Posted inଜାତୀୟ

ଭିକ ମାଗି ଜୌହର ବିଶ୍ୱବିଦ୍ୟାଳୟ ଗଢ଼ିଛନ୍ତି ଆଜମ ଖାନ: ମୁଲାୟମ ସିଂ ଯାଦବ

ଲକ୍ଷ୍ନୌ,୩।୯: ବହୁତ ଦିନର ନୀରବତା ପରେ ସମାଜବାଦୀ ପାର୍ଟି ନେତା ମୁଲାୟମ ସିଂ ଯାଦବ ଗଣମାଧ୍ୟମ ସାମ୍ନାକୁ ଆସିଛନ୍ତି। ଏକ ଖବରଦାତା ସମ୍ମିଳନୀରେ ସେ ରାମପୁର ଏମ୍‌ପି ଆଜମ୍‌ ଖାନଙ୍କୁ ପ୍ରଶଂସା କରିଛନ୍ତି। ଭିକ ମାଗି, ଦେଶ-ବିଦେଶରୁ ଚାନ୍ଦା ସଂଗ୍ରହ କରି ଏବଂ ନିଜର ଜମା ପୁଞ୍ଜି ଖଟେଇ ସେ ଜୌହର ବିଶ୍ୱବିଦ୍ୟାଳୟ ନିର୍ମାଣ କରିଥିଲେ କିନ୍ତୁ ସାମାନ୍ୟ କିଛି ଜମି ପାଇଁ ତାଙ୍କ ନାଁରେ ଗମ୍ଭୀର ଆପରାଧିକ ମାମଲା ରୁଜୁ କରାଯାଇଛି, ଯାହା ନିନ୍ଦନୀୟ ବୋଲି ସେ କହିଛନ୍ତି।
ପ୍ରକାଶଯୋଗ୍ୟ ଯେ, ଏସପି ନେତା ତଥା ରାମପୁର ସାଂସଦ ଆଜମ୍‌ ଖାନ ଜୌହର ବିଶ୍ୱବିଦ୍ୟାଳୟ ନାମରେ କୃଷକଙ୍କ ଜମି ବଳପୂର୍ବକ ଦଖଲକୁ ନେଇଥିବା ଅଭିଯୋଗ ହୋଇଛି। ଏନେଇ କୃଷକମାନେ ରାଜ୍ୟପାଳଙ୍କୁ ଅଭିଯୋଗ କରିଥିଲେ। ଏହାକୁ ନେଇ ରାମପୁର ପ୍ରଶାସନ ରାଜ୍ୟ ସରକାରଙ୍କ ଆଣ୍ଟି-ଭୂ ମାଫିଆ ପୋର୍ଟାଲରେ ଆଜମ୍‌ ଖାନଙ୍କ ନାମକୁ ତାଲିକାଭୁକ୍ତ କରିଛି। ଏହାଦ୍ୱାରା ଆଜମ୍‌ ଖାନ ଭୂ-ମାଫିଆ ଘୋଷିତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଟିଏମସି ଅପେକ୍ଷା ଭାଜପାକୁ ଭୋଟ୍ ଦେବା ଭଲ’ କହିଲେ ଅଧୀର ରଞ୍ଜନ ଚୌଧୁରୀ, କଂଗ୍ରେସ ଦେଲା ପ୍ରତିକ୍ରିୟା

କୋଲକାତା,୧ା୫: କଂଗ୍ରେସର ବରିଷ୍ଠ ନେତା ଆଧୀର ରଂଜନ ଚୌଧୁରୀ ବୁଧବାର ପଶ୍ଚିମବଙ୍ଗରେ ଏକ ନିର୍ବାଚନ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିବାବେଳେ ତୃଣମୂଳ କଂଗ୍ରେସକୁ ଭୋଟ୍ ଦେବା ଅପେକ୍ଷା...

ସୁପ୍ରିମକୋର୍ଟଙ୍କ ଆଦେଶ ପରେ ସିମ୍ବଲ ଲୋଡିଂ ୟୁନିଟ୍ ଗୁଡ଼ିକର ସଂରକ୍ଷଣ ପାଇଁ ନୂଆ ପ୍ରୋଟୋକଲ ଜାରି କଲେ ନିର୍ବାଚନ ଆୟୋଗ

କୋଲକାତା,୧ା୫: ଭାରତ ନିର୍ବାଚନ ଆୟୋଗ ଆଜି ସିମ୍ବଲ ଲୋଡିଂ ୟୁନିଟ୍ – ଏସଏଲୟୁ ପରିଚାଳନା ଓ ଭଣ୍ଡାରଣ ପାଇଁ ନୂଆ ପ୍ରୋଟୋକଲ ଜାରି କରିଛନ୍ତି ।...

ସଲମାନଙ୍କ ଘର ଉପରକୁ ଗୁଳିମାଡ଼ କରିଥିବା ଅଭିଯୁକ୍ତଙ୍କ ଆତ୍ମହତ୍ୟା

ମୁମ୍ବାଇ,୧ା୫: ବି’ ଟାଉନ୍‌ର ଭାଇଜାନ ସଲମାନ ଖାନଙ୍କ ଘର ଉପରକୁ ଗୁଳିମାଡ଼ ଘଟଣାର ଏକ ବଡ଼ ଖବର ସାମ୍ନାକୁ ଆସିଛି। ସଲମାନଙ୍କ ଗାଲାକ୍ସି ଆପାର୍ଟମେଣ୍ଟ ବାହାରେ...

‘କାଲି ସୁଦ୍ଧା ରାହୁଲ ଗାନ୍ଧୀ ଆମେଠିରୁ ନିଜ ନାମ ଘୋଷଣା ନ କଲେ ଆତ୍ମହତ୍ୟା କରିବି’

ନୂଆଦିଲ୍ଲୀ,୧।୫: କଂଗ୍ରେସ ଆମେଠୀ ଆସନରୁ ଏଯାବତ ପ୍ରାର୍ଥୀ ଘୋଷଣା କରିନାହିଁ। ଏହାକୁ ନେଇ ଦଳର ନେତାଙ୍କ ସହ କର୍ମୀମାନେ ଅସନ୍ତୁଷ୍ଟ ବ୍ୟକ୍ତ କରୁଛନ୍ତି। ରାହୁଲ ଗାନ୍ଧୀ...

ଭାଜପାରେ ସାମିଲ ହେଲେ ‘ଅନୁପମା’

ନୂଆଦିଲ୍ଲୀ,୧।୫: ଲୋକପ୍ରିୟ ଅଭିନେତ୍ରୀ ରୁପାଲୀ ଗାଙ୍ଗୁଲି ଭାଜପାରେ ସାମିଲ ହୋଇଛନ୍ତି। ଦିଲ୍ଲୀ ସ୍ଥିତ ପାର୍ଟି ମୁଖ୍ୟାଳୟରେ ସେ ଭାଜପାରେ ଯୋଗ ଦେଇଛନ୍ତି। ଏହି ଅବସରରେ ଦଳର...

ଏପ୍ରିଲରେ ରେକର୍ଡ ସଂଗ୍ରହ ଜିଏସ୍‌ଟି: ୨.୧୦ ଲକ୍ଷ କୋଟିରେ ପହଞ୍ଚିଲା

ନୂଆଦିଲ୍ଲୀ,୧।୫: ଏପ୍ରିଲ ମାସରେ ଦେଶରେ ଦ୍ରବ୍ୟ ଓ ସେବା କର(ଜିଏସ୍‌ଟି) ସଂଗ୍ରହ ରେକର୍ଡ ସୃଷ୍ଟି କରିଛି। ସମସ୍ତ ରେକର୍ଡ ଭାଙ୍ଗି ଏପ୍ରିଲ ୨୦୨୪ରେ ଜିଏସ୍‌ଟି ସଂଗ୍ରହ...

ରାଏବରେଲିରୁ ପ୍ରିୟଙ୍କା, ଏଇଠୁ ଲଢିବେ ରାହୁଲ, ଆସିଲା କଂଗ୍ରେସର ପ୍ରାର୍ଥୀ ତାଲିକା!

ନୂଆଦିଲ୍ଲୀ,୧।୫: ୨୦୨୪ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ଆମେଠି ଏବଂ ରାଏବରେଲିରୁ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। କଂଗ୍ରେସର ଏହି ତାଲିକା ସୋସିଆଲ ମିଡିଆରେ...

ସ୍କୁଲ ଉଡ଼ାଇ ଦେବାକୁ ଆସିଲା ଧମକ: ଚିନ୍ତାରେ ପୋଲିସ

ନୂଆଦିଲ୍ଲୀ୫।୧: ରାଜଧାନୀର ଅନେକ ସ୍କୁଲକୁ ଧମକପୂର୍ଣ୍ଣ ଇମେଲ ଆସିଛି। ଏଥିରେ ସ୍କୁଲକୁ ବୋମା ପକାଇ ଉଡାଇ ଦେବାକୁ ଧମକ ଦିଆଯାଇଛି। ଦିଲ୍ଲୀର ଦ୍ୱାରକାଠାରେ ଅବସ୍ଥିତ ଦିଲ୍ଲୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri