ନୂଆପଡ଼ା ଉପନିର୍ବାଚନ: ନାମାଙ୍କନ ଭରିଲେ ୧୯ ପ୍ରାର୍ଥୀ

ନୂଆପଡ଼ା,୨୦।୧୦(ମକାରୁ ବେମାଲ): ନୂଆପଡ଼ା ବିଧାନସଭା ଉପନିର୍ବାଚନ ପାଇଁ ସୋମବାର ନାମାଙ୍କନ ଶେଷ ହୋଇଛି। ସମୁଦାୟ ୧୯ ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ସେମାନେ ହେଲେ ବିଜୁ ଜନତା ଦଳର ସ୍ନେହାଙ୍ଗିନୀ ଛୁରିଆ, ଭାରତୀୟ ଜନତା ଦଳର ଜୟ ଢୋଲକିଆ ଏବଂ ଭାରତୀୟ ଜାତୀୟ କଂଗ୍ରେସର ଘାସିରାମ ମାଝୀ, ସମାଜବାଦୀ ପାର୍ଟିର ରମାକାନ୍ତ ହାତୀ , ବହୁଜନ ମୁକ୍ତି ପାର୍ଟିର ହେମନ୍ତ ତାଣ୍ଡି, ବହୁଜନ ସମାଜ ପାର୍ଟିର ରାଜା ରାମ ସାହୁ, ଓଡ଼ିଶା ଜନତା ଦଳର ଶୁକଧର ଦଣ୍ଡସେନା, ରାଷ୍ଟ୍ରୀୟ ପରିବର୍ତ୍ତନ ଦଳର ସୀତାରାମ ବେହେରା ନାମାଙ୍କନ ପତ୍ର ଦାଖଲ କରିଛନ୍ତି।

ଏମାନଙ୍କ ସହିତ ୧୧ ଜଣ ସ୍ବାଧୀନ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ସ୍ବାଧୀନ ପ୍ରାର୍ଥୀ ମାନେ ହେଲେ ଆଶ୍ରୟ ମହାନନ୍ଦ, ଇ.ଚକ୍ରାନ୍ତ ଜେନା, ପୁରୁଷୋତ୍ତମ ବେହେରା,କମଲ କୁମାର ଛତ୍ରିଆ, ଭୁବନଲାଲ ସାହୁ,ଲୋଚନ ମାଝୀ,ଭୁଜବଳ ଆଡ଼ବଙ୍ଗ, କିଶୋର କୁମାର ବାଗ,ଭକ୍ତ ବନ୍ଧୁ ଧରୁଆ, ନୀତା ବାଗ ଏବଂ ଲକ୍ଷ୍ମୀ କାନ୍ତ ତାଣ୍ଡି।

ଅକ୍ଟୋବର ୨୪ (ଶୁକ୍ରବାର) ନାମାଙ୍କନ ପତ୍ର ପ୍ରତ୍ୟାହାରର ଶେଷ ତାରିଖ ହୋଇଥିବା ବେଳେ ନଭେମ୍ବର ୧୬ ତାରିଖ (ରବିବାର) ସୁଦ୍ଧା ନିର୍ବାଚନ ପ୍ରକ୍ରିୟା ସମ୍ପୂର୍ଣ୍ଣ ହେବ ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବ୍ରିକ୍ସ ଦେଶ ପାଇଁ RBI ର ବଡ଼ ପ୍ରସ୍ତାବ, ଫେଲ୍ ମାରିବେ ଟ୍ରମ୍ପଙ୍କ ଯୋଜନା

ନୂଆଦିଲ୍ଲୀ,୧୯।୧: ଟ୍ରମ୍ପଙ୍କ ଧମକ ପରେ ଧିମେଇ ଯାଇଥିବା ବ୍ରିକ୍ସ ସଂଗଠନର ସ୍ୱତନ୍ତ୍ର ମୁଦ୍ରା ପାଇଁ ବଡ ପ୍ରସ୍ତାବ ଦେଇଛି ଭାରତୀୟ ରିଜର୍ଭ ବ୍ୟାଙ୍କ(RBI)। ବ୍ରିକ୍ସ ସମ୍ମିଳନୀରେ...

ଦାୟିତ୍ୱବାନ ଦେଶ ତାଲିକା: ବିଶ୍ୱର ଶ୍ରେଷ୍ଠ ଦେଶ ମଧ୍ୟରେ ଭାରତ, ଶୀର୍ଷରେ ସିଙ୍ଗାପୁର

ନୂଆଦିଲ୍ଲୀ,୧୯।୧: ବିଶ୍ୱର ଦାୟିତ୍ୱବାନ ରାଷ୍ଟ୍ର ଗୁଡ଼ିକର ତାଲିକାରେ ଭାରତ ଏକ ଗୁରୁତ୍ୱପୂର୍ଣ୍ଣ ସଫଳତା ହାସଲ କରିଛି। ସଦ୍ୟ ପ୍ରକାଶିତ ‘ଦାୟିତ୍ୱବାନ ରାଷ୍ଟ୍ର ତାଲିକା’ (RNI) ୨୦୨୬...

ରାସ୍ତା ନିର୍ମାଣ ଦାବିରେ ଶିକ୍ଷକଙ୍କ ଆମରଣ ଅନଶନ

ଭଞ୍ଜନଗର,୧୯।୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଲାଲସିଂ ପଞ୍ଚାୟତରେ ଦୀର୍ଘ ଦିନରୁ ପଡ଼ି ରହିଥିବା ଅଧାପନ୍ତରିଆ ରାସ୍ତା କାମକୁ ନେଇ ଅସନ୍ତୋଷ ତେଜିଛି। ଛେଦାଭୂମୀ...

ଯୁବକଙ୍କୁ ଗୁଳି ମାଡ: ବାଇକରେ ଆସି ଫାୟାରିଂ କରି ଫେରାର୍‌ ହୋଇଗଲେ…

ଖୋର୍ଦ୍ଧା,୧୯।୧(ପ୍ରଭାତ ପାଣିଗ୍ରାହୀ): ଗୁଳି ମାଡରେ ଯୁବକଙ୍କ ମୃତ୍ୟୁ। ବେଗୁନିଆ ଥାନା ଅନ୍ତର୍ଗତ ପରିଛଳ ଜାମୁସହିରେ ଏହି ଘଟଣା ଘଟିଛି । ମୃତ ବ୍ୟକ୍ତିଙ୍କ ନାମ ବାସୁଦେବ...

ଭୁବନେଶ୍ୱରରେ ଭୟଙ୍କର ଦୁର୍ଘଟଣା: ଗୋଟିଏ କାର୍ ଉପରେ ଚଢ଼ିଗଲା ଆଉ ଏକ କାର୍

ଭୁବନେଶ୍ୱର,୧୯।୧: ରାଜଧାନୀର ବ୍ୟସ୍ତବହୁଳ ପଲାସୁଣୀ ଛକରେ ସୋମବାର ଏକ ଅଭାବନୀୟ ସଡ଼କ ଦୁର୍ଘଟଣା ଘଟିଛି। କଟକ ପଟୁ ଅତି ଦ୍ରୁତ ଗତିରେ ଆସୁଥିବା ଏକ କାର୍,...

ଅଞ୍ଚଳ ପାଇଁ ଗୌରବ ଆଣିଲେ ଗୋରା ସିଂ: OPSC ପରୀକ୍ଷାରେ ୬୩ତମ ର଼୍ୟାଙ୍କ ରଖି କୃତକାର୍ଯ୍ୟ

ଥୁଆମୂଳ ରାମପୁର,୧୯।୧(ଦୁର୍ଗା କିର୍ତ୍ତି): ଦୃଢ ଇଚ୍ଛାଶକ୍ତି ଓ ପରିଶ୍ରମ ଆଗରେ ହାର ମାନିଛି ଦାରିଦ୍ର୍ୟ। କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ସୁଯୋଗ୍ୟ ସନ୍ତାନ ଗୋରା...

ଆକ୍ସନ ମୋଡରେ ଯୋଗାଣ ନିରୀକ୍ଷକ: ଗାଁରେ ପହଞ୍ଚି ନିଜେ ବାଣ୍ଟିଲେ ବଞ୍ଚିତ ହିତାଧିକାରୀଙ୍କୁ ଚାଉଳ

ଥୁଆମୂଳ ରାମପୁର,୧୯।୧(ଦୁର୍ଗା କୀର୍ତ୍ତି): ଚମ୍ପାଛୁଆଁ ଗ୍ରାମର ହିତାଧିକାରୀମାନେ ଚଳିତ ବର୍ଷର ୩ ମାସର ପିଡିଏସ ଚାଉଳ ପାଇବାରୁ ବଞ୍ଚିତ ଥିବା ନେଇ ‘ଧରିତ୍ରୀ’ ରେ ଖବର...

ଭାରତ ମାତା ପୂଜନ ଉତ୍ସବରେ ଦୁଲୁକିବ ମଞ୍ଚ, ସାଂସ୍କୃତିକ କାର୍ଯ୍ୟକ୍ରମରେ ମୁଖ୍ୟ ଆକର୍ଷଣ ରହିଛି…

ଦାରିଙ୍ଗବାଡି, ୧୯।୧ (ଅରୁଣ ସାହୁ ): ଆସନ୍ତା ସାଧାରଣତନ୍ତ୍ର ଦିବସରେ ୧୪ ତମ ଭାରତ ମାତା ପୂଜନ ଉତ୍ସବ ପାଇଁ ପ୍ରସ୍ତୁତି ବୈଠକ ସିମନବାଡି ଦୁର୍ଗା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri