Posted inଜାତୀୟ

କଶ୍ମୀର ସ୍ଥିତି ସ୍ବାଭାବିକ ନାହିଁ:ଶ୍ରୀନଗର ମେୟର

ଶ୍ରୀନଗର, ୩।୯: ଜମ୍ମୁ-କଶ୍ମୀର ସଡ଼କରେ କୌଣସି ହିଂସା କିମ୍ବା ମୃତଦେହ ପଡୁ ନ ଥିବାର ଅର୍ଥ ସେଠାରେ ସବୁକିଛି ସ୍ବଭାବିକ ଅଛି ଭାବିବା ଭୁଲ୍‌ ବୋଲି ଶ୍ରୀନଗର ମେୟର ଜୁନେଦ ଅଜିମ ମଟ୍ଟୁ କହିଛନ୍ତି। ଜେକେପିସି ନେତା ମଟ୍ଟୁ କହିଛନ୍ତି, ତାଙ୍କ ଦଳର ମୁଖ୍ୟ ନେତା ଓ ଅନ୍ୟାନ୍ୟ ଦଳର ନେତାଙ୍କୁ ଗିରଫ କରାଯାଇଛି। ଏବେ ବି ଅନେକ ଲୋକ ନିଜ ପରିବାର ସହ ଯୋଗାଯୋଗ କରିପାରୁନାହାନ୍ତି। କିନ୍ତୁ କେନ୍ଦ୍ର ସରକାର କହୁଛନ୍ତି ସ୍ଥିତି ସାମାନ୍ୟ ହେଉଛି। କଶ୍ମୀରବାସୀ ନିଜ ମୌଳିକ ଅଧିକାରରୁ ବଞ୍ଚିତ ଅଛନ୍ତି ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ, ଅଗଷ୍ଟ ୫ରେ ଜମ୍ମୁ କଶ୍ମୀରରୁ ଧାରା ୩୭୦ ଉଚ୍ଛେଦ ହୋଇଥିଲା। ସୂଚନାଯୋଗ୍ୟ, ଅଗଷ୍ଟ ୫ରେ ଜମ୍ମୁ-କଶ୍ମୀରରୁ ୩୭୦ ଧାରା ଉଚ୍ଛେଦ ପରେ ସେଠାରେ ମୋବାଇଲ୍‌ ଏବଂ ଇଣ୍ଟରନେଟ୍‌ ସେବା ବନ୍ଦ କରିଦିଆଯାଇଥିଲା। ଏବେ ଧିରେ ଧିରେ ସ୍ଥିତି ସାମାନ୍ୟ ହେଉଥିବା କେନ୍ଦ୍ର ସରକାର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କର୍‌କରେଙ୍କ ହତ୍ୟାକାରୀ ଆର୍‌ଏସ୍‌ଏସ୍‌ ସହ ଜଡ଼ିତ: କଂଗ୍ରେସ ନେତାଙ୍କ ଦାବିକୁ ନେଇ ବିବାଦ

ମୁମ୍ବାଇ,୬ା୫:୨୬/୧୧ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣ ବେଳେ ଆତଙ୍କବାଦ ନିରୋଧୀ ସ୍କ୍ବାଡ୍‌ (ଏଟିଏସ୍‌)ର ତତ୍କାଳୀନ ମୁଖ୍ୟ ହେମନ୍ତ କର୍‌କରେଙ୍କୁ ଆତଙ୍କବାଦୀ ଅଜମଲ କସବ ହତ୍ୟା କରି ନ...

ବିପତ୍ତି ଡାକୁଛି ଜଙ୍ଗଲ ନିଆଁ

ଡେରାଡୁନ୍‌,୬ା୫:ଉତ୍ତରାଖଣ୍ଡ ଜଙ୍ଗଲରେ ଗତ ନଭେମ୍ବରରୁ ଅଦ୍ୟାବଧି ୮୮୬ ଥର ନିଅଁା ଲାଗିଛି। ବନାଗ୍ନିରେ ୩ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଜାଣିଶୁଣି ନିଆଁ ଲଗାଇବା ଅଭିଯୋଗରେ ୬୪...

ରୋହିତ ବେମୁଲାଙ୍କ ଆତ୍ମହତ୍ୟାର ପୁଣି ତଦନ୍ତ କରିବେ ତେଲଙ୍ଗାନା ସରକାର

ହାଇଦ୍ରାବାଦ, ୫।୫:ବହୁ ଚର୍ଚ୍ଚିତ ରୋହିତ ବେମୁଲା ଆତ୍ମହତ୍ୟା ମାମଲାରେ ସାଇବରାବାଦ ପୋଲିସ ପକ୍ଷରୁ ଜାରି ହୋଇଥିବା କ୍ଲୋଜର ରିପୋର୍ଟକୁ ନେଇ ରୋହିତଙ୍କ ପରିବାର ପକ୍ଷରୁ ଅସନ୍ତୋଷ...

ରାମଲାଲାଙ୍କୁ ସାଷ୍ଟାଙ୍ଗ ପ୍ରଣିପାତ କରି ରୋଡ ଶୋ’ରେ ବାହାରିଲେ ମୋଦି

ଅଯୋଧ୍ୟା,୫।୫: ଜାନୁଆରୀ ୨୨ରେ ରାମ ମନ୍ଦିରର ଉଦଘାଟନ ପରେ ପ୍ରଥମ ଥର ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ରାମ ଲାଲାଙ୍କ ଦର୍ଶନ ପାଇବା ପାଇଁ...

ଗଧରେ ଚଢ଼ି ନାମାଙ୍କନ ଦାଖଲ ପାଇଁ ପହଞ୍ଚିଲେ ପ୍ରାର୍ଥୀ

ଗୋପାଳଗଞ୍ଜ,୫।୫ଚଳିତ ଲୋକ ସଭା ନିର୍ବାଚନରେ ବିଭିନ୍ନ ପ୍ରାର୍ଥୀଙ୍କ ଅଜବ ଗଜବ ରଙ୍ଗ ଥମିବାର ନାଁ ନେଉନାହିଁ। ବିହାରର ଗୋପାଳଗଞ୍ଜ ଲୋକ ସଭା ଆସନରୁ ଜଣେ ସ୍ବାଧୀନ...

ମେହେବୁବା ମୁଫତିଙ୍କୁ ନୋଟିସ ଜାରି କଲେ ନିର୍ବାଚନ ଆୟୋଗ

ଶ୍ରୀନଗର,୫।୫: ଲୋକ ସଭା ନିର୍ବାଚନରେ ତୃତୀୟ ପର୍ଯ୍ୟାୟ ଭୋଟ ଦେବା ପୂର୍ବରୁ ରବିବାର (ମେ ୫) ପିଡିପି ସଭାପତି ମେହବୁବା ମୁଫତିଙ୍କୁ ଏକ ସୋ କଜ...

ନୁପୂର ଶର୍ମାଙ୍କୁ ହତ୍ୟା ଧମକ ଦେଇଥିବା ମୌଲବୀ ଗିରଫ

ସୁରଟ,୫ା୫: ଭାଜପାର ପୂର୍ବତନ ମୁଖପାତ୍ର ନୁପୂର ଶର୍ମାଙ୍କୁ ହତ୍ୟା ଧମକ ଦେବା ସହ ହିନ୍ଦୁ ସଂଗଠନର ଜଣେ ନେତାଙ୍କୁ ହତ୍ୟା ଯୋଜନା କରିଥିବା ଅଭିଯୋଗରେ ସୁରଟର...

ଗୁରୁଦ୍ୱାରାରେ ଯୁବକଙ୍କୁ ପିଟିପିଟି ମାରିଦେଲେ

ଚଣ୍ଡିଗଡ଼,୫ା୫: ପଞ୍ଜାବର ଫିରୋଜପୁରସ୍ଥିତ ଗୁରୁଦ୍ୱାରାରେ ଜଣେ ୧୯ ବର୍ଷୀୟ ଯୁବକ ପ୍ରବେଶ କରି ପବିତ୍ର ଗୁରୁଗ୍ରନ୍ଥ ସାହିବ୍‌ର କେତେକ ପୃଷ୍ଠା ଚିରିଦେବା ଅଭିଯୋଗରେ ଉତ୍ତ୍ୟକ୍ତ ଲୋକେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri