ସୃଷ୍ଟି ହେଲା ଘୂର୍ଣ୍ଣିବଳୟ: ୧୧ ଯାଏ ଲାଗିରହିବ ବର୍ଷା

ଭୁବନେଶ୍ୱର,୮।୧୦(ବନ୍ଦନା ସେଠୀ):ଉତ୍ତର-ପୂର୍ବ ଝାଡ଼ଖଣ୍ଡ ଏବଂ ଏହାର ପାଖାପାଖି ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ସେହିପରି ଉତ୍ତର ଉପକୂଳ ଓଡ଼ିଶାରୁ ପୂର୍ବ ତେଲଙ୍ଗାନା ପର୍ଯ୍ୟନ୍ତ ଆଭ୍ୟନ୍ତରୀଣ ଓଡ଼ିଶା, ଦକ୍ଷିଣ ଛତିଶଗଡ଼ ଦେଇ ସମୁଦ୍ର ପତ୍ତନଠାରୁ ୧.୫କି.ମି. ଉଚ୍ଚରେ ଏକ ଟ୍ରପ୍‌ ଲାଇନ୍‌ ଗତି କରୁଛି। ଏହା ପ୍ରଭାବରେ ଆଗାମୀ ୨୪ ଘଣ୍ଟା ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଲାଗିରହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ନିର୍ଦ୍ଦେଶକ ଡ. ମନୋରମା ମହାନ୍ତି ସୂଚନା ଦେଇଛନ୍ତି। ସେହିପରି ଆସନ୍ତା ୧୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଲାଗିରହିବା ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

 

Dharitri – The Most Trusted Odia Daily of Odisha

 


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମ ଟି-୨୦: ଅଭିଷେକ ଓ ରିଙ୍କୁଙ୍କ ଧୂଆଁଧାର ବ୍ୟାଟିଂ, ନ୍ୟୁଜିଲାଣ୍ଡକୁ ୪୮ ରନ୍‌ରେ ହରାଇଲା ଭାରତ

ନାଗପୁର,୨୧।୧: ବିଦର୍ଭ କ୍ରିକେଟ ଆସୋସିଏସନ ଷ୍ଟାଡିୟମଠାରେ ଅନୁଷ୍ଠିତ ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ରେ ଭାରତ, ନ୍ୟୁଜିଲାଣ୍ଡକୁ ୪୮ ରନ୍‌ରେ ପରାସ୍ତ କରିଛି।...

ଗ୍ରୀନଲ୍ୟାଣ୍ଡକୁ ନେଇ ଡାଭୋସରେ ଟ୍ରମ୍ପଙ୍କ ଚରମବାଣୀ: ୟୁରୋପରେ ଉତ୍ତେଜନା

ନୂଆଦିଲ୍ଲୀ।୧: ସ୍ୱିଜରଲ୍ୟାଣ୍ଡର ଡାଭୋସରେ ଆୟୋଜିତ ବିଶ୍ୱ ଅର୍ଥନୈତିକ ଫୋରମ (WEF) ରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗ୍ରୀନଲ୍ୟାଣ୍ଡକୁ ନେଇ ଏକ ବଡ଼ ବୟାନ ଦେଇଛନ୍ତି।...

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ପଞ୍ଚାୟତ ନିର୍ବାଚନ ପାଇଁ ବିଜେଡିର ରଣନୀତି: ବିଧାୟକଙ୍କ ସହ ନବୀନଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୨୧।୧: ଓଡ଼ିଶାର ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ବିଜୁ ଜନତା ଦଳ ପ୍ରସ୍ତୁତି ଜୋରଦାର କରିଛି। ବୁଧବାର ସନ୍ଧ୍ୟାରେ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ...

1st T20I: ଅଭିଷେକ ଓ ରିଙ୍କୁଙ୍କ ବିସ୍ଫୋରକ ବ୍ୟାଟିଂ; ନ୍ୟୁଜିଲାଣ୍ଡ ବିପକ୍ଷରେ ଭାରତର ବିଶାଳ ସ୍କୋର

ନାଗପୁର,୨୧।୧: ନାଗପୁରରେ ଅନୁଷ୍ଠିତ ପ୍ରଥମ ଟି-୨୦ ମ୍ୟାଚ୍‌ରେ ଭାରତୀୟ ବ୍ୟାଟରମାନେ ରନ୍‌ର ବର୍ଷା କରିଛନ୍ତି। ଅଭିଷେକ ଶର୍ମା ଏବଂ ରିଙ୍କୁ ସିଂଙ୍କ ଧୂଆଁଧାର ପାଳି ବଳରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri