Posted inଫୁରସତ

ସବୁଠୁ ସଂକୀର୍ଣ୍ଣ ନଦୀ

ବେଜିଂ: ଚାଇନାର ହୁଆଲାଇ ନଦୀକୁ ବିଶ୍ୱର ସବୁଠାରୁ ସଂକୀର୍ଣ୍ଣ ନଦୀ ଭାବରେ ବିବେଚନା କରାଯାଇଥାଏ। ହାଓଲାଇ ନାମରେ ମଧ୍ୟ ପରିଚିତ ଏହି ନଦୀ ଉତ୍ତର ଚାଇନାର ଆଭ୍ୟନ୍ତରୀଣ ମଙ୍ଗୋଲିଆ ଅଞ୍ଚଳରେ ରହିଛି। ଏହି ସଂକୀର୍ଣ୍ଣ ନଦୀର ଲମ୍ବ ପ୍ରାୟ ୧୭ କି. ମି. ରହିଛି। ବିଶେଷଜ୍ଞଙ୍କ ମତରେ ପ୍ରାୟ ୧୦ ହଜାର ବର୍ଷ ଧରି ଏହି ନଦୀ ପ୍ରବାହିତ ହୋଇଆସୁଛି। ଏହି ନଦୀର ହାରାହାରି ଚଉଡ଼ା ୧୫ ସେ.ମି. ହୋଇଥିବା ବେଳେ ନଦୀର ଏକ ସ୍ଥାନରେ ଚଉଡ଼ା ମାତ୍ର ୪ ସେ.ମି. ରହିଛି। ଏତେ ମାତ୍ରାରେ ସଂକୀର୍ଣ୍ଣ ହୋଇଥିବାରୁ ହୁଆଲାଇ ନଦୀରେ ଡଙ୍ଗା କିମ୍ବା ବୋଟ୍‌ ଚାଲିବା ଅସମ୍ଭବ। କେବଳ ଥରୁଟିଏ ଡେଇଁ ଏହି ନଦୀକୁ ସହଜରେ ଅତିକ୍ରମ କରି ହୋଇଥାଏ। ଏତେ କମ୍‌ ଚଉଡ଼ା ଥିବା ସତ୍ତ୍ବେ ମଧ୍ୟ ନଦୀ ପାଇଁ ଆବଶ୍ୟକ ଥିବା ବୈଜ୍ଞାନିକ ମାନଦଣ୍ଡକୁ ହୁଆଲାଇ ନଦୀ ପୂରଣ କରୁଛି। ଏହି ନଦୀରେ ପ୍ରବାହିତ ଜଳର ସ୍ଥାୟୀ ଏବଂ ସ୍ଥିର ପ୍ରବାହ ରହିଛି। ସେହିପରି ଏହି ନଦୀରେ ଜଳ ନିଷ୍କାସନ ଅବବାହିକା ଥିବା ସହ ଏହା ଏକ ଭୂତଳ ଝରଣାରୁ ସ୍ଥାୟୀ ଭାବେ ପ୍ରବାହିତ ହେଉଛି। ଏକ ରିପୋର୍ଟ ଅନୁଯାୟୀ ଏହି ନଦୀର ଗଭୀରତା ୫୦ ସେ.ମି. ରହିଛି।

 

Dharitri – The Largest & Most Trusted Odia Daily


Enter your email to get our daily news in your inbox.

All Right Reserved By Dharitri.Com

ଶିଶିର ସରସ ମେଳା-୨୦୨୬ରେ ୩୦ କୋଟି ଟପିଲା ବ୍ୟବସାୟ

ଭୁବନେଶ୍ୱର,୨୦।୧: ରାଜଧାନୀରେ ଚାଲିଥିବା ଜାତୀୟ ସ୍ତରୀୟ ‘ଶିଶିର ସରସ ମେଳା-୨୦୨୬’ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଚଳିତ ବର୍ଷ ଏହି ମେଳା ବିକ୍ରି ଏବଂ ଜନସମାଗମ କ୍ଷେତ୍ରରେ...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି,...

୨୭ ବର୍ଷ ପରେ ନକ୍ଷତ୍ର ପରିବର୍ତ୍ତନ କଲେ ଶନି, ଏହି ୩ ରାଶିର ବଦଳିବ ଭାଗ୍ୟ…

ଜାନୁଆରୀ ୨୦ ତାରିଖ ଅର୍ଥାତ୍ ଆଜିର ଦିନରୁ ଶନିଦେବ ଉତ୍ତରା ଭାଦ୍ରପଦ ନକ୍ଷତ୍ରରେ ପ୍ରବେଶ କରିବାକୁ ଯାଉଛନ୍ତି । ଜ୍ୟୋତିଷ ଶାସ୍ତ୍ରର ଗଣନା ଅନୁଯାୟୀ ପାଖାପାଖି...

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ...

ଟାଙ୍ଗିଆରେ ହାଣି କରିଥିଲେ ହତ୍ୟା: ବାପା-ପୁଅକୁ ଆଜୀବନ ଜେଲ

ବ୍ରହ୍ମପୁର,୨୦।୧(ସୁବାସ ଚନ୍ଦ୍ର ପାଢ଼ୀ): କିଆବାଡ଼ ଭାଗବଣ୍ଟାକୁ ନେଇ ଘଟିଥିବା ହତ୍ୟା ମାମଲାର ବିଚାର କରି ଗଞ୍ଜାମ ଜିଲା ଜଜ୍‌ ଅଶାନ୍ତ କୁମାର ଦାଶ ଅଭିଯୁକ୍ତ ବାପ-ପୁଅଙ୍କୁ...

ମୁନିଗୁଡ଼ା ବ୍ଲକ୍‌ ତେଲେଙ୍ଗାପଦର ଛକରେ ମାଓବାଦୀ ବ୍ୟାନର

ରାୟଗଡା,୨୦।୧ (ନନ୍ଦ କିଶୋର ପଟ୍ଟନାୟକ): ରାୟଗଡ଼ା ମୁନିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ତେଲେଙ୍ଗାପଦର ଛକ ନିକଟରେ ମାଓବାଦୀ ବ୍ୟାନର ଲାଗିଥିବା ଦେଖିବାକୁ ମିଳିଛି I ଖଣି ଖାଦାନକୁ...

ଆମୋନିୟମ୍‌ ନାଇଟ୍ରେଟ୍‌ ଗୋଦାମ ଗୃହ ନିର୍ମାଣକୁ ଗ୍ରମାବାସୀଙ୍କ ବିରୋଧ

ବୁଗୁଡ଼ା,୨୦ା୧(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ୍‌ ଅନ୍ତରପଡ଼ା ପଞ୍ଚାୟତ ଅଧୀନ କନ୍ଧଚନ୍ଦନପେଡ଼ି ଗ୍ରାମରେ ଆମୋନିୟମ୍‌ ନାଇଟ୍ରେଟ୍‌ ଗୋଦାମ ଗୃହ ନିର୍ମାଣକୁ ଗ୍ରାମବାସୀ ବିରୋଧ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri