ଗଣ୍ଡରେ ବୁଡ଼ି ଚାଲିଗଲା ଜଣଙ୍କ ଜୀବନ

ଦିଗପହଣ୍ଡି,୩୦ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ୧୦ ନଂ ଓ୍ବାର୍ଡ ରାଣୀ ସାହି ମଞ୍ଜରୀ ନଗରର ଶିବ ସାହୁ(୫୦) ଘର ନିକଟସ୍ଥ ଗଣ୍ଡରେ ବୁଡିଯିବାରୁ ମୃତ୍ୟୁ ଘଟିଛି। ଖବରପାଇ କାଉନସିଲର ଦୀପକ କୁମାର ମିଶ୍ର, ସାମାଜିକ କର୍ମୀ କେ.କୁନା ଘଟଣାସ୍ଥଳରେ ପହଞ୍ଚି ଦିଗପହଣ୍ଡି ଅଗ୍ନିଶମ ବାହିନୀକୁ ଜଣାଇଥିଲେ। ଅଗ୍ନିଶମ ବାହିନୀ କର୍ମଚାରୀ ବୃନ୍ଦ ଘଟଣାସ୍ଥଳରେ ପହଞ୍ଚି ଚେତାଶୂନ୍ୟ ଅବସ୍ଥାରେ ତାଙ୍କୁ ଉଦ୍ଧାର କରି ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥଲେ। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ପଠାଇଥିଲା। ବ୍ୟବଚ୍ଛେଦ ପରେ ମୃତଦେହକୁ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି। ତେବେ ଶୋକାକୁଳ ପରିବେଶ ମଧ୍ୟରେ ଗାଁ ଶ୍ମଶାନରେ ତାଙ୍କ ଅନ୍ତିମ ସଂସ୍କାର କରାଯାଇଛି।

Dharitri – Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

ଅମ୍ଳଯୁକ୍ତ ମାଟିକୁ କିପରି କରିବେ ଉର୍ବର, କେମିତି ବଢ଼ିବ ଉତ୍ପାଦନ

ଭଞ୍ଜନଗର,୫।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ବିଶ୍ବ ମୂର୍ତ୍ତିକା ଦିବସ ପାଳିତ ହୋଇଯାଇଛି। ରାଜ୍ୟରେ ୬୫ ପ୍ରତିଶତ ଚାଷ ଜମି...

ଗଞ୍ଜାମ କଂଗ୍ରସ ଦୁଇଫାଳ: ବିଚ୍‌ ରାସ୍ତାରେ ହାତାହାତି ହେଲେ ଦୁଇ ନେତା

ପୁରୁଷୋତ୍ତମପୁର,୫।୧୨(ସବିତା ମିଶ୍ର): ଗୋଷ୍ଟିକନ୍ଦଳ ଯୋଗୁଁ ରାଜ୍ୟରେ ଦିନକୁଦିନ କଂଗ୍ରେସର ସ୍ଥିତି ତଳକୁ ତଳକୁ ଖସି ସତ୍ତା ହଜାଇବାକୁ ଯାଉଥିବାବେଳେ ଏପରିକି ଗଞ୍ଜାମ ଜିଲାରେ ମଧ୍ୟ କଂଗ୍ରସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri