ନିର୍ବାଚନୀ ପ୍ରଚାର ମଇଦାନକୁ ଓହ୍ଲାଇଲେ ପୂର୍ବତନ ମନ୍ତ୍ରୀ ରାଜେନ୍ଦ୍ର ଢୋଲକିଆଙ୍କ ଧର୍ମପତ୍ନୀ, ପୁଅଙ୍କ ପାଇଁ କଲେ ଭୋଟ ଭିକ୍ଷା

 

ନୂଆପଡ଼ା, ୨୭/୧୦ : ପୂର୍ବତନ ମନ୍ତ୍ରୀ ତଥା ଦିବଙ୍ଗତ ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ସ୍ଵର୍ଗବାସ ପରେ ନୂଆପଡ଼ାରେ ହେବ ଉପନିର୍ବାଚନ । ନିର୍ବାଚନୀ ମଇଦାନରେ ରାଜେନ୍ଦ୍ରଙ୍କ ପୁଅ ଜୟ ଢୋଲକିଆ ଭାଜପା ପକ୍ଷରୁ ପ୍ରାର୍ଥୀ ହୋଇଛନ୍ତି । ଭାଜପା ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଠୁ ଆରମ୍ଭ କରି ଅନେକ ନେତା ମନ୍ତ୍ରୀ, ସାଂସଦ ବର୍ତ୍ତମାନ ନୂଆପଡ଼ାରେ ନିର୍ବାଚନୀ ପ୍ରଚାର କରୁଛନ୍ତି ।
ଏହା ବ୍ୟତିତ ଆଜି ନିର୍ବାଚନୀ ପ୍ରଚାର ମଇଦାନକୁ ଓହ୍ଲେଇଛନ୍ତି ଜୟଙ୍କ ମାତା ତଥା ପୂର୍ବତନ ବିଧାୟକ ରାଜେନ୍ଦ୍ରଙ୍କ ପତ୍ନୀ କଳ୍ପନା ଢୋଲକିଆ । ସାଂସଦ ନବଚରଣ ମାଝୀ, ଭାଜପା ରାଜ୍ୟ ସମ୍ପାଦକ ଭଗବାନ ମହାନ୍ତିଙ୍କ ସହ ମିଶି ନୂଆପଡା ବ୍ଲକ ସାହିପଲା ଗ୍ରାମପଂଚାୟତରେ ନିର୍ବାଚନ ପ୍ରଚାର କରିଛନ୍ତି । ନିର୍ବାଚନୀ ସଭାରେ ବ୍ୟାପକ ଜନସମାଗମ ଦେଖିବାକୁ ମିଲିଛି ।


Enter your email to get our daily news in your inbox.

All Right Reserved By Dharitri.Com

ବାଙ୍କୀରେ ଧାନମଣ୍ଡି ଅବ୍ୟବସ୍ଥା, ତେଜୁଛି ଚାଷୀ ଅସନ୍ତୋଷ

ବାଙ୍କୀ,୨୨ା୧(ଶୁଭେନ୍ଦୁ ମହାପାତ୍ର): କଟକ ଜିଲା ବାଙ୍କୀ କେନ୍ଦ୍ର ସମବାୟ ବ୍ୟାଙ୍କ ଉପଖଣ୍ଡରେ ଚଳିତବର୍ଷ ୪୯ ପ୍ରାଥମିକ କୃଷି ସେବା ସମବାୟ ସମିତି (ପାକ୍ସ)ରେ ମଣ୍ଡି ଖୋଲିବାକୁ...

ଆକାଶରେ ପରିବର୍ତ୍ତନ

ମଣିଷ ଆଭ୍ୟନ୍ତରୀଣ ଉପତ୍ୟକାରୁ ଉପକୂଳ, ଜଙ୍ଗଲରୁ ପର୍ବତ ଅଞ୍ଚଳକୁ ସ୍ଥାନାନ୍ତର ହୋଇଥିବାରୁ ତାହା ବିଭିନ୍ନ କାହାଣୀ ଓ ସଙ୍କେତ ବହନ କରିଥିଲା। ସେମାନଙ୍କ ସହ ଆକାଶ...

ସମସ୍ତେ ଶୋଇଥିବା ବେଳେ ଲାଗିଲା ନିଆଁ, ଜଳିଗଲା ୧୦ ବଖରା ଘର

ବାସୁଦେବପୁର,୨୨।୧: ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ପଦ୍ମପୁର ପଂଚାୟତର ନାୟକ ସାହିରେ ବୁଧବାର ବିଳମ୍ବିତ ରାତିରେ ନିଆଁ ଲାଗି ୧୦ ବଖରା ଘର ଜଳିଯାଇଛ।...

ବଞ୍ଚିବାର ସଂଘର୍ଷ

କ୍ଷୁଧା ବା ଭୋକକୁ ମଣିଷ ନିଜର ପ୍ରାଥମିକତା ମନେକରେ। ଚିନ୍ତା କରେ କ’ଣ କଲେ ପେଟରେ ଦାନା ପଡ଼ିବ। ନିଜେ ବଞ୍ଚିଲେ ତ ପରିବାର ମୁହଁରେ...

ଜନ୍ମ ଓ ମୃତ୍ୟୁ ପଞ୍ଜୀକରଣରେ ଅସଙ୍ଗତି

ନାଗରିକଙ୍କ ଜନ୍ମ ଓ ମୃତ୍ୟୁର ପଞ୍ଜୀକରଣ ଏକ ଆବଶ୍ୟକତା। ଆମ ଗଣତାନ୍ତ୍ରିକ ସରକାର ୧୯୬୯ ମସିହାରେ ଜନ୍ମ ମୃତ୍ୟୁ ପଞ୍ଜୀକରଣ ଆଇନ ତିଆରି କରିଛନ୍ତି। ଯେଉଁଠି...

ଦିଗପହଣ୍ଡିରେ ବିଧାୟକଙ୍କ ଦ୍ୱାରା ବିଭିନ୍ନ ପ୍ରକଳ୍ପ ଉଦଘାଟନ ଓ ଶିଳାନ୍ୟାସ

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତରେ ବୁଧବାର ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବିଭିନ୍ନ ନବନିର୍ମିତ ପ୍ରକଳ୍ପର ଉଦଘାଟନ କରିବା...

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri