ନୂଆପଡ଼ା ପାଇଁ ବିଜେଡି ଗୋଟି: କାଲି ପ୍ର୍ରାର୍ଥୀ ଚୂଡ଼ାନ୍ତ, ବିଶେଷ ଚର୍ଚ୍ଚାରେ…

ଭୁବନେଶ୍ୱର, ୧୪।୧୦(ସୁନିତ୍‌ ମିଶ୍ର): ନୂଆପଡ଼ା ଉପନିର୍ବାଚନ ନେଇ ବିଜେଡି ପକ୍ଷରୁ ପ୍ରାର୍ଥୀ ଖୋଜା ଚାଲିଛି। ଦଳର କେତେଜଣ ବରିଷ୍ଠ ନେତା ୨ ଦିନ କାଳ ନୂଆପଡ଼ା ଯାଇ ସେଠାରେ ଡେରା ପକାଇ ରହିଥିଲେ। ଦଳର କର୍ମୀମାନଙ୍କ ସହ ଆଲୋଚନାକରିବା ପରେ ମଙ୍ଗଳବାର ସୁଦ୍ଧା କେତେଜଣ ଫେରିଛନ୍ତି ଆଉ କେତେକେ ବୁଧବାର ସକାଳ ସୁଦ୍ଧା ଆସି ଭୁବନେଶ୍ୱରଠାରେ ପହଞ୍ଚିବେ। ଏହାସହ ପଶ୍ଚିମ ଓଡ଼ିଶାର ଅନେକ ନେତା ନୂଆପଡ଼ା ଉପନିର୍ବାଚନ ଦାୟିତ୍ୱରେ ଅଛନ୍ତି। ସେମାନଙ୍କ ମଧ୍ୟରୁ ଅନେକଜଣ ଆସି ମଧ୍ୟ ବୁଧବାର ଭୁନବନେଶ୍ୱରଠାରେ ପହଞ୍ଚିବେ। ପ୍ରଥମେ ଶଙ୍ଖ ଭବନଠାରେ ସେମାନଙ୍କ ମଧ୍ୟରେ ଆଲୋଚନା ହେବା ପରେ ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ନିକଟକୁ ୩ଟି ନାମ ପଠାଯିବ। ସେଥିରୁ ଜଣଙ୍କୁ ଦଳ ପ୍ରାର୍ଥୀ କରିବ ବୋଲି ଜଣାପଡ଼ିଛି। ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନା ମୁତାବକ, ନୂଆପଡ଼ା ଜିଲା ସଭାପତି ଥିବା ମନୋଜ ମିଶ୍ର, ଆଦିବାସୀ ଚେହେରା ଭାବେ ଭାନୁ ପ୍ରତାପ ସିଂ ମାଝୀ, ନୂଆପଡ଼ା ବ୍ଲକ୍‌ ଅଧ୍ୟକ୍ଷ ଥିବା ତାରେଶ୍ୱରୀ ସାହୁ ଏବଂ ରମାକାନ୍ତ ଠାକୁରଙ୍କ ଭଳି କେତେଜଣଙ୍କ ନାଁକୁ ନେଇ ଦଳର ବରିଷ୍ଠ ନେତାମାନେ ଚର୍ଚ୍ଚା କରିଛନ୍ତି। ଏମାନଙ୍କ ମଧ୍ୟରୁ ଜଣଙ୍କୁ ଦଳ ପ୍ରାର୍ଥୀ କରିବାକୁ ଯୋଜନା କରିଥିବା ବେଳେ ମନୋଜ ମିଶ୍ରଙ୍କ ନାଁକୁ ନେଇ ବିଶେଷ ଚର୍ଚ୍ଚା ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବ ସରକାରଙ୍କୁ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଟାର୍ଗେଟ୍‌, କହିଲେ ଯେଉଁ ଅଧିକାରୀଙ୍କ କାର୍ଯ୍ୟକାଳ ସରୁଥିଲା ତାଙ୍କୁ…

ଭୁବନେଶ୍ୱର,୧୧ା୧୨: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ଆୟୋଜିତ ହୋଇଥିବା ନିଯୁକ୍ତି ମେଳାରେ ପୂର୍ବ ସରକାରଙ୍କୁ କଡ଼ା ଟାର୍ଗେଟ୍‌ କରିଛନ୍ତି। ମୁଖ୍ୟମନ୍ତ୍ରୀ ସମାଲୋଚନା କରି କହିଛନ୍ତି,...

ଆଶ୍ଚର୍ଯ୍ୟ ଲାଗିଲେ ବି ସତ! ଏହି ସ୍ଥାନରେ 5 ଦିନ ପୋଷାକ ପିନ୍ଧନ୍ତିନି ମହିଳା

ନୂଆଦିଲ୍ଲୀ,୧୧|୧୨ : ଭାରତ ଅନନ୍ୟ ସଂସ୍କୃତି, ପରମ୍ପରା ଏବଂ ମାନ୍ୟତା ପାଇଁ ସାରା ବିଶ୍ବରେ ପରିଚିତ । ଦେଶର ଏକ ସ୍ଥାନରେ ଏପରି ଏକ ପରମ୍ପରା...

ଶୋଇଥିଲେ ମହିଳା, ଘରେ ପଶି ଦଳିଦେଲା ହାତୀ

ବଲାଙ୍ଗୀର,୧୧ା୧୨(ସୁନିଲ କୁମାର ମହାନ୍ତି): ବଙ୍ଗୋମୁଣ୍ଡା ରେଞ୍ଜ ତୁରେକେଲା ଥାନା ଅନ୍ତର୍ଗତ ସାନବାଙ୍କୀ ଗାଁରେ ହାତୀ ଆକ୍ରମଣରେ ଜଣେ ମହିଳା଼ଙ୍କ ମୃତ୍ୟୁ ଘଟିଛି। ମୃତ ମହିଳା ଜଣକ...

କଂଗ୍ରେସ ଛାଡି ନୂଆ ଦଳ ଗଠନ କରିବେ ମୋକିମ! ମୁହଁ ଖୋଲିଲେ ସୁର, କହିଲେ…

ଭୁବନେଶ୍ୱର,୧୧।୧୨: ମୋକିମଙ୍କ ଚିଠି ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବରିଷ୍ଠ କଂଗ୍ରେସ ନେତା ସୁର ରାଉତରାୟ। ସୁର କହିଛନ୍ତି, ମୋକିମ ଏପରି କରି ଝିଅ କ୍ୟାରିୟରକୁ...

ବସ୍‌-ବାଇକ୍‌ ମୁହାଁମୁହିଁ, ଚାଲିଗଲା ୨ ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୧ା୧୨(ଆଶିଷ ରଞ୍ଜନ ପଣ୍ଡା): ଗୁଡାରୀରୁ ବାଡ଼ିସୋଲା ସ୍କୁଲରେ ଯୁକ୍ତଦୁଇ ପାଠ ପଢ଼ିବା ପାଇଁ ବାଇକ୍‌ରେ ଯାଉଥିବା ବେଳେ ଗୁରୁବାର ସକାଳୁ ରାମନାଗୁଡ଼ା ବ୍ଲକ ପାଲୁପାଇ ନିକଟରେ...

ମାଲକାନଗିରିରେ ସରିଲା ଉପ ମୁଖ୍ୟମନ୍ତ୍ରୀଙ୍କ ବୈଠକ: କହିଲେ…

ମାଲକାନଗିରି,୧୧।୧୨: ମାଲକାନଗିରିରେ ସରିଲା ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓଙ୍କ ବୈଠକ। ପର୍ଯ୍ୟାୟ କ୍ରମେ ଦୁଇ ଗୋଷ୍ଠୀଙ୍କ ସହ କେଭି ସିଂହଦେଓଙ୍କ ଆଲୋଚନା କରିଛନ୍ତି। ଜିଲାପାଳଙ୍କ କାର୍ଯ୍ୟାଳୟରେ ବୈଠକ...

ଐଶ୍ୱର୍ଯ୍ୟା-ଅଭିଷେକ ଛାଡପତ୍ର ଗୁଜବ ବିଷୟରେ ଜାଣିଛନ୍ତି କି ଝିଅ ଆରାଧ୍ୟା, ବାପା କହିଲେ…

ଫିଲ୍ମ ଇଣ୍ଡଷ୍ଟ୍ରିରେ ପ୍ରାୟତଃ ଛାଡପତ୍ର ବିଷୟରେ ଆଲୋଚନା ହୁଏ। ଏହା ସିଧାସଳଖ ସେମାନଙ୍କ ପରିବାର ଏବଂ ପିଲାମାନଙ୍କୁ ପ୍ରଭାବିତ କରେ। ନିକଟରେ ଅଭିଷେକ ବଚ୍ଚନ ଏବଂ...

ଖୁବଶୀଘ୍ର ଆସିବ EV ପଲିସି 2.0, ଏତିକି ଟଙ୍କା ଶସ୍ତା ହେବ ଗାଡ଼ି ଦାମ୍

ନୂଆଦିଲ୍ଲୀ,୧୧ା୧୨: ଦିଲ୍ଲୀରେ ଇଲେକ୍ଟ୍ରିକ ମୋବିଲିଟିକୁ ତ୍ୱରାନ୍ୱିତ କରିବା ପାଇଁ, ସରକାର ଏକ ବୈଦ୍ୟୁତିକ ଯାନ (EV) ନୀତି 2.0 ର ଏକ ଡ୍ରାଫ୍ଟ ପ୍ରସ୍ତୁତ କରିଛନ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri