କେସିଙ୍ଗାରେ ନୂଆଖାଇ: ଜଗନ୍ନାଥଙ୍କୁ ଲାଗି ହେଲା ନବାନ୍ନ, ଗ୍ରାମଦେବତାଙ୍କୁ ଦିଆଗଲା ବଳି

କେସିଙ୍ଗା,୩।୯(ଡି.ଏନ୍‌.ଏ.): ନୂଆଖାଇକୁ ନେଇ ସମଗ୍ର ପଶ୍ଚିମ ଓଡ଼ିଶା ଚଳଚଞ୍ଚଳ। ଇଷ୍ଟଦେବୀ ମା’ ସମଲେଇଙ୍କ ନିକଟରେ ମଙ୍ଗଳବାର ସକାଳ ୧୦ଟାରୁ ପୂଜା ଆରମ୍ଭ ହୋଇ ନବାନ୍ନ ଲାଗି ହୋଇଛି। ଏହି କ୍ରମରେ କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ଥିବା ବାଲସି ଗ୍ରାମର ଗ୍ରାମଦେବତା କନ୍ଦାଡ଼ୁଙ୍ଗରଙ୍କ ନିକଟରେ ଛେଳି, କୁକୁଡ଼ା ଆଦିଙ୍କୁ ବଳି ଦିଆଯାଇଛି। ଗ୍ରାମର ଜାନୀ ଘରେ ଥିବା ଧରଣୀ ମନ୍ଦିରରେ ନୀତି ନିୟମ ଅନୁଯାୟୀ ପୂଜାର୍ଚ୍ଚନା ସମ୍ପୂର୍ଣ୍ଣ ହୋଇଛି। ସେହିଭଳି ଗ୍ରାମର ଶ୍ରୀଜଗନ୍ନାଥ ମନ୍ଦିରରେ ନୀତିକାନ୍ତି ପରେ ଗ୍ରାମର ଜାନୀ ଘରେ ପ୍ରଥମେ ନୂଆ ଖାଇଥିଲେ। ଏହାପରେ ବାଲସି ଗ୍ରାମ ସହ କେସିଙ୍ଗା ବ୍ଲକର ୨୬ଟି ଗ୍ରାମପଞ୍ଚାୟତରେ ନୂଆଖାଇ ଶେଷ ହୋଇଛି।

ପରମ୍ପରାନୁଯାୟୀ, ପ୍ରତ୍ୟେକଲୋକେ ନୂଆ ଧାନର ଚୂଡ଼ା ଖାଇବା ପରେ ନୂତନ ବସ୍ତ୍ର, ଅଳଙ୍କାର ଆଦି ପିନ୍ଧିଥାନ୍ତି। ଏହା ତିନି ଦିନ ଧରି ପାଳନ ହୋଇଥାଏ। ପ୍ରତ୍ୟେକ ଘରେ ପିଠା,ଖିରି, ମାଛ, ମାଂସ ଆଦିର ଆସର ଜମେ। ନାଚଗୀତର ତାଳେତାଳେ ଅଞ୍ଚଳବାସୀ ଦିନଟିକୁ କାଟିଥାନ୍ତି। ଅପରାହ୍ନରେ ନୂଆ ଖାଇ ସରିବା ପରେ ଗ୍ରାମର ବୟୋଜ୍ୟେଷ୍ଠ ବ୍ୟକ୍ତିଙ୍କଠାରୁ ଆଶିର୍ବାଦ ନେଇଥାନ୍ତି। ସଂନ୍ଧ୍ୟାରେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ବେଆଇନ ବେଟିଂ ଆପ ମାମଲାରେ ଇଡିର ବଡ଼ ଆକ୍ସନ: ପୂର୍ବତନ କ୍ରିକେଟର, ବଲିଉଡ ସେଲିବିଟ୍ରିଙ୍କ ସମ୍ପତ୍ତି ଜବତ, ଜାଣନ୍ତୁ କାହାଠୁ କେତେ…

ନୂଆଦିଲ୍ଲୀ,୧୯।୧୨: ବେଆଇନ ବେଟିଂ ଆପ ମାମଲାରେ ଇଡି ବଡ଼ ଆକ୍ସନ ନେଇଛି। ପୂର୍ବତନ କ୍ରିକେଟର ଓ ବଲିଉଡ ସେଲିବେଟ୍ରିଙ୍କ ସଂପତ୍ତି ଜବତ କରାଯାଇଛି। ଯୁବରାଜ ସିଂଙ୍କ...

ଭୋଜି ସାରି ଫେରୁଥିଲେ, ମୁହାଁମୁହିଁ ହେଲା ୨ ବାଇକ୍‌, ଆଉ ତା’ ପରେ…

ଭଞ୍ଜନଗର,୧୯ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜଳଭଣ୍ଡାର ସେତୁ ନିକଟରେ ଶୁକ୍ରବାର ଅପରାହ୍ନରେ ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ବାସୁ ଦାସ...

ଡିସେମ୍ୱର ୩୧ ସୁଦ୍ଧା ସାରି ନିଅନ୍ତୁ ଏସବୁ କାମ, ନ ହେଲେ ସହିବେ ବଡ଼ କ୍ଷତି!

ନୂଆଦିଲ୍ଲୀ,୧୯।୧୨: ୨୦୨୫ ମସିହାର ଶେଷ ମାସ ଡିସେମ୍ୱର ମାସ ଏବେ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଆଜି ଡିସେମ୍ୱର ୧୯ ତାରିଖ, ଅର୍ଥାତ ବର୍ଷ ଶେଷ ହେବାକୁ...

୬ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର, ଦେଖିବାକୁ ଲୋକଙ୍କ ଭିଡ଼

ଧର୍ମଶାଳା,୧୯।୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଗଡମଧୁପୁର ନିକଟରୁ ଏକ ୬ଫୁଟ ଲମ୍ବର ଅଜଗର ଶୁକ୍ରବାର ଦିନ ଉଦ୍ଧାର କରାଯାଇଛି। ଗ୍ରାମରେ ଥିବା ଏକ...

ପୁରୁଷୋତ୍ତମପୁର ସବ୍‌-ରେଜିଷ୍ଟ୍ରାର ଅଫିସରେ ଜମି ଦୁର୍ନୀତି ଘଟଣା: କାର୍ଯ୍ୟାନୁଷ୍ଠାନ ଲାଗି ଅତିରିକ୍ତ ଜିଲାପାଳଙ୍କୁ ସ୍ମାରକପତ୍ର

ପୁରୁଷୋତ୍ତମପୁର,୧୯ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସବ୍‌ରେଜିଷ୍ଟ୍ରାର ଅଫିସରେ ଜମି ଦୁର୍ନୀତି ଘଟି ଜମିର ପ୍ରକୃତ ମାଲିକଙ୍କ ମୃତ୍ୟୁ ଘଟିଥିବା ସତ୍ତ୍ବେ ଅନ୍ୟ ଜଣେ ବ୍ୟକ୍ତି...

କେବେ ବୃଦ୍ଧି ହେବ ଦରମା ଆଉ କେତେ ବୃଦ୍ଧି ହେବ? ଅଷ୍ଟମ ବେତନ କମିଶନରକୁ ନେଇ ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୧୯।୧୨: ସପ୍ତମ ବେତନ କମିଶନର କାର୍ଯ୍ୟକାଳ ଡିସେମ୍ବର ୩୧, ୨୦୨୫ରେ ଶେଷ ହେବାକୁ ଯାଉଛି, ଏବଂ ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନସନଭୋଗୀ...

ବିଜେଡି ନେତାଙ୍କ ମେଳିକୁ ନେଇ ପ୍ରଶ୍ନ କରିବାରୁ ଚିହିଁକି ଉଠିଲେ ନେତା: କହିଲେ କେହି ବଙ୍କା କରିପାରିବେ…

ଭୁବନେଶ୍ୱର,୧୯।୧୨: ବିଜେଡି ନେତାଙ୍କ ମେଳିକୁ ନେଇ ପ୍ରଶ୍ନ ପଚାରିବାରୁ ଚିହିଁକି ଉଠିଲେ ରାଜେନ୍ଦ୍ର। ସାମ୍ବାଦିକଙ୍କ ପ୍ରଶ୍ନରେ ପୂର୍ବତନ ବିଧାୟକ ରାଜେନ୍ଦ୍ର ସାହୁ ଚିହିଁକି ଉଠିଛନ୍ତି। ଖରାପ...

୯ ଦଫା ଦାବି ନେଇ ଗଣଧାରଣା ଦେଲେ ପାଚିକା ସଂଘ, ଦରମା ବୃଦ୍ଧି ନ ହେଲେ…

କେସିଙ୍ଗା,୧୯ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ପାଚିକା ଓ ସହାୟିକା ମଜଦୁର ସଂଘ ସଭାନେତ୍ରୀ ରଶ୍ମିତା ହେର୍ନାଙ୍କ ନେତୃତ୍ୱରେ ୯ ଦଫା ଦାବି ନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri