ମହୁ ସଂଗ୍ରହ କରିବାକୁ ଯାଇ ପଥରଖୋଲରେ ଫସିଗଲେ ନାବାଳକ

ନୟାଗଡ଼,୬ା୫(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଓଡ଼ଗାଁ ଆଦର୍ଶ ଥାନା କାଣିପଦା ଜଙ୍ଗଲ ପଥରଖୋଲରେ ଫସିଯାଇଛନ୍ତି ଜଣେ ନାବାଳକ। ବାଉଁଶଗାଡ଼ିଆ ସ୍ଥିତ ଜଙ୍ଗଲରେ ମହୁ ସଂଗ୍ରହବେଳେ ଫସିଗଲେ। ମୁଣ୍ଡ ପଥର ସନ୍ଧିରେ ରହିଯାଇଥିବାରୁ ବାହାରି କରିବାକୁ…

ପେଟ୍ରୋଲ, ଡିଜେଲ ଅଭାବ: ଲୋକଙ୍କ ଲମ୍ବା ଧାଡ଼ି

ନବରଙ୍ଗପୁର,୬।୫(ସଦାଶିବ ପ୍ରହରାଜ): ପେଟ୍ରୋଲ ଓ ଡିଜେଲ ଆଧୁନିକ ଜୀବନର ମୂଳ ଶକ୍ତିସ୍ରୋତ। ଏହାର ଅଭାବ କେବଳ ଯାତାୟାତକୁ ନୁହେଁ, ଚାଷୀ, ବ୍ୟବସାୟୀ ଓ ସାଧାରଣ ଲୋକଙ୍କ ଦୈନିକ ଜୀବନକୁ ଗଭୀର ପ୍ରଭାବିତ କରେ। ବର୍ତ୍ତମାନ…

ଧମାକା କରିବେ ସଲମାନ: ସାରା ବିଶ୍ୱରେ ପକାଇବ ପ୍ରଭାବ

ବଲିଉଡର ‘ସୁଲତାନ’ ସଲମାନ ଖାନ୍‌ ଧମାକା କରିବାକୁ ଯାଉଛନ୍ତି। ପ୍ରଖ୍ୟାତ ନିର୍ଦ୍ଦେଶକ ଯୋଡ଼ି ରାଜ ଏବଂ ଡିକେଙ୍କ ସହ ମିଶି ସେ ମନୋରଞ୍ଜନ ଶିଳ୍ପରେ ଏକ ନୂତନ ଲହରୀ ସୃଷ୍ଟି କରିବାକୁ ସୁପରହିରୋ ସଲ୍ଲୁଙ୍କ…

ତାମିଲନାଡୁରେ ବିଜୟଙ୍କ ଦଖଲ ପରେ ପବନ କଲ୍ୟାଣଙ୍କ ବଡ଼ ବୟାନ, ମାଟିରେ ମିଶିଯିବ…ରାଜନୀତିରେ ଝଡ

ଚେନ୍ନାଇ,୬।୫: ତାମିଲନାଡୁର ରାଜନୈତିକ ଦୃଶ୍ୟପଟରେ, ବିଧାନସଭା ନିର୍ୱାଚନର ଫଳାଫଳ ପରେ ବୟାନବାଜିର ଏକ ଝଡ଼ ତୀବ୍ର ହୋଇଛି। ଏହି ପରିପ୍ରେକ୍ଷୀରେ, ଆନ୍ଧ୍ର ପ୍ରଦେଶର ଉପମୁଖ୍ୟମନ୍ତ୍ରୀ ଏବଂ ଜନସେନା ମୁଖ୍ୟ ପବନ କଲ୍ୟାଣଙ୍କ ଏକ ବୟାନ…

ଏହି ଦିନ ତାମିଲନାଡୁର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ବିଜୟ! ସାମ୍‌ନାକୁ ଆସିଲା ତାରିଖ

ଚେନ୍ନାଇ,୬।୫: ତାମିଲନାଡୁ ନିର୍ବାଚନରେ ବିପୁଳ ବିଜୟ ପରେ ଥଲାପଥି ବିଜୟ ମୁଖ୍ୟମନ୍ତ୍ରୀ ହେବାର ସମ୍ଭାବନା ଅଛି। ନବନିର୍ବାଚିତ ଟିଭିକେ ଦଳର ବିଧାୟକମାନେ ମଙ୍ଗଳବାର ଦିନ ବୈଠକ କରିଥିଲେ ଏବଂ ବିଜୟଙ୍କୁ ଆନୁଷ୍ଠାନିକ ଭାବରେ ସେମାନଙ୍କର…

ଜନଆକ୍ରୋଶ ସମାବେଶରେ ହଜାର ହଜାର ମହିଳା ହେଲେ ଏକଜୁଟ୍‌

ହାଟଡିହୀ,୬ା୫(ଶୁଭକାନ୍ତ ନାୟକ): ଭାଜପା ତରଫରୁ କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ହାଟଡିହୀ ବ୍ଲକ ୩୭ ନଂ ଜୋନ୍‌ରେ ଜନଆକ୍ରୋଶ ମହିଳା ସମାବେଶ ବୁଧବାର ଅନୁଷ୍ଠିତ ହୋଇଛି। ବିଧାନସଭା ନେତା ଆଲୋକ ସେଠୀଙ୍କ ତତ୍ତ୍ୱାବଧାନରେ…

ଭାରତକୁ ନାଲିଆଖି ଦେଖାଇଲେ ନେପାଳ ସରକାର, ଧମକ ଦେଇ କହିଲେ କାଠମାଣ୍ଡୁର ସମ୍ମତି ବିନା…

କାଠମାଣ୍ଡୁ,୬ା୫: ନେପାଳର ବାଲେନ ସରକାର ଭାରତକୁ ନାଲିଆଖି ଦେଖାଇଛନ୍ତି। ନେପାଳ ସରକାର ମାନସରୋବର ଯାତ୍ରାର ପଥକୁ କଡ଼ା ବିରୋଧ କରିଛନ୍ତି। ଏହା ଭାରତ ଏବଂ ନେପାଳ ମଧ୍ୟରେ ଲିପୁଲେଖ ବିବାଦକୁ ପୁଣି ଥରେ ଚର୍ଚ୍ଚାକୁ ଆଣିଛି। ଭାରତ ଏବଂ ଚାଇନା ଲିପୁଲେଖ…

ତାମିଲନାଡୁରେ ଲାଗିବ ରାଷ୍ଟ୍ରପତି ଶାସନ? ବିଜୟଙ୍କ ବଢିଲା ଟେନଶନ

ଚେନ୍ନାଇ,୬।୫: ତାମିଲନାଡୁର ସମଗ୍ର ରାଜନୈତିକ ଦୃଶ୍ୟପଟ ପରିବର୍ତ୍ତନ ହୋଇଛି। ଥାଲାପଥି ବିଜୟଙ୍କ ଦଳ, ଟିଭିକେର ବିଜୟ ପ୍ରାୟ ଛଅ ଦଶନ୍ଧି ଧରି ରାଜ୍ୟରେ ରହିଥିବା ରାଜନୈତିକ ସମୀକରଣକୁ ଶେଷ କରିଛି। ବିଜୟଙ୍କ ଦଳ, ଟିଭିକେ, କଂଗ୍ରେସ ସମର୍ଥନରେ ଏବେ ରାଜ୍ୟରେ ସରକାର…

ଇସ୍ତଫା ନ ଦେବା ଉପରେ ଗିରଫ ହେବେ ମମତା ବାନାର୍ଜୀ, କ’ଣ କହୁଛି ଭାରତର ନିୟମ…

କୋଲକାତା,୬।୫: ପଶ୍ଚିମବଙ୍ଗ ରାଜନୀତି ଏପରି ଏକ ମୋଡ଼ ନେଇଛି ଯାହା ବହୁତ କମ ଲୋକ କଳ୍ପନା କରିପାରନ୍ତି। ୨୦୨୬ ନିର୍ବାଚନ ଫଳାଫଳ ରାଜ୍ୟର କ୍ଷମତା ଦୃଶ୍ୟପଟକୁ ସ୍ପଷ୍ଟ କରିଛି, କିନ୍ତୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଜିଦ୍‌ଖୋର ମନୋଭାବ ଏକ ଅଭୂତପୂର୍ବ ସାମ୍ବିଧାନିକ…

ଏଠାର ପୋଲିସ ସେଠାରେ

କେନ୍ଦ୍ର ଓ ରାଜ୍ୟ ଏବଂ ରାଜ୍ୟ-ରାଜ୍ୟ ମଧ୍ୟରେ ଉତ୍ତମ ସମ୍ପର୍କ ବଜାୟ ରଖିବା ଦିଗରେ ସଂଘୀୟ ବ୍ୟବସ୍ଥା ପ୍ରମୁଖ ଭୂମିକା ନିର୍ବାହ କରିଥାଏ। ହେଲେ ଭାରତରେ ଏହା ଧୀରେ ଧୀରେ ଦୁର୍ବଳ ହେଉଥିବାର ଅନେକ ଦୃଷ୍ଟାନ୍ତ ଦୃଷ୍ଟିଗୋଚର ହେବାରେ ଲାଗିଛି। ଗୋଟିଏ…

ମମତା ଇସ୍ତଫା ନ ଦେଲେ ସରକାର ଗଠନ କରିପାରିବନି ଭାଜପା! ଜାଣନ୍ତୁ କ’ଣ କହୁଛି ନିୟମ

କୋଲକାତା,୬।୫: ପଶ୍ଚିମବଙ୍ଗରେ ଭାଜପା ଏକ ବଡ଼ ବିଜୟ ହାସଲ କରିବା ପରେ, ସମଗ୍ର ରାଜ୍ୟ ଗେରୁଆ ରଙ୍ଗରେ ପରିପୂର୍ଣ୍ଣ ଦେଖାଯାଉଛି। ନିର୍ବାଚନର ଫଳାଫଳ ଘୋଷଣା ହେବାର ୨୪ ଘଣ୍ଟାରୁ ଅଧିକ ସମୟ ବିତିଗଲାଣି, କିନ୍ତୁ ପ୍ରତ୍ୟେକ ରାସ୍ତାରେ ଏବେ ବି ଉତ୍ସବ…

୨ ଭାରତୀୟ ସାମ୍ବାଦିକଙ୍କୁ ପୁଲିଜର ପୁରସ୍କାର: ଜାଣନ୍ତୁ ସେମାନେ କିଏ

ନ୍ୟୁୟର୍କ,୬ା୫(ପିଟି):ସମ୍ପ୍ରତି ଡିଜିଟାଲ ସ୍କାମ୍‌ ବା ସାଇବର ଠକେଇ ବହୁ ମାତ୍ରାରେ ବଢ଼ିଚାଲିଛି। ଉଚ୍ଚ ଶିକ୍ଷିତ ଲୋକମାନେ ମଧ୍ୟ ଏହି ଠକେଇର ଶିକାର ହେଉଛନ୍ତି। ଏହା ସମାଜ ପାଇଁ ଏକ ବଡ଼ ବିପଦ ସାଜିଛି। ଏଭଳି ଠକେଇରୁ ବର୍ତ୍ତିବା ପାଇଁ ଡିଜିଟାଲ ନିରୀକ୍ଷଣ…

୮ରୁ ମାଟ୍ରିକ୍‌ ସପ୍ଲିମେଣ୍ଟାରି ଫର୍ମ ପୂରଣ

କଟକ,୬ା୫(କାର୍ତ୍ତିକ ସାହୁ): ଚଳିତ ବର୍ଷର ମାଟ୍ରିକ ସପ୍ଲିମେଣ୍ଟାରି (ରେଗୁଲାର, ଏକ୍ସ-ରେଗୁଲାର, ପତ୍ର ମାଧ୍ୟମ ରେଗୁଲାର ଓ ଏକ୍ସ-ରେଗୁଲାର) ପରୀକ୍ଷା ପାଇଁ ଫର୍ମ ପୂରଣ ଆସନ୍ତା ୮ ତାରିଖରୁ ଆରମ୍ଭ ହେବ। ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ଏଥିପାଇଁ ପ୍ରସ୍ତୁତି ଆରମ୍ଭ…

ବିଜୁ ଜନତାଦଳ ରାଜ୍ୟ ସମ୍ପାଦକ ହେଲେ ବିପ୍ଳବ: ଦିଗପହଣ୍ଡିରେ ଦଳୀୟ କର୍ମୀ ଉଲ୍ଲସିତ

ଦିଗପହଣ୍ଡି,୫|୫(ଅଶେଷ ନାଥ ମିଶ୍ର)  ବିଜୁ ଜନତାଦଳ ରାଜ୍ୟ ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର  ରାଜ୍ୟ ଦଳୀୟ ସଙ୍ଗଠନ ର ପୁନର୍ବିନ୍ୟାସ କରିବା ସହ ବିପ୍ଳବ ପାତ୍ର ଙ୍କୁ ରାଜ୍ୟ ସାଧାରଣ ସମ୍ପାଦକ ଭାବେ ନିଯୁକ୍ତ କରିଛନ୍ତି। ବିପ୍ଳବଙ୍କ…

ପଶ୍ଚିମବଙ୍ଗରେ ରାଷ୍ଟ୍ରପତି ଶାସନ: ମମତା ଇସ୍ତଫା ନ ଦେବାର ଘୋଷଣା ପରେ ବେଙ୍ଗଲରେ ଚହଳ!

କୋଲକାତା,୫।୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନର ଫଳାଫଳ ପରେ, ଟିଏମସି ମୁଖ୍ୟ ମମତା ବାନାର୍ଜୀ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ନ ଦେବା ପାଇଁ ଅଟଳ ରହିଛନ୍ତି। ମଙ୍ଗଳବାର ଏକ ସାମ୍ୱାଦିକ ସମ୍ମିଳନୀରେ ମମତା ବାନାର୍ଜୀ କହିଛନ୍ତି, “ମୁଁ ଇସ୍ତଫା ଦେବି ନାହିଁ; ଇସ୍ତଫା…

ମମତାଙ୍କ ଯୁଦ୍ଧଂଦେହି ଡାକରା: ଆମେ ନିର୍ବାଚନ ହାରି ନାହୁଁ, ମୁଁ ଇସ୍ତଫା ଦେବି ନାହିଁ…

କୋଲକାତା,୫।୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ଶୋଚନୀୟ ପରାଜୟ ପରେ ମଧ୍ୟ ତୃଣମୂଳ କଂଗ୍ରେସ (TMC) ମୁଖ୍ୟ ମମତା ବାନାର୍ଜୀଙ୍କ ଆଭିମୁଖ୍ୟ କୋହଳ ହୋଇନାହିଁ। ନିର୍ବାଚନ ଫଳାଫଳ ପରେ ନିଜର ପ୍ରଥମ ଖବରଦାତା ସମ୍ମିଳନୀରେ ମମତା କେନ୍ଦ୍ର ସରକାରଙ୍କ ବିରୋଧରେ ଯୁଦ୍ଧଂଦେହି ଡାକରା…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୫ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୪ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୩ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧ ମେ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୯ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୮ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୭ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୬ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୫ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୪ ଏପ୍ରିଲ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri