କଟକ ବାଲିଯାତ୍ରାରେ ଧମାକା କରିବ ବଲିଉଡ୍‌ ନାଇଟ୍‌, ମୁଖ୍ୟ ଆକର୍ଷଣ ସିଙ୍ଗର

କଟକ,୧୬।୧୦: ଚଳିତ ବର୍ଷ କଟକ ବାଲିଯାତ୍ରାରେ ବଲିଉଡ୍‌ ନାଇଟ୍‌ ଦର୍ଶକଙ୍କ ମନୋରଞ୍ଜନରେ ଚାର୍ ଚନ୍ଦ୍ ଲଗାଇବ। ଲୋକପ୍ରିୟ ଗାୟିକା ଶ୍ରେୟା ଘୋଷାଲ, ହର୍ଷଦୀପ କୌର ଏବଂ ଋଷି ସିଂଙ୍କ ସମେତ ଓଲିଉଡ୍‌ର ୧୪ ଜଣ ନାମୀ ଗାୟକଙ୍କ ସଙ୍ଗୀତମୟ ପ୍ରଦର୍ଶନୀରେ ଦର୍ଶକମାନେ ଝୁମିବେ। ଏହି କାର୍ଯ୍ୟକ୍ରମ ବୈଷ୍ଣବ ପାଣି ଏବଂ ଅକ୍ଷୟ ମହାନ୍ତିଙ୍କ ମଞ୍ଚରେ ଅନୁଷ୍ଠିତ ହେବ।

ବାଲିଯାତ୍ରା ପରିଚାଳନା ପାଇଁ ଜିଲା ପ୍ରଶାସନ ସୁରକ୍ଷା ଓ ସୁବିଧା ଉପରେ ଗୁରୁତ୍ୱ ଦେଇଛି। ଜିଲାପାଳଙ୍କ ସୂଚନା ଅନୁସାରେ, ୪ଟି ପ୍ରବେଶ ପଥ, ୯ଟି ପ୍ରସ୍ଥାନ ପଥ ଏବଂ ଜରୁରୀକାଳୀନ ସ୍ଥିତି ପାଇଁ ୬ଟି ଅତିରିକ୍ତ ଗେଟ୍‌ ବ୍ୟବସ୍ଥା ରହିବ। ଏହାସହ କଟକ ଇନ୍‌ କଟକ କାର୍ଯ୍ୟକ୍ରମରେ ଓଡ଼ିଆ ଭାଷା ଓ ସାହିତ୍ୟକୁ ଥିମ ଭାବେ ପ୍ରୋତ୍ସାହିତ କରାଯିବ, ଯାହା ଏହି ଐତିହାସିକ ଉତ୍ସବକୁ ଆହୁରି ଆକର୍ଷଣୀୟ କରିବ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମ ଟି-୨୦: ଅଭିଷେକ ଓ ରିଙ୍କୁଙ୍କ ଧୂଆଁଧାର ବ୍ୟାଟିଂ, ନ୍ୟୁଜିଲାଣ୍ଡକୁ ୪୮ ରନ୍‌ରେ ହରାଇଲା ଭାରତ

ନାଗପୁର,୨୧।୧: ବିଦର୍ଭ କ୍ରିକେଟ ଆସୋସିଏସନ ଷ୍ଟାଡିୟମଠାରେ ଅନୁଷ୍ଠିତ ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ରେ ଭାରତ, ନ୍ୟୁଜିଲାଣ୍ଡକୁ ୪୮ ରନ୍‌ରେ ପରାସ୍ତ କରିଛି।...

ଗ୍ରୀନଲ୍ୟାଣ୍ଡକୁ ନେଇ ଡାଭୋସରେ ଟ୍ରମ୍ପଙ୍କ ଚରମବାଣୀ: ୟୁରୋପରେ ଉତ୍ତେଜନା

ନୂଆଦିଲ୍ଲୀ।୧: ସ୍ୱିଜରଲ୍ୟାଣ୍ଡର ଡାଭୋସରେ ଆୟୋଜିତ ବିଶ୍ୱ ଅର୍ଥନୈତିକ ଫୋରମ (WEF) ରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗ୍ରୀନଲ୍ୟାଣ୍ଡକୁ ନେଇ ଏକ ବଡ଼ ବୟାନ ଦେଇଛନ୍ତି।...

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ପଞ୍ଚାୟତ ନିର୍ବାଚନ ପାଇଁ ବିଜେଡିର ରଣନୀତି: ବିଧାୟକଙ୍କ ସହ ନବୀନଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୨୧।୧: ଓଡ଼ିଶାର ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ବିଜୁ ଜନତା ଦଳ ପ୍ରସ୍ତୁତି ଜୋରଦାର କରିଛି। ବୁଧବାର ସନ୍ଧ୍ୟାରେ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ...

1st T20I: ଅଭିଷେକ ଓ ରିଙ୍କୁଙ୍କ ବିସ୍ଫୋରକ ବ୍ୟାଟିଂ; ନ୍ୟୁଜିଲାଣ୍ଡ ବିପକ୍ଷରେ ଭାରତର ବିଶାଳ ସ୍କୋର

ନାଗପୁର,୨୧।୧: ନାଗପୁରରେ ଅନୁଷ୍ଠିତ ପ୍ରଥମ ଟି-୨୦ ମ୍ୟାଚ୍‌ରେ ଭାରତୀୟ ବ୍ୟାଟରମାନେ ରନ୍‌ର ବର୍ଷା କରିଛନ୍ତି। ଅଭିଷେକ ଶର୍ମା ଏବଂ ରିଙ୍କୁ ସିଂଙ୍କ ଧୂଆଁଧାର ପାଳି ବଳରେ...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri