରପଟ୍ଟି…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୨୧ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୯ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୮ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୭ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୬ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୫ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୪ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୨ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୧ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୦ ଏପ୍ରିଲ, ୨୦୨୬ )

View

ରାଜ୍ୟ

ମେଟ୍ରୋ

ଅନ୍ତର୍ଜାତୀୟ

ଫୁରସତ

ବାଣିଜ୍ୟ

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri