ଯାଜପୁରରେ ଚାଞ୍ଚଲ୍ୟ: କନ୍ୟା ସନ୍ତାନ ଜନ୍ମ ଦେଲେ ନାବାଳିକା

ଯାଜପୁର, ୯ା୧୦(ହର୍ଷବର୍ଦ୍ଧନ ବେହେରା): କଳିଙ୍ଗନଗର ଥାନା ଅଞ୍ଚଳର ଜଣେ ନାବାଳିକା ଯାଜପୁର ରୋଡ୍‌ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ନିକଟ ଏକ ଘରୋଇ ହସ୍ପିଟାଲରେ କନ୍ୟାସନ୍ତାନ ଜନ୍ମ ଦେଇଛନ୍ତି। ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗରେ ସାମାଜିକ କର୍ମୀ ଜିତେନ ବାରିକ ଅଭିଯୋଗ କରିଛନ୍ତି। ଅଭିଯୋଗ ଅନୁସାରେ ଗତ ୩ ତାରିଖରେ ନାବାଳିକା କନ୍ୟା ସନ୍ତାନକୁ ଜନ୍ମ ଦେଇଥିଲେ। ହେଲେ ବେସରକାରୀ ଡାକ୍ତରଖାନା କର୍ତ୍ତୃପକ୍ଷଙ୍କ ପକ୍ଷରୁ ପୋଲିସ କିମ୍ବା ଶିଶୁ କଲ୍ୟାଣ ବିଭାଗକୁ ସୂଚିତ କରାଗଲା ନାହିଁ। ଇତିମଧ୍ୟରେ ଜିଲା ଶିଶୁ ସୁରକ୍ଷା ବିଭାଗ ପୁଅ ଓ ଝିଅ ମା’ବାପାଙ୍କ ଦ୍ୱାରା ପ୍ରଭାବିତ ହୋଇ ଚୁପ ବସିଛି। ଏପରିକି ଏ ସଂକ୍ରାନ୍ତରେ ସମ୍ପୃକ୍ତ ସିଡିପିଓ ଜାଣି ନୀରବ ରହିଛନ୍ତି। ତେଣୁ ଏ ସଂକ୍ରାନ୍ତରେ ଆବଶ୍ୟକ ତଦନ୍ତ କରି ବିହିତ ପଦକ୍ଷେପ ଗ୍ରହଣ କରିବାକୁ ଅଭିଯୋଗକାରୀ ନିବେଦନ କରିଛନ୍ତି।

Dharitri – The Most Trusted Odia Daily of Odisha


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିକୁ ଶକ୍ତ ଝଟ୍‌କା: ଭାଜପାରେ ଯୋଗଦେଲେ ପ୍ରଫୁଲଙ୍କ ଦୁଇ ପୁଅ

ଭୁବନେଶ୍ୱର/ଭଦ୍ରକ,୬।୧୨(ସନାତନ ରାଉତ): ଭଦ୍ରକ ବିଜେଡି କନ୍ଦଳ ନେଇ ରାଜନୀତି ସରଗରମ ଥିବାବେଳେ ଶେଷରେ ବିଜେଡିକୁ ଶକ୍ତ ଝଟ୍‌କା । ଭାଜପାରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ୨...

ଚୁଲି ଜାଳି ନିଆଁ ପୁଇଁ ହେଉଥିଲେ ମହିଳା, ଶାଢ଼ିରେ ଲାଗିଗଲା ନିଆଁ, ଆଉ ତା’ ପରେ…

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): ଚୁଲିନିଆଁରେ ପୋଡ଼ି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା କରଗୋଳା ଗାଁରେ ଘଟିଛି ଏଭଳି ଏକ...

ଜିରୋ ବାଲାନ୍ସ ଆକାଉଣ୍ଟଧାରୀଙ୍କ ପାଇଁ ଖୁସି ଖବର, ଏବେ ସେମାନେ ପାଇବେ…

ନୂଆଦିଲ୍ଲୀ,୬।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ସାଧାରଣ ଗ୍ରାହକଙ୍କୁ ଆଶ୍ୱସ୍ତି ପ୍ରଦାନ କରି ମୌଳିକ ସଞ୍ଚୟ ବ୍ୟାଙ୍କ ଜମା (BSBD) ଆକାଉଣ୍ଟରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି।...

ଘରଦ୍ୱାର ଭାଙ୍ଗିଲେ ହାତୀପଲ, ବାଡ଼ିରେ ପଶି ଖାଇଗଲେ…

ଗଜପତି,୬ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମାବ୍ଲକରେ ହାତୀଙ୍କ ଉପଦ୍ରବ ଲାଗି ରହିଛି। ଗତ ୪ ଦିନ ହେଲା ୪ ଟିକିଆ ହାତୀପଲ ଗୁମ୍ମା ବ୍ଲକର ଗାଁକୁ...

ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗ୍ରାମବାସୀଙ୍କ ସହ ଧାରଣାରେ ବସିଲେ ପୂର୍ବତନ ଏମ୍‌ପି, କହିଲେ ବିନା ପିସିରେ..

ବଲାଙ୍ଗୀର,୬ା୧୨(ସୁନିଲ କୁମାର ମହାନ୍ତି): ଲୋଇସିଂହା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପିପିଲି – ଜାମୁଟିଆ ରାସ୍ତାକାମ ନିମ୍ନମାନର ତିଆରି ହେଉଥିବା ଅଭିଯୋଗ ନେଇ ପିପିଲି ଗ୍ରାମବାସୀଙ୍କ ସହ...

୪୪% ବଢିବ ଦରମା! ସରକାରଙ୍କ ହାତରୁ ଯିବ ଏତେ କୋଟି ଟଙ୍କା

ନୂଆଦିଲ୍ଲୀ,୬।୧୨: ଅଷ୍ଟମ ବେତନ କମିଶନକୁ ନେଇ ବଡ଼ ଅପଡେଟ୍‌ ଆସିଛି । କେନ୍ଦ୍ର ସରକାର ଦେଶର ଲକ୍ଷ ଲକ୍ଷ ସରକାରୀ କର୍ମଚାରୀ ଏବଂ ପେନସନ୍‌ଭୋଗୀଙ୍କୁ ବଡ଼...

ପାର୍‌ ହେଉହେଉ ଭାଙ୍ଗିପଡ଼ିଲା ପୋଲ

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ତରତରା କଣ୍ଟିପାଳ ମୁଖ୍ୟ ରାସ୍ତାର କୁକୁରିଆନାଳ ହୋଇଥିବା ପୋଲଟି ଭାଙ୍ଗିଯାଇଛି। ସୂଚନାରୁ ଜଣାପଡ଼ିଛି, ଏହି ପୋଲ...

ପୁଣି ଫସିଲେ କିଙ୍ଗ ଖାନଙ୍କ ପୁଅ ଆର୍ଯ୍ୟନ ଖାନ, ଭିଡିଓ ଭାଇରାଲ ପରେ ବଢିଲା ଅଡୁଆ

ମୁମ୍ବାଇ,୬।୧୨: ଶାହରୁଖ ଖାନଙ୍କ ପୁଅ ଆର୍ଯ୍ୟନ ଖାନ ବିବାଦରେ ଗଭୀର ଭାବରେ ଜଡିତ। ପ୍ରଥମେ ଡ୍ରଗ୍ସ ମାମଲା, ତା’ପରେ ‘ବ୍ୟାଡ୍ସ ଅଫ ବଲିଉଡ’ରେ ତାଙ୍କ ଭୂମିକାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri