ଦିଗପହଣ୍ଡି ଗସ୍ତରେ ଆସିଥିଲେ ପରିବହନ ମନ୍ତ୍ରୀ : ଦୂର୍ଗା ମଣ୍ଡପରେ ପହଞ୍ଚି…

ଦିଗପହଣ୍ଡି,୩୦।୯(ଅଶେଷ ନାଥ ମିଶ୍ର): ରାଜ୍ୟ ଖଣି , ଇସ୍ପାତ,ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ମଙ୍ଗଳବାର ଦିଗପହଣ୍ଡି ଗସ୍ତରେ ଆସିଥିଲେ। ବମକୋଇ ଗ୍ରାମରେ ଯୁବକ ସଂଘ ପକ୍ଷରୁ ଆୟୋଜିତ ଦୂର୍ଗାପୂଜା ମଣ୍ଡପରେ ପହଞ୍ଚି ମା’ ଜଗତ ଜନନୀ ଦୂର୍ଗାଙ୍କ ପୂଜାର୍ଚ୍ଚନା କରି ଗ୍ରାମବାସୀଙ୍କ ମଙ୍ଗଳ କାମନା କରିଥିଲେ । ପରେ ସେ କଇଠଖଣ୍ଡି ପଞ୍ଚାୟତ ଦାମୋଦରପୁର ଗ୍ରାମ ନିକଟସ୍ଥ ହନୁମାନ ମନ୍ଦିରରେ ପହଞ୍ଚି ପୂଜାର୍ଚ୍ଚନା କରିବା ସହ ମନ୍ଦିରର ଉନ୍ନୟନ ନିମନ୍ତେ ମନ୍ଦିର ପରିଚାଳନା କମିଟି ଏବଂ ଉପସ୍ଥିତ ଗ୍ରାମବାସୀଙ୍କ ସହ ଆଲୋଚନା କରିଥିଲେ । ମନ୍ତ୍ରୀଙ୍କ ଏହି ଗସ୍ତ ସମୟରେ ଭାଜପା ଯୁବମୋର୍ଚ୍ଚା ଗଞ୍ଜାମ ଜିଲା ଉପସଭାପତି ବାପି ପ୍ରଧାନ ଙ୍କ ସମେତ କର୍ମକର୍ତ୍ତା ବବୁଲ ପ୍ରଧାନ, କୃଷ୍ଣଚନ୍ଦ୍ର ପ୍ରଧାନ, ଦୁର୍ଯୋଧନ ପାତ୍ର, ସୁଶାନ୍ତ ପ୍ରଧାନ, ଜୟରାମ ପାତ୍ର ଏବଂ ଦଳୀୟ କର୍ମୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ବିଧାୟକଙ୍କ ଦ୍ୱାରା ବିଭିନ୍ନ ପ୍ରକଳ୍ପ ଉଦଘାଟନ ଓ ଶିଳାନ୍ୟାସ

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତରେ ବୁଧବାର ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବିଭିନ୍ନ ନବନିର୍ମିତ ପ୍ରକଳ୍ପର ଉଦଘାଟନ କରିବା...

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri