ଡିଭାଇଡର ଉପରେ ମାଡ଼ିଗଲା କାର୍‌, ଚାଲିଗଲା ୩ ଜୀବନ

ବରଗଡ଼,୧୭ା୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଫୋରଲେନ୍‌ ବାଇପାସ୍‌ ରାସ୍ତାରେ ଗୁରୁବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ କାର୍‌ ଡିଭାଇଡର ଉପରେ  ମାଡ଼ିଯିବାରୁ ୩ଜଣଙ୍କ ଜୀବନ ଚାଲିଯାଇଛି। ଅନ୍ୟଜଣେ ମହିଳା ଗୁରୁତର ହୋଇଛନ୍ତି। ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନାରେ ସେ ଚିକିତ୍ସାଧୀନ ଅଛନ୍ତି।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆଗକୁ ପଞ୍ଚାୟତ ନିର୍ବାଚନ: ସାଙ୍ଗଠନିକ ବୈଠକରେ ବାଜିଲା ଭାଜପାର ବିଗୁଲ… 

କୋରାପୁଟ,୨୦।୧(ଅମିତାଭ ବେହେରା): ଆସନ୍ତା ପଞ୍ଚାୟତ ନିର୍ବାଚନ ନେଇ କୋରାପୁଟରେ ଭାଜପାର ସାଙ୍ଗଠନିକ  ଭିତ୍ତିଭୂମିକୁ  ଅଧିକ ସୁଦୃଢ କରିବା ଲକ୍ଷ୍ୟରେ ମଙ୍ଗଳବାର ସ୍ଥାନୀୟ ଦକ୍ଷତା ବୃଦ୍ଧି ତାଲିମ...

ଦକ୍ଷିଣାଞ୍ଚଳ ରାଜସ୍ବ ଆୟୁକ୍ତ, ଜ଼ିଲାପାଳମାନଙ୍କ ସମ୍ମିଳନୀ:ପଞ୍ଚାୟତ, ପୌର ନିର୍ବାଚନ ସଫଳତାର ସହ…

ଛତ୍ରପୁର,୨୦ା୧(ଦିଲୀପ ସାମଲ): ଆଗାମୀ ପଞ୍ଚାୟତ, ପୌର ନିର୍ବାଚନ ଏବଂ ଭୋଟର ତାଲିକା ସଂଶୋଧନକୁ ସ୍ବଚ୍ଛ, ନିରପେକ୍ଷ ଓ ସଫଳତାର ସହ ସମ୍ପାଦନ କରିବା ପାଇଁ ଛତ୍ରପୁରସ୍ଥିତ...

ପିଏମଶ୍ରୀ ଉତ୍ସବରେ ୩ ବିଧାୟକ: ଛାତ୍ରଛାତ୍ରୀଙ୍କ ପ୍ରତିଭା ଦେଖି କଲେ ପ୍ରଶଂସା

ବରଗଡ଼,୨୦।୧(ପ୍ରେମାନନ୍ଦ ଖମାରୀ) – ବରଗଡ଼ ରାଣା ପ୍ରତାପ ସ୍କୁଲ ପରିସରରେ ଚାଲିଥିବା ବରଗଡ଼ ଜିଲାସ୍ତରୀୟ ପିଏମଶ୍ରୀ ଉତ୍ସବ ମଙ୍ଗଳବାର ଉଦଯାପିତ ହୋଇଯାଇଛି । ଅତିରିକ୍ତ ଜିଲାପାଳ...

ମହିଳାଙ୍କ ହାତରେ ‘ଆମ ବସ୍’ ଷ୍ଟିୟରିଂ: ଏହି ଦିନରୁ ମିଳିବ ଦାୟିତ୍ୱ

ଭୁବନେଶ୍ୱର,୨୦।୧: ରାଜ୍ୟ ପରିବହନ ସେବାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। ଏଣିକି ପୁରୁଷଙ୍କ ସହ ମହିଳାମାନେ ମଧ୍ୟ ‘ଆମ ବସ୍’ ଚଲାଇବେ। ବିଶେଷ କରି...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ...

ଟାଙ୍ଗିଆରେ ହାଣି କରିଥିଲେ ହତ୍ୟା: ବାପା-ପୁଅକୁ ଆଜୀବନ ଜେଲ

ବ୍ରହ୍ମପୁର,୨୦।୧(ସୁବାସ ଚନ୍ଦ୍ର ପାଢ଼ୀ): କିଆବାଡ଼ ଭାଗବଣ୍ଟାକୁ ନେଇ ଘଟିଥିବା ହତ୍ୟା ମାମଲାର ବିଚାର କରି ଗଞ୍ଜାମ ଜିଲା ଜଜ୍‌ ଅଶାନ୍ତ କୁମାର ଦାଶ ଅଭିଯୁକ୍ତ ବାପ-ପୁଅଙ୍କୁ...

ମୁନିଗୁଡ଼ା ବ୍ଲକ୍‌ ତେଲେଙ୍ଗାପଦର ଛକରେ ମାଓବାଦୀ ବ୍ୟାନର

ରାୟଗଡା,୨୦।୧ (ନନ୍ଦ କିଶୋର ପଟ୍ଟନାୟକ): ରାୟଗଡ଼ା ମୁନିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ତେଲେଙ୍ଗାପଦର ଛକ ନିକଟରେ ମାଓବାଦୀ ବ୍ୟାନର ଲାଗିଥିବା ଦେଖିବାକୁ ମିଳିଛି I ଖଣି ଖାଦାନକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri