PoKରେ ସେନା-ଜନତା ମୁହାଁମୁହିଁ : ୧୨ ମୃତ

ନୂଆଦିଲ୍ଲୀ,୩।୧୦: ପାକିସ୍ତାନ ଅଧିକୃତ କଶ୍ମୀର(PoK)ରେ ସେନା-ଜନତା ମୁହାଁମୁହିଁ ହୋଇଛନ୍ତି। ପାକିସ୍ତାନ ସେନାର ଗୁଳିମାଡ଼ରେ ୧୨ଜଣଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି।

ବିକ୍ଷୋଭ ପ୍ରଦର୍ଶନ ବେଳେ ସ୍ଥିତି ଅଣାୟତ୍ତ ହେବାରୁ ପାକ୍‌ ସେନା ପକ୍ଷରୁ ଫାୟାରିଂ କରାଯାଇଥିଲା। ଗୁଳିକାଣ୍ଡରେ ବର୍ତ୍ତମାନ ସୁଦ୍ଧା ୧୨ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨୦୦ରୁ ଊର୍ଦ୍ଧ୍ୱ ଆହତ ହୋଇଥିବା ଜଣାପଡିଛି। ଏନେଇ ମୃତ୍ୟୁ ସଂଖ୍ୟା ବଢିବା ଆଶଙ୍କା ଦେଖା ଦେଇଛି।

ମୁଜାଫରାବାଦ, ରାୱଲକୋଟ, ନୀଲମ ଅଞ୍ଚଳରେ ଏହି ହିଂସାକାଣ୍ଡ ଘଟିଛି। ବିଭିନ୍ନ ଦାବି ପୂରଣ ନେଇ ସାଧାରଣ ଜନତା ରାଜରାସ୍ତାକୁ ଓହ୍ଲାଇଛନ୍ତି। ହେଲେ ପାକିସ୍ତାନ ସେନାର ବର୍ବରତାକୁ ଭାରତ କଡ଼ା ନିନ୍ଦା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଜରାଟରେ ‘ରୋଲିଂ ପେପର’ ଉପରେ କଟକଣା: ନିଶା ସେବନ ରୋକିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୬।୧୨: ଯୁବପିଢ଼ିଙ୍କ ମଧ୍ୟରେ ବଢୁଥିବା ନିଶା ସେବନକୁ ରୋକିବା ଉଦ୍ଦେଶ୍ୟରେ ଗୁଜରାଟ ସରକାର ମଙ୍ଗଳବାର ରାଜ୍ୟରେ ‘ରୋଲିଂ ପେପର’, ‘ସ୍ମୋକିଂ କୋନ୍’, ପ୍ୟାକେଜ୍ଡ ରୋଲିଂ କିଟ୍...

୧ ଲକ୍ଷ ଟଙ୍କାର ଋଣ ୭୪ ଲକ୍ଷରେ ପହଞ୍ଚିଲା: ପରିଶୋଧ କରିବାକୁ କିଡନୀ ବିକ୍ରି କଲେ ଚାଷୀ

ଭୁବନେଶ୍ୱର,୧୬।୧୨: ମହାରାଷ୍ଟ୍ରର ଚନ୍ଦ୍ରପୁର ଜିଲାର ଜଣେ ଚାଷୀଙ୍କୁ ବେଆଇନ ମହାଜନମାନଙ୍କଠାରୁ ନେଇଥିବା ୧ ଲକ୍ଷ ଟଙ୍କାର ଋଣ ଶେଷରେ ଦିନକୁ ୧୦,୦୦୦ ଟଙ୍କା ସୁଧ ସହିତ...

”ପ୍ରଦୂଷଣ ହ୍ରାସ ଅସମ୍ଭବ”, ସାଧାରଣ ଲୋକଙ୍କୁ କ୍ଷମା ମାଗିଲେ ଦିଲ୍ଲୀ ସରକାର

ନୂଆଦିଲ୍ଲୀ,୧୬।୧୨: ଜାତୀୟ ରାଜଧାନୀ ଦିଲ୍ଲୀର ବିଗିଡ଼ି ଯାଉଥିବା ବାୟୁ ଗୁଣବତ୍ତାକୁ ନେଇ ପରିବେଶ ମନ୍ତ୍ରୀ ମଞ୍ଜିନ୍ଦର ସିଂ ସିରସା ମଙ୍ଗଳବାର ଏକ ଖବରଦାତା ସମ୍ମିଳନୀରେ କ୍ଷମା...

ମେସି ଇଭେଣ୍ଟ୍ ବିବାଦ: ପଶ୍ଚିମବଙ୍ଗ କ୍ରୀଡ଼ା ମନ୍ତ୍ରୀଙ୍କ ଇସ୍ତଫା, ଡିସିପି ନିଲମ୍ବିତ

କୋଲକାତା,୧୬।୧୨: ଆର୍ଜେଣ୍ଟିନାର ଫୁଟବଲ୍ ତାରକା ଲିଓନେଲ୍ ମେସିଙ୍କ କାର୍ଯ୍ୟକ୍ରମ ସମୟରେ କୋଲକାତାର ସଲ୍ଟ ଲେକ୍ ଷ୍ଟାଡିୟମ୍‌ରେ ସୃଷ୍ଟି ହୋଇଥିବା ଅରାଜକତା ଓ ଭଙ୍ଗାରୁଜା ଘଟଣାକୁ ନେଇ...

ଗୋଆ ଅଗ୍ନିକାଣ୍ଡ ଘଟଣା: ଭାରତ ଆସିଲେ ଲୁଥ୍ରା ବ୍ରଦର୍ସ

ନୂଆଦିଲ୍ଲୀ,୧୬।୧୨: ଗୋଆ ଅଗ୍ନିକାଣ୍ଡ ଘଟଣା ପରେ ପଲାତକ ଲୁଥ୍ରା ବ୍ରଦର୍ସ ସୌରଭ ଏବଂ ଗୌରବଙ୍କୁ ମଙ୍ଗଳବାର ଭାରତ ଫେରାଇ ଅଣାଯାଇଛି। ଦିଲ୍ଲୀରେ ଲୁଥ୍ରା ବ୍ରଦର୍ସଙ୍କ ବିମାନ...

ପୁଣି ପ୍ରେମାନନ୍ଦ ମହାରାଜଙ୍କ ଶରଣରେ ବିରାଟ-ଅନୁଷ୍କା, କଣ କହିଲେ ଦେଖନ୍ତୁ Video

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କିମ୍ବଦନ୍ତୀ ବିରାଟ କୋହଲି ଏବଂ ଅନୁଷ୍କା ଶର୍ମା ପୁଣି ଥରେ ପ୍ରେମାନନ୍ଦ ଜୀ ମହାରାଜଙ୍କୁ ଭେଟିଛନ୍ତି । ବୃନ୍ଦାବନର ପ୍ରସିଦ୍ଧ ପ୍ରେମାନନ୍ଦ ଜୀ...

ଅଷ୍ଟ୍ରେଲିଆ ଆତଙ୍କବାଦୀ ଆକ୍ରମଣ ସହ ଭାରତୀୟ ପାସପୋର୍ଟ ମଧ୍ୟରେ କ’ଣ ରହିଛି ସମ୍ପର୍କ? ନୂଆ ତଥ୍ୟକୁ ନେଇ ହଇଚଇ

ସିଡନୀ,୧୬।୧୨: ଅଷ୍ଟ୍ରେଲିଆରେ ଯିହୁଦୀ ସମ୍ପ୍ରଦାୟକୁ ଟାର୍ଗେଟ କରି ହୋଇଥିବା ବଣ୍ଡି ଆତଙ୍କବାଦୀ ଆକ୍ରମଣର ତଦନ୍ତ ସମୟରେ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। ଫିଲିପାଇନ୍ସ ସରକାର...

ଭୋଟର ଲିଷ୍ଟରୁ କଟିଲା ୫୮ଲକ୍ଷରୁ ଅଧିକଙ୍କ ନାମ ନିର୍ବାଚନ କମିଶନ ଜାରି କଲେ SIRର ଡ୍ରାପ୍ଟ ଲିଷ୍ଟ

କୋଲକାତା,୧୬।୧୨: ପଶ୍ଚିମବଙ୍ଗରେ ଆସନ୍ତା ବର୍ଷ ହେବାକୁ ଥିବା ବିଧାନସଭା ନିର୍ବାଚନ ପୂର୍ବରୁ, ନିର୍ବାଚନ କମିଶନ ମଙ୍ଗଳବାର ସକାଳେ ତାଙ୍କ ୱେବସାଇଟରେ ୨୦୨୬ ଡ୍ରାଫ୍ଟ ଭୋଟର ତାଲିକାରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri