ଭୁବନେଶ୍ୱର,୨।୧୧: ବିଜେଡି ଛାଡ଼ିବା ନେଇ ଜୟ ଢୋଲକିଆ ବିସ୍ଫୋରକ ବୟାନ ଦେଇଛନ୍ତି। ଜୟ କହିଛନ୍ତି, ବାପା ଅସୁସ୍ଥ ଥିଲା ବେଳେ ବିଜେଡି ପଚାରିଲା ନାହିଁ। ଯେଉଁ ନେତା ପାର୍ଟିରେ ଜୀବନ ସାରା ରହିଲେ, ତାଙ୍କୁ ନା ଫୋନ କଲେ ନା ସହଯୋଗ। ବାପାଙ୍କ ଦଶାହ କାର୍ଯ୍ୟକ୍ରମ ପ୍ରସ୍ତୁତି ବୈଠକରେ ବି ମତେ ଡକା ଯାଇନଥିଲା। ମୁଁ ପୁଅ ହେଇ ବି ମତେ ସେମାନେ ଡାକି ନଥିଲେ। ଯେଉଁଥିପାଇଁ ମୁଁ ସେ ଦଳ ଛାଡ଼ିଲି। ବାପାଙ୍କ ସପ୍ନ ଥିଲା ଯେ ନୂଆପଡ଼ାକୁ ଏକ ନମ୍ବର କରିବା। ତେଣୁ ବାପାଙ୍କ ସପ୍ନ ପୂରଣ କରିବାକୁ ଭାଜପାକୁ ଆସିଲି। ବିଜେଡିରେ ଏହା ସମ୍ଭବ ହୋଇ ନଥାନ୍ତା ବୋଲି କହିଛନ୍ତି ଜୟ।
Dharitri – The Largest & Most Trusted Odia Daily
\


