କେମିତି ଚିହ୍ନିବେ ନକଲି ମସଲା: ଜାଣିରଖନ୍ତୁ କେତୋଟି ସହଜ ଉପାୟ…

ଆପଣ ଜାଣିଲେ ଆଶ୍ଚର୍ଯ୍ୟ ହେବେ ମସଲାରେ ମଧ୍ୟ ଅପମିଶ୍ରଣ କରାଯାଉଛି, ଯାହା ସ୍ବାସ୍ଥ୍ୟ ଉପରେ ନକାରାତ୍ମକ
ପ୍ରଭାବ ପକାଉଛି। ତେଣୁ ନକଲି ମସଲା କିପରି ଚିହ୍ନିବେ ଜାଣିରଖନ୍ତୁ କେତୋଟି ସହଜ ଉପାୟ…
ଯଦି ପ୍ୟାକେଟ୍‌ ନ ଆଣି ଖୋଲାରେ ଲଙ୍କାଗୁଣ୍ଡ ଆଣିଛନ୍ତି ତେବେ ତାହା ଅସଲି କି ନୁହେଁ ଜାଣିବା ଲାଗି ଏକ ଗ୍ଲାସ୍‌ ପାଣି ନିଅନ୍ତୁ। ସେଥିରେ ୧ ଚାମଚ ଲଙ୍କାଗୁଣ୍ଡ ପକାନ୍ତୁ। ଯଦି ତାହା ତୁରନ୍ତ ପାଣିରେ ଗ୍ଲାସ୍‌ର ତଳ ଭାଗକୁ ବସିଯାଉଛି ତେବେ ତାହା ନକଲି। କାରଣ ଅସଲି ଲଙ୍କାଗୁଣ୍ଡ କିଛି ସମୟ ପାଣିରେ ଭାସିବା ପରେ ଧୀରେ ଧୀରେ ତଳକୁ ବସିଥାଏ।
ଠିକ୍‌ ସେହିପରି ହଳଦୀଗୁଣ୍ଡ ଅସଲି କି ନକଲି ଯାଞ୍ଚ କରିପାରିବେ। ୧ କାଚ ଗ୍ଲାସ୍‌ରେ ପାଣି ନିଅନ୍ତୁ ଏବଂ ସେଥିରେ ୧ ଚାମଚ ହଳଦୀଗୁଣ୍ଡ ପକାନ୍ତୁ। ଯଦି ହଳଦୀଗୁଣ୍ଡ କିଛି ସମୟ ଭାସି ଧୀରେ ଧୀରେ ତଳକୁ ଯିବ ଏବଂ ପାଣି ଫିକା ହଳଦୀ ରଙ୍ଗ ଦେଖାଯିବ ତେବେ ତାହା ଅସଲି ବୋଲି ଜାଣିବେ। ଯଦି ପାଣିରେ ପକାଇବା ମାତ୍ରେ ହଳଦୀଗୁଣ୍ଡ ତଳକୁ ବସିଯିବ ଏବଂ ପାଣିର ରଙ୍ଗ ଗାଢ଼ ହଳଦିଆ ଦିଶିବ ତେବେ ତାହା ନକଲି।
ଖରାପ ଜିରା ଉପରେ ରଙ୍ଗ କିମ୍ବା ପ୍ରିଜର୍ଭେଟିଭ ଭଳି ଜିନିଷ ମିଶାଯାଇ ଅଧିକ ଦିନ ରଖାଯାଉଛି। ତେଣୁ ଜିରାରେ ମିଶ୍ରଣ ଅଛି କି ନାହିଁ ଜାଣିବା ପାଇଁ କିଛି ଜିରା ନେଇ ଦୁଇ ହାତରେ ରଗଡ଼ନ୍ତୁ, ଯଦି ତାହା ସେହିପରି ରହିବ ଏବଂ ପାପୁଲିରେ କିଛି ନ ଲାଗିବ ତେବେ ତାହା ଅସଲି। ହେଲେ ଯଦି ପାପୁଲିରେ କଳା କିମ୍ବା ମାଟିଆ ରଙ୍ଗର ଧୂଳି ଲାଗିବ ତେବେ ତାହା ନକଲି।
ଏକ ଗିନାରେ ପାଣି ନେଇ ଗୋଲମରିଚ ଗୁଣ୍ଡ ପକାନ୍ତୁ। ଅସଲି ଗୋଲମିରିଚ ପାଣିରେ ବୁଡ଼ିଯାଉଥିବା ବେଳେ ନକଲି ପାଣିରେ ଭାସିବ।
ଗ୍ୟାସ୍‌ ଚୁଲା ଅନ୍‌ କରି ଏହି ଚାମଚ ଦେଖାନ୍ତୁ। ଯଦି ନିଆଁ ସଂସ୍ପର୍ଶରେ ଆସୁ ଆସୁ ଚାମଚରେ ଥିବା ହେଙ୍ଗୁ ଜଳିଯାଏ ତେବେ ଜାଣିବେ ଏହା ଅସଲି ଏବଂ ଠିକ୍‌ ଭାବେ ନ ଜଳିଲେ ଜାଣିବେ ତାହା ନକଲି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri