ରାଜସ୍ଥାନ ବିଶ୍ୱବିଦ୍ୟାଳୟରେ ଗୁଣ୍ଡୁଚିମୂଷା ଆତଙ୍କ

ଜୟପୁର,୩ା୫: ରାଜସ୍ଥାନର ଏକ ବିଶ୍ୱବିଦ୍ୟାଳୟକୁ ଗୋଟିଏ ଗୁଣ୍ଡୁଚିମୂଷା ଆତଙ୍କିତ କରି ରଖିଛି। ଉକ୍ତ ଗୁଣ୍ଡୁଚିମୂଷା ଇତିମଧ୍ୟରେ ୨୦ ଜଣଙ୍କୁ କାମୁଡ଼ିଲାଣି। ଏହାକୁ ଧରିବା ପାଇଁ ପ୍ରାଣୀ ସହାୟତା ଉଦ୍ଧାରକାରୀ ଟିମ୍‌କୁ ୨ ଥର ଡକାଗଲାଣି।…

ମୁଁ ବହୁତ ଚିନ୍ତାରେ ଅଛି…ଏମିତି କିଛି ଶେଷ ଶବ୍ଦ ସହ ମୃତ୍ୟୁକୁ ବାଛିନେଲେ ବିଚାରପତି ଅମନ…

ନୂଆଦିଲ୍ଲୀ,୨ା୫: ଦକ୍ଷିଣ ଦିଲ୍ଲୀର ସଫଦରଜଙ୍ଗ ଅଞ୍ଚଳରେ ଜଣେ ୩୦ ବର୍ଷୀୟ ବିଚାରପତି ତାଙ୍କ ବାସଭବନରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି। ଅମନ କୁମାର ଶର୍ମା ନାମକ ଉକ୍ତ ବିଚାରପତିଙ୍କ ମୃତଦେହ ସିଲିଂ ଫ୍ୟାନ୍‌ରୁ ଝୁଲୁଥିବା…

ହରିଶଙ୍କର ବୈଶାଖ ମେଳାରେ ଶ୍ରଦ୍ଧାଳୁଙ୍କୁ ମିଳିଲା ଅନ୍ନସେବା

ବଲାଙ୍ଗୀର,୨।୫(ସୁନିଲ କୁମାର ମହାନ୍ତି): ଓଡ଼ିଶାର ପବିତ୍ର ତୀର୍ଥସ୍ଥଳୀ ହରିଶଙ୍କର ପୀଠରେ ବୈଶାଖମେଳା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଯୁବ କୁଲୁତା ସମାଜ ଖପ୍ରାଖୋଲ ଏବଂ ପଶ୍ଚିମ ଓଡ଼ିଶା କୁଲୁତା ସମାଜର ସହଯୋଗରେ ୫ଦିନ ଶ୍ରଦ୍ଧାଳୁଙ୍କ…

୨ବାଇକ୍‌ ମୁହାଁ ମୁହିଁ ଧକ୍କା: ତଳେ ପଡିଥିବା ବାଇକ୍‌ ଚାଳକଙ୍କ ଉପରେ ମାଡ଼ିଗଲା ଟ୍ରକ

ବଲାଙ୍ଗୀର,୨।୫: ବଲାଙ୍ଗୀର ଜିଲା ଟିଟିଲାଗଡ଼ ରୋଡ଼ ବିଜାଖମନଠାରେ ଶନିବାର ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଦୁଇ ମୋଟର ସାଇକେଲ ମୁହାଁ ମୁହିଁ ଧକ୍କା ହେବା ଫଳରେ ଜଣେ ବାଇକ୍‌ ଚାଳକ…

ରାଉରକେଲାରେ ୨ ନାବାଳିକାଙ୍କୁ ବଳାତ୍କାର

ରାଉରକେଲା,୨।୫(ସଙ୍ଗୀତା ଜେନା): ଇସ୍ପାତ ସହର ରାଉରକେଲାର ସେକ୍ଟର-୧୯ ଥାନା ଅଞ୍ଚଳରେ କୋଲ୍‌ ଡ୍ରିଙ୍କ୍‌ସ କିଣିବା ବାହାନାରେ ୨ଜଣ ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ପୋଲିସ ଜଣେ ବୃଦ୍ଧଙ୍କୁ ଗିରଫ କରି…

ଇଣ୍ଟରନାସନାଲ ବୁକ୍ସ ଅଫ ରେକର୍ଡସରେ ସ୍ଥାନ ପାଇଲେ ଅଢ଼େଇ ବର୍ଷର କନ୍ୟା ‘ଶ୍ରେୟାଶିଂ’: ୨୫ ସେକେଣ୍ଡରେ….

ସାକ୍ଷୀଗୋପାଳ,୨।୫(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ନିଜର ବିଚକ୍ଷଣ ବୁଦ୍ଧି ଏବଂ ତତ୍କାଳ ସଠିକ ଉତ୍ତର ଦେଇଥିବା ଯୋଗୁ ଅଢ଼େଇ ବର୍ଷର ଶିଶୁକନ୍ୟା ଶ୍ରେୟାଶିଂ ପଣ୍ଡା ଇଣ୍ଟରନାସନାଲ ବୁକ୍ସ ଅଫ୍‌ ରେକର୍ଡସରେ ସ୍ଥାନ ପାଇବାକୁ ସକ୍ଷମ…

ହର୍ମୁଜରେ ଇରାନକୁ ଶୁଳ୍କ ଦେଲେ କଟକଣା ଲାଗିବ

ଦୁବାଇ,୩ା୫:  ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌କୁ ସୁରକ୍ଷିତ ଭାବେ ଅତିକ୍ରମ କରିବା ପାଇଁ ଇରାନକୁ ଶୁଳ୍କ ଦେଉଥିବା ଜାହାଜ କମ୍ପାନୀଗୁଡ଼ିକ ଉପରେ କଟକଣା ଲଗାଇବାକୁ ଆମେରିକା ଚେତାବନୀ ଦେଇଛି। ଆମେରିକା ବିଦେଶ ସମ୍ପତ୍ତି ନିୟନ୍ତ୍ରଣ କାର୍ଯ୍ୟାଳୟ (ଓଏଫ୍‌ଏସି) ପକ୍ଷରୁ ଏହି ଚେତାବନୀ ପୋଷ୍ଟ…

ପ୍ଲୁଟୋକୁ ପୁଣି ଥରେ ଏକ ପୂର୍ଣ୍ଣ ଗ୍ରହର ମାନ୍ୟତା ଦେବା ପାଇଁ ଲଢ଼େଇ ଚଳାଇଛି ନାସା, ଖୁବ୍‌ଶୀଘ୍ର ପ୍ରକାଶ ପାଇବ ତଥ୍ୟ

ଓ୍ବାଂଶିଟନ,୩ା୫: ସୌରମଣ୍ଡଳର ନବମ ଗ୍ରହ ଭାବେ ପରିଚିତ ‘ପ୍ଲୁଟୋ’କୁ ନେଇ ଦୁଇ ଦଶନ୍ଧି ହେଲା ବିବାଦ ଚାଲିଥିବାବେଳେ ଏବେ ଏହା ନୂଆ ମୋଡ଼ ନେଇଛି। ୨୦୦୬ରେ ଅନ୍ତର୍ଜାତୀୟ ଜ୍ୟୋତିର୍ବିଜ୍ଞାନ ସଂଘ (ଆଇଏୟୁ) ପ୍ଲୁଟୋକୁ ପୂର୍ଣ୍ଣ ଗ୍ରହ ଭାବେ ଗ୍ରହଣ ନ କରି…

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ମେ’ ୪ରେ ମିଳିବ ‘ସୁଭଦ୍ରା’ ଟଙ୍କା, ଉପକୃତ ହେବେ…

ଭୁବନେଶ୍ୱର,୨।୫: ରାଜ୍ୟର ସୁଭଦ୍ରା ଯୋଜନାରୁ ବଞ୍ଚିତ ଥିବା ହିତାଧିକାରୀଙ୍କ ପାଇଁ ଆସିଛି ଏକ ଖୁସି ଖବର। ଆସନ୍ତା ମେ’ ୪ ତାରିଖରେ ବଞ୍ଚିତ ହିତାଧିକାରୀଙ୍କୁ ସୁଭଦ୍ରା ଯୋଜନାର ଟଙ୍କା ପ୍ରଦାନ କରାଯିବ। ଏ ସମ୍ପର୍କରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ନିଜର ଏକ୍ସ…

ପ୍ରବଳ ବର୍ଷା ସହ ହେବ ଘଡ଼ଘଡ଼ି: ଏସବୁ ଜିଲାକୁ ସତର୍କ କରାଇଲା ପାଣିପାଗ କେନ୍ଦ୍ର, ୩ ଘଣ୍ଟା ପାଇଁ…

ଭୁବନେଶ୍ୱର,୨ା୫: ପ୍ରବଳ ବର୍ଷା ଓ ଘଡ଼ଘଡ଼ି ନେଇ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର। ବିଶେଷକରି କଟକ ଓ ଭୁବନେଶ୍ବରକୁ ଓ୍ବାର୍ନିଂ ଜାରି କରିଛି ପାଣିପାଗ ବିଭାଗ। ୩ ଘଣ୍ଟିଆ ସତର୍କ ସୂଚନା ଜାରି କରିଛି ପାଣିପାଗ…

ମାଟ୍ରିକ୍‌ ରେଜଲ୍ଟ ପ୍ରକାଶ, ତୁରନ୍ତ ଜାଣିବା ପାଇଁ ଏମିତି କରନ୍ତୁ ଚେକ୍‌…

କଟକ,୨ା୫: ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ଚଳିତବର୍ଷର ମାଟ୍ରିକ, ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷାଫଳ ଶନିବାର ଅପରାହ୍ନରେ ପ୍ରକାଶ ପାଇଛି। ବୋର୍ଡ କାର୍ଯ୍ୟାଳୟରେ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଉପସ୍ଥିତ ରହି ବିଧିବଦ୍ଧ ଭାବେ ରେଜଲ୍ଟ ପୁସ୍ତକ…

ଇରାନ ପରେ ଏବେ ଟ୍ରମ୍ପଙ୍କ ଟାର୍ଗେଟ୍‌ରେ ଏହି ଦେଶ, ଘୋଷଣା ପରେ ବିଶ୍ୱରେ ହଇଚଇ

ଓ୍ବାଶିଂଟନ,୨ା୫: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଏକ ବୟାନ ଦେଇଛନ୍ତି ଯାହା ଅନ୍ତର୍ଜାତୀୟ କ୍ଷେତ୍ରରେ ହଇଚଇ ସୃଷ୍ଟି କରିଛି। ଫ୍ଲୋରିଡାର ପାମ ବିଚ୍‌ରେ ଥିବା ଫୋରମ୍‌ କ୍ଲବ୍‌ରେ ଆୟୋଜିତ ଏକ  କାର୍ଯ୍ୟକ୍ରମରେ ଟ୍ରମ୍ପ ଘୋଷଣା କରି କହିଛନ୍ତି, ଆମେରିକା…

ଲକ୍ଷ ଲକ୍ଷ ମୋବାଇଲ ଫୋନରେ ହଠାତ ଏକକାଳୀନ ବାଜି ଉଠିଲା ସାଇରନ, ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୨।୫: ୨ ମଇ, ୨୦୨୬ ଦିନ, ସକାଳ ୧୧ଟା୪୧ ସମୟରେ, ସାରା ଦେଶରେ ଲକ୍ଷ ଲକ୍ଷ ମୋବାଇଲ ଫୋନରେ ଏକ ଜରୁରୀକାଳୀନ ସାଇରନ ବାଜିଲା। ଏହା ଭାରତ ସରକାରଙ୍କ ଦ୍ୱାରା ଜରୁରୀକାଳୀନ ସାଇରନ ସିଷ୍ଟମର ଏକ ସଫଳ ପରୀକ୍ଷଣ ଥିଲା। ଏହା…

ସକାଳୁ ସକାଳୁ ଥରିଲା ବଲାଙ୍ଗୀର: ଲୋକେ ଭୟଭୀତ

ବଲାଙ୍ଗୀର, ୨।୫ (ସୁନିଲ କୁମାର ମହାନ୍ତି):ବଲାଙ୍ଗୀର ଜିଲାରେ ଶନିବାର ଭୋର ସକାଳେ ମୃଦୁ ଭୂମିକମ୍ପ ଝଟକା ଅନୁଭୂତ ହୋଇଛି। ଭୋର ପ୍ରାୟ ୪ଟା ୪୦ ମିନିଟ ସମୟରେ ଭୂମିକମ୍ପ ଝଟକା ଅନୁଭୂତ ହୋଇଥିଲା। ଅଳ୍ପ ସମୟ ପାଇଁ ଘରର ଜିନିଷ ପତ୍ର…

ଆଜି ପ୍ରକାଶ ପାଇବ ମାଟ୍ରିକ ଫଳ: ଜାଣନ୍ତୁ କେମିତି ଚେକ୍‌ କରିବେ ଛାତ୍ରୀଛାତ୍ର

ଭୁବନେଶ୍ୱର,୨।୫: ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ଚଳିତବର୍ଷର ମାଟ୍ରିକ୍‌, ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷାଫଳ ଆଜି ପ୍ରକାଶ ପାଇବ। ବୋର୍ଡ ୱେବ୍‌ ସାଇଟ www.bseodisha.ac.in ଓ www.bseodisha.nic.inରେ ପରୀକ୍ଷାର୍ଥୀମାନେ ସେମାନଙ୍କ ରୋଲ ନମ୍ବର ଜରିଆରେ ପରୀକ୍ଷାଫଳ ଦେଖିପାରିବେ।…

ପଶ୍ଚିମବଙ୍ଗର ୧୫ ବୁଥ୍‌ରେ ପୁନଃମତଦାନ ଆରମ୍ଭ: ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ ପରେ ଚାଲିଛି ଭୋଟିଂ

କୋଲକାତା,୨।୫: ପଶ୍ଚିମବଙ୍ଗର ଦୁଇଟି ବିଧାନସଭା ନିର୍ବାଚନମଣ୍ଡଳୀର ୧୫ଟି ବୁଥରେ ପୁନଃ ମତଦାନ ହେଉଛି। ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ ପରେ ଏହି ମତଦାନ କେନ୍ଦ୍ରଗୁଡ଼ିକରେ ମତଦାନ କରାଯାଉଛି। ଏହି ବୁଥଗୁଡ଼ିକରେ ମତଦାନ ଅନିୟମିତତାର ଅଭିଯୋଗ ଆସିଥିଲା। ସ୍ବତନ୍ତ୍ର ନିର୍ବାଚନ ପର୍ଯ୍ୟବେକ୍ଷକଙ୍କ ସୁପାରିଶ ପରେ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୧ ମେ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୯ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୮ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୭ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୬ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୫ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୪ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୨ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୧ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୯ ଏପ୍ରିଲ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri