ଚାଷୀ ସମସ୍ୟା ଅସମାହିତ: ଚାଷୀ ସଙ୍ଗଠନ ପକ୍ଷରୁ ସମାଧାନ ଦାବି

ବରଗଡ଼,୧୮ା୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ, ମାତ୍ର ଏହି ଜିଲାରେ ଚାଷ ଏବଂ ଚାଷୀ ସମସ୍ୟା ଅସମାହିତ ରହିଛି। ଏହି କ୍ରମରେ ମଙ୍ଗଳବାର ବରଗଡ଼ ଜିଲା ଚାଷୀ ସଙ୍ଗଠନ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

ଅସୁରକ୍ଷିତ ଗାଡ଼ି ଚାଳକ: ସୁରକ୍ଷା ଦାବିରେ ଏସ୍‌ପିଙ୍କୁ ଫେରାଦ

ବରଗଡ଼,୧୮ା୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଦେଇ ଯାଇଥିବା ରାଜପଥ ସହିତ ବିଭିନ୍ନ ରାସ୍ତାଘାଟରେ ବିଭିନ୍ନ ସମୟରେ ଗାଡ଼ି ଚାଳକଙ୍କୁ ଅଟକାଇ ଆକ୍ରମଣ କରାଯାଉଥିବା ଅଭିଯୋଗ ହୋଇଛି। ଏଭଳି ଆକ୍ରମଣକୁ ନେଇ ଗାଡ଼ି ଚାଳକମାନେ ଅସୁରକ୍ଷିତ ମନେକରିଛନ୍ତି।…

ଦିଗପହଣ୍ଡିରେ ସାମାଜିକ କର୍ମୀଙ୍କୁ ମରଣାନ୍ତକ ଆକ୍ରମଣ: ସୁନା ଚେନ ଓ ଟଙ୍କା ଲୁଟିନେଲେ, ଗାଁରେ ଚାପା ଉତ୍ତେଜନା

ଦିଗପହଣ୍ଡି,୧୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବଟିକରପଡ଼ା ଗ୍ରାମରେ ଜଣେ ସାମାଜିକ କର୍ମୀଙ୍କୁ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି। ଆକ୍ରମଣର ଶିକାର ହୋଇଥିବା ସାମାଜିକ କର୍ମୀ…

କର୍ମୀଙ୍କ ବିଶ୍ୱାସରେ ବିଷ ଦେଲେ ବିଧାୟକ, କ୍ରସ ଭୋଟିଂକୁ ନିନ୍ଦା, ରମେଶଙ୍କ ସହ ୩ଜଣଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି

ଭଞ୍ଜନଗର,୧୭।୩ (ବାବୁଲା ପ୍ରଧାନ): ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂକୁ ନେଇ ଓଡ଼ିଶା ରାଜନୀତିରେ ବଡ଼ ଧରଣର ଚର୍ଚ୍ଚା ଲାଗି ରହିଛି। କଂଗ୍ରେସ ଓ ବିଜେଡିର ୧୧ ଜଣ ବିଧାୟକ ଦଳୀୟ ନିଷ୍ପତ୍ତି ବିରୋଧରେ…

କେରଳରେ ଦୁଇ ଦାଦନ ଶ୍ରମିକଙ୍କ ମୃତ୍ୟୁ, ଛେଳିକୁ ବଞ୍ଚେଇବାକୁ ଯାଇ…

ପାତ୍ରପୁର, ୧୭।୦୩(ଉମା ଚରଣ ନେପାକ): ଜରଡା ଥାନା ଖାରିଆଗୁଡା ଫାଣ୍ଡି ଅନ୍ତର୍ଗତ ଖାରିଆଗୁଡା ଗ୍ରାମର ଦୁଇ ଜଣ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଯୁବକ ଦୁଇ ଜଣ ହେଲେ…

ୱାରେଣ୍ଟିଙ୍କୁ ଗିରଫ ପରେ କୋର୍ଟ ଚାଲାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ମଙ୍ଗଳବାର ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗ୍ରାମର ଟୁନା ମହାନ୍ତିଙ୍କୁ ୱାରେଣ୍ଟ ବଳରେ ଗିରଫ କରି କୋର୍ଟ ଚାଲାଣ କରିଛି। ଏନେଇ ଦିଗପହଣ୍ଡି…

ଗୋଡ଼ ଖସିବ

ଆମେରିକା-ଇସ୍ରାଏଲ ମିଳିତ ଭାବେ ଇରାନ୍‌ ସହିତ ଯୁଦ୍ଧ କରୁଛନ୍ତି। ଇସ୍ରାଏଲ-ହମାସ୍‌ ସଂଘର୍ଷ ପ୍ରାୟ ଅଢ଼େଇ ବର୍ଷ ଧରି ଚାଲିଥିବା ବେଳେ ରୁଷିଆ-ୟୁକ୍ରେନ୍‌ ଯୁଦ୍ଧ ୪ ବର୍ଷ ଅତିକ୍ରମ କରିଗଲାଣି। ଇରାନ୍‌ ସହିତ ଲାଗି ରହିଥିବା ଯୁଦ୍ଧର ବ୍ୟାପକ ରୂପ ସହିତ ସିଧାସଳଖ…

୨୧ ଯାଏ ଝଡ଼ବର୍ଷା: ୬ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୧୮।୩(ବନ୍ଦନା ସେଠୀ):ଆସନ୍ତା ୨୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିବ। ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ସହ ବିଜୁଳି, ଘଡ଼ଘଡ଼ି ଓ ଝଟକା ପବନ ଅନୁଭୂତ ହେବ। ଏନେଇ ମଙ୍ଗଳବାର ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ…

ମଧ୍ୟପ୍ରାଚ୍ୟ ଯୁଦ୍ଧ ଅର୍ଗଳିରୁ ବାହାରିଆସିଲା ‘ନନ୍ଦାଦେବୀ’: ଚର୍ଚ୍ଚାରେ ଓଡ଼ିଆ ପୁଅ କ୍ୟାପ୍‌ଟେନ ଧୀରଜ ଅଗ୍ରୱାଲ

ବଲାଙ୍ଗୀର,୧୮ା୩(ବୀରେନ୍ଦ୍ର କୁମାର ଝାଙ୍କର):ମଧ୍ୟପ୍ରାଚ୍ୟରେ ଏବେ ଯୁଦ୍ଧର ଘନଘଟା। ଇରାନ୍‌-ଇସ୍ରାଏଲ-ଆମେରିକାର ଘମାଘୋଟ ଲଢ଼େଇ ା ଠିକ୍‌ ଏତିକିବେଳେ ଅତ୍ୟନ୍ତ ସମ୍ବେଦନଶୀଳ ମଧ୍ୟପ୍ରାଚ୍ୟର ହର୍ମୁଜ୍‌ ପ୍ରଣାଳୀ (ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌)ରେ ଅଟକି ରହିଥିଲା ଭାରତର ୨ ଏଲ୍‌ପିଜି ବୋଝେଇ ଜାହାଜ ‘ନନ୍ଦାଦେବୀ’ ଓ ‘ଶିବାଲିକ୍‌’।…

‘ମୋର ବିଜୟ କି ଲାଭ ଯଦି ଲଦାଖ ହାରିଯାଏ?’ ଜେଲରୁ ମୁକୁଳିବା ପରେ ମୁହଁ ଖୋଲିଲେ ସୋନମ ୱାଙ୍ଗଚୁକ

ୱାଶିଂଟନ,୧୭।୩: ପ୍ରାୟ ୧୭୦ ଦିନ କାରାଗାରରେ ବିତାଇବା ପରେ ଶନିବାର ଜେଲରୁ ମୁକୁଳିଛନ୍ତି ଲଦାଖର ବିଶିଷ୍ଟ ଶିକ୍ଷାବିତ୍ ତଥା ପରିବେଶ କର୍ମୀ ସୋନମ ୱାଙ୍ଗଚୁକ। କେନ୍ଦ୍ର ସରକାର ତାଙ୍କ ବିରୋଧରେ ଲାଗିଥିବା କଠୋର ଜାତୀୟ ସୁରକ୍ଷା ଆଇନ (NSA) ପ୍ରତ୍ୟାହାର କରିବା…

ହରମୁଜରେ ଫସିଲା ପାକିସ୍ତାନର ତେଲ ଜାହାଜ, ଇରାନ କଲା ବଡ଼ ଘୋଷଣା

ତେହରାନ,୧୭।୩: ଇରାନ ପାକିସ୍ତାନର ବାଣିଜି୍ୟକ ତୈଳ ଟ୍ୟାଙ୍କରକୁ ହରମୁଜ ମଧ୍ୟରେ ଏହାର କ୍ଷେତ୍ରୀୟ ଜଳସୀମା ଦେଇ ଯିବା ପାଇଁ ଅନୁମତି ପ୍ରଦାନ କରିଛି। ପାକିସ୍ତାନ ନ୍ୟାସନାଲ ସିପିଂ କର୍ପୋରେସନ (PNSC)ର ମୁଖପାତ୍ର ଫାରୁକ ନିଜାମି କହିଛନ୍ତି ଯେ ପ୍ରାୟ 109,990 ଟନ…

ଇସ୍ରାଏଲ ଚାପରେ ଇରାନ ସହ ଯୁଦ୍ଧ ଆରମ୍ଭ କରିଛି ଆମେରିକା: ଇସ୍ତଫା ଦେଲେ ଟ୍ରମ୍ପଙ୍କ…

ୱାଶିଂଟନ,୧୭।୩: ଆମେରିକା ପ୍ରଶାସନରେ ଏକ ବଡ଼ ଧରଣର ବିଭ୍ରାଟ ଦେଖାଦେଇଛି। ଇରାନ ସହ ଚାଲିଥିବା ଯୁଦ୍ଧକୁ ବିରୋଧ କରି ଡୋନାଲ୍ଡ ଟ୍ରମ୍ପଙ୍କ ନ୍ୟାସନାଲ କାଉଣ୍ଟର ଟେରରିଜମ ସେଣ୍ଟର (NCTC) ର ନିର୍ଦ୍ଦେଶକ ଜୋ କେଣ୍ଟ ନିଜ ପଦବୀରୁ ଇସ୍ତଫା ଦେଇଛନ୍ତି। ଇସ୍ରାଏଲ…

୧୧ଟି ଜିଲାରେ ୨୩ଟି ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରୀ; ସୃଷ୍ଟି ହେବ ୧୦ ହଜାରରୁ ଅଧିକ ନିଯୁକ୍ତି

ଭୁବନେଶ୍ୱର,୧୭।୩: ରାଜ୍ୟରେ ଅର୍ଥନୈତିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରିବା ପାଇଁ ଓଡ଼ିଶା ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ମଙ୍ଗଳବାର ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ୧୪୫ତମ ରାଜ୍ୟସ୍ତରୀୟ ସିଙ୍ଗଲ୍ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି (SLSWCA) ବୈଠକରେ ୨୩ଟି…

ଯୁଦ୍ଧ ଭିତରେ ଟ୍ରମ୍ପଙ୍କୁ ଜୋରଦାର ଝଟ୍‌କା, ବଡ଼ ଘୋଷଣା କରି ବିଶ୍ୱରେ ପକାଇଲେ ଚହଳ

ଓ଼୍ବାଶିଂଟନ,୧୭।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ ପ୍ରଶାସନକୁ ଏକ ବଡ଼ ଝଟକା ଲାଗିଛି। ଆମେରିକାର ଜାତୀୟ ଆତଙ୍କବାଦ ବିରୋଧୀ କେନ୍ଦ୍ରର ନିର୍ଦ୍ଦେଶକ ଜୋ କେଣ୍ଟ ମଙ୍ଗଳବାର ତାଙ୍କ ପଦବୀରୁ ଇସ୍ତଫା ଦେଇଛନ୍ତି। ଇସ୍ତଫା ପ୍ରଦାନ କରି, କେଣ୍ଟ…

ଏପ୍ରିଲ ୧୫ରୁ ଏସବୁ ବ୍ୟାଙ୍କ ଆକାଉଣ୍ଟ ବନ୍ଦ, ଖାତାରେ ଟଙ୍କା ଥିଲେ…

ନୂଆଦିଲ୍‌ଲୀ,୧୭।୩: ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ (PNB) ଯେଉଁ ଆକାଉଣ୍ଟଗୁଡ଼ିକ ଦୀର୍ଘ ସମୟ ଧରି ନିଷ୍କ୍ରିୟ ଅଛନ୍ତି ବିଶେଷକରି, ସେହି ଆକାଉଣ୍ଟଗୁଡ଼ିକୁ ‘ଇନ ଆକ୍ଟିଭ’ ଭାବରେ ବର୍ଗୀକୃତ କରାଯାଇଛି। ସେମାନଙ୍କ ପାଇଁ ଏକ ଚେତାବନୀ ଜାରି କରିଛି। ବ୍ୟାଙ୍କ କହିଛି ଯେ ଏହି…

ଦିଦିଙ୍କ ଗଡ଼ ପାଲଟିଲା ‘ହଟ୍‌-ସିଟ୍‌’: ପୁଣି ମୁହାଁମୁହିଁ ହେବେ ମମତା-ଶୁଭେନ୍ଦୁ, ଭାଜପା କାର୍ଡକୁ କିଭଳି…

କୋଲକାତା,୧୭।୩: ପଶ୍ଚିମବଙ୍ଗ ରାଜନୀତିରେ ପୁଣି ଥରେ ଦୁଇ ମହାରଥୀଙ୍କ ମଧ୍ୟରେ ମହାମୁକାବିଲା ଦେଖିବାକୁ ମିଳିବ। ତୃଣମୂଳ କଂଗ୍ରେସ (TMC) ସୁପ୍ରିମୋ ମମତା ବାନାର୍ଜୀ ଏବଂ ଭାଜପା ନେତା ଶୁଭେନ୍ଦୁ ଅଧିକାରୀ ପୁଣି ଥରେ ନିର୍ବାଚନ ମଇଦାନରେ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏଥର…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୧୭ ମାର୍ଚ୍ଚ, ୨୦୨୬ )

View
Odisha: Today’s pics March 16, 2026

View
ଓଡ଼ିଶା: ଆଜିର ଫଟୋ (୧୫ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୪ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୩ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୨ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୧ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୦ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୯ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୮ ମାର୍ଚ୍ଚ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri