ଢେଙ୍କାନାଳ: ଝିଅକୁ ଅସଦାଚରଣ କରିବାରୁ ଯୁବକକୁ ହତ୍ୟା କଲେ ବାପା

କାମାକ୍ଷାନଗର,୧୯ା୧: ଢେଙ୍କାନାଳ ଜିଲା କାମାକ୍ଷାନଗରରେ ଝିଅକୁ ଅସଦାଚରଣ ଅଭିଯୋଗରୁ ଜଣେ ଯୁବକଙ୍କୁ ପିଟି ହତ୍ୟା କରାଯାଇଛି। ଅଭିଯୁକ୍ତ ବାପା ପରଜଙ୍ଗ ଥାନା ଅନ୍ତର୍ଗତ ଦଦରାଘାଟି ଫାଣ୍ଡିରେ ଆତ୍ମସମର୍ପଣ କରିଛନ୍ତି। ମୃତ ଯୁବକ ଦଦରାଘାଟି ଫାଣ୍ଡି ଅନ୍ତର୍ଗତ ଆଖୁଆପାଳ ପଞ୍ଚାୟତ ୧ ନଂ କଲୋନୀର ବାସିନ୍ଦା ଥିବା ବେଳେ ଅଭିଯୁକ୍ତ ହତ୍ୟାକାରୀ ଆଖୁଆପାଳ ପଞ୍ଚାୟତ ମୋହନପଶି ଗାଁରେ ରୁହନ୍ତି। ମୃତକଙ୍କ ବାପା ଅଭିଯୋଗ କରିଛନ୍ତି ଯେ, ୧୦ ଜଣଙ୍କ ଏକ ଦଳ ମିଶି ସଂଘବଦ୍ଧ ଭାବେ ଏହି ହତ୍ୟାକାଣ୍ଡକୁ ସଂଘଟିତ କରିଛନ୍ତି। ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୋମାଟୋ ପ୍ୟାରେଣ୍ଟ କମ୍ପାନୀ ‘ଇଟର୍‌ନାଲ୍‌ CEO ପଦ ଛାଡିଲେ ଦୀପିନ୍ଦର ଗୋୟଲ

ନୂଆଦିଲ୍ଲୀ,୨୧।୧: ଜୋମାଟୋର ପ୍ୟାରେଣ୍ଟ କମ୍ପାନୀ ‘ଇଟର୍‌ନାଲ୍‌’ର ନେତୃତ୍ୱରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କମ୍ପାନୀର ପ୍ରତିଷ୍ଠାତା ଦୀପିନ୍ଦର ଗୋୟଲ ସିଇଓ ପଦରୁ ଇସ୍ତଫା ଦେଇଛନ୍ତି। ତାଙ୍କ...

ରାଜପଥ ଉପରେ ଗଦା ହୋଇଛି କୁଢ଼କୁଢ଼ ପ୍ଲାଷ୍ଟିକ୍‌, ଗୋରୁ ଖାଇ ହେଉଛନ୍ତି ଅସୁସ୍ଥ

ଦାରିଙ୍ଗବାଡ଼ି,୨୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପରେ ଅନ୍ୟତମ ବଜାର ହେଉଛି ସିମନବାଡ଼ି। ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ ହେଉଥିବା ୫୯ ନଂ ଜାତୀୟ ରାଜପଥ କଡ଼ରେ...

ଗୁଣପୁର ରେଳ ଷ୍ଟେଶନରେ ଯୁବକଙ୍କୁ ଧକ୍କା ଦେଲା ଟ୍ରେନ, ମୃତଦେହ ଉପରେ ପୁଣି ମାଡ଼ିଗଲା ଇଞ୍ଜିନ

ଗୁଣପୁର,୨୧ା୧(ସଂକେତ ପାତ୍ର): ଗୁଣପୁର ରେଳ ଷ୍ଟେଶନରେ ଦୁର୍ଘଟଣା । ଟ୍ରନ ଧକ୍କାରେ ଯୁବକଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ତେବେ ଯୁବକଙ୍କ ଅସାବଧାନତା ପାଇଁ ଦୁର୍ଘଟଣା...

ଗଛରେ ଚଢ଼ି କାଠ କାଟୁଥିଲେ ଶ୍ରମିକ, ହଠାତ୍‌ ଘଟିଲା ଏମିତି…

କେନ୍ଦ୍ରାପଡ଼ା,୨୧ା୧(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ନିକିରାଇ ଥାନା ଅନ୍ତର୍ଗତ ପାଳକଣା ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ଜଣେ ଶ୍ରମିକ ଚାକୁଣ୍ଡା ଗଛରେ ଚଢ଼ି କାଠ...

ଲକ୍ଷ୍ମୀସାଗର ବୁଦ୍ଧନଗର ଅଞ୍ଚଳରେ ଯୁବତୀଙ୍କୁ ବଳାତ୍କାର, ଭଡ଼ାଘରେ ରହି…

ଭୁବନେଶ୍ୱର,୨୧ା୧ : ରାଜଧାନୀ ଭୁବନେଶ୍ବରରେ ଯୁବତୀଙ୍କୁ ବଳାତ୍କାର ହୋଇଥିବା ଅଭିଯୋଗ ସାମ୍ନାକୁ ଆସିଛି । ପୀଡ଼ିତାଙ୍କ ଅଭିଯୋଗ ଆଧାରରେ ପୋଲିସ ତଦନ୍ତ କରି ଜଣେ ଯୁବକଙ୍କୁ...

ଅଧିକାରୀଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ, ସମୟସୀମା ମଧ୍ୟରେ…

ଭୁବନେଶ୍ୱର,୨୧ା୧: ସମସ୍ତ ବରିଷ୍ଠ ଅଧିକାରୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ। କେନ୍ଦ୍ର ସରକାରଙ୍କ ଚିଠିକୁ ଗୁରୁତ୍ୱ ଦେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।...

କାର୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ପିକ୍‌ଅପ୍‌: ୩ ଗୁରୁତର

ବାରିପଦା,୨୧ା୧: ଏନ୍‌ଏଚ୍‌ ୧୬ ଦରକୋଳି ଛକରେ ସିରିଜ ଦୁର୍ଘଟଣା ଘଟିଛି। ଏକ କାର୍‌କୁ ଗୋଟିଏ ପିକ୍‌ଅପ୍‌ ଧକ୍କା ଦେଇଥିବାବେଳେ ପରେ ଟ୍ରକ୍‌କୁ ଧକ୍କା ଦେଇଥିଲା ପିକ୍‌ଅପ୍‌।...

ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଜୋରଦାର: ଦାରିଙ୍ଗବାଡିରେ ପୋଲିସ ଛାଉଣି

ଦାରିଙ୍ଗବାଡି,୨୧।୧(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ସହରକୁ ଟ୍ରାଫିକ ମୁକ୍ତ ଓ ସୌନ୍ଦର୍ଯ୍ୟକରଣ କରିବାକୁ ଜିଲା ପ୍ରଶାସନର ନିର୍ଦ୍ଦେଶ କ୍ରମେ ବୁଧବାର ସ୍ଥାନୀୟ ପ୍ରଶାସନ ପକ୍ଷରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri