Posted inଜାତୀୟ

ଆଜିଠୁ ଦ୍ୱିତୀୟ ପର୍ଯ୍ୟାୟ ଏସ୍‌ଆଇଆର୍‌

ନୂଆଦିଲ୍ଲୀ,୪ା୧୧(ପି.ଟି.): ଦେଶର ୯ ରାଜ୍ୟ ଓ ୩ କେନ୍ଦ୍ରଶାସିତ ଅଞ୍ଚଳରେ ଭୋଟର ତାଲିକା ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ମଙ୍ଗଳବାରଠାରୁ ଆରମ୍ଭ ହେବାକୁ ଯାଉଛି। ମୋଟ ୫୧ କୋଟି ଭୋଟର ଥିବା ଉକ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ଏସ୍‌ଆଇଆର୍‌ ଆସନ୍ତାବର୍ଷ ଫେବୃଆରୀ ୭ରେ ଶେଷ କରି ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ କରାଯିବ। ବିହାର ପରେ ଏହା ଦ୍ୱିତୀୟ ପର୍ଯ୍ୟାୟ ଭୋଟର ତାଲିକା ସ୍ବତନ୍ତ୍ର ସଂଶୋଧନ। ଏହି ପର୍ଯ୍ୟାୟରେ ଆଣ୍ଡାମାନ ନିକୋବର ଦ୍ୱୀପପୁଞ୍ଜ, ଲାକ୍ଷାଦ୍ୱୀପ, ଛତିଶଗଡ଼, ଗୋଆ, ଗୁଜରାଟ, କେରଳ, ମଧ୍ୟପ୍ରଦେଶ, ପଣ୍ଡିଚେରୀ, ରାଜସ୍ଥାନ, ତାମିଲନାଡୁ, ଉତ୍ତରପ୍ରଦେଶ ଏବଂ ପଶ୍ଚିମବଙ୍ଗରେ ଏସ୍‌ଆଇଆର୍‌ ହେବ। ତାମିଲନାଡୁ, ପଣ୍ଡିଚେରୀ, କେରଳ ଏବଂ ପଶ୍ଚିମବଙ୍ଗରେ ୨୦୨୬ରେ ବିଧାନସଭା ଅନୁଷ୍ଠିତ ହେବାକୁ ଯାଉଛି। ସେହିବର୍ଷ ଆସାମରେ ନିର୍ବାଚନ ହେବାକୁ ଥିବାବେଳେ ସେଠାରେ ଭୋଟର ତାଲିକା ସଂଶୋଧନ ତାରିଖ ପରେ ଘୋଷଣା କରାଯିବ।

 

Dharitri – The Largest & Most Trusted Odia Daily


Enter your email to get our daily news in your inbox.

All Right Reserved By Dharitri.Com

ଛତୁଚାଷ ଦେଇଛି ପରିଚୟ: ଆତ୍ମନିର୍ଭର ସହ ୧୫ ପରିବାର ଚଳାଉଛନ୍ତି ଦୀନେଶ

ଅତାବିରା, ୧୬ା୧୨(ଯୁଧିଷ୍ଠିର ମହାପାତ୍ର):ଛତୁ କିଲୋ ପିଛା ଶହ ଶହ ଟଙ୍କାରେ ବିକ୍ରି କରି ନିଜର ଆର୍ଥିକ ସ୍ଥିତି ସୁଦୃଢ଼ କରିପାରିବା ସହ ଅନ୍ୟ ୨୭ ଜଣ...

ପବିତ୍ର ଧନୁ ସଂକ୍ରାନ୍ତି, ଆଜିିଠୁ ଶ୍ରୀଜୀଉଙ୍କୁ ପହିଲି ଭୋଗ ଲାଗି

ପୁରୀ,୧୬ା୧୨(ଅଜିତ୍‌ କୁମାର ମହାନ୍ତି): ଆଜି ପବିତ୍ର ଧନୁ ସଂକ୍ରାନ୍ତି । ଶ୍ରୀମନ୍ଦିରରେ ମଙ୍ଗଳବାର ଧନୁସଂକ୍ରାନ୍ତିରେ ମହାପ୍ରଭୁଙ୍କ ପହିଲିଭୋଗ ନୀତି ଅନୁଷ୍ଠିତ ହୋଇଛି। ପହିଲିଭୋଗ ନୀତି ଧନୁ...

ଭାରତୀୟ ଟିମକୁ ବଡ଼ ଝଟକା, ଟି-୨୦ ସିରିଜରୁ ବାହାରି ଗଲେ ଅକ୍ଷର ପଟେଲ, ବୁମରାହଙ୍କୁ ନେଇ କ’ଣ ରହିଛି ଅପଡେଟ ଜାଣନ୍ତୁ

ନୂଆଦିଲ୍ଲୀ, ୧୬।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ତୃତୀୟ ମ୍ୟାଚ ରବିବାର, ଡିସେମ୍ବର ୧୪, ୨୦୨୫ରେ...

ଓଡ଼ିଶା ଆସିପାରନ୍ତି ଶାହା, ଭାଜପା ଶିବିର ଚଳଚଞ୍ଚଳ

ଭୁବନେଶ୍ୱର, ୧୬।୧୨(ସୁନିତ୍‌ ମିଶ୍ର):ସମବାୟ ବିଭାଗର ଏକ କାର୍ଯ୍ୟକ୍ରମ ଆସନ୍ତା ୨୧ ତାରିଖରେ ଜନତା ମଇଦାନଠାରେ ହେବାକୁ ଯାଉଛି। ଏଥିରେ ଯୋଗଦେବା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ...

ଶେଷ ହେଲା ରୁଷିଆ-ୟୁକ୍ରେନ ଯୁଦ୍ଧ! ଟ୍ରମ୍ପ କହିଲେ ଯୁଦ୍ଧବିରତିର ଚୁକ୍ତି ଖୁବ ନିକଟତର…

ମସ୍କୋ/କ୍ୱିଭ,୧୬।୧୨: ଡିସେମ୍ବର ୧୫ରେ ହ୍ବାଇଟ ହାଉସର ଓଭାଲ ଅଫିସରେ ସାମ୍ବାଦିକମାନଙ୍କ ସହ କଥାବାର୍ତ୍ତା ସମୟରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଥିଲେ, ‘ମୁଁ ବିଶ୍ୱାସ କରେ...

Oman Vs Indian Rupee: ମୋଦିଙ୍କ ଓମାନ ଗସ୍ତ ପରେ ଲକ୍ଷପତି ହେବେ ୫ଶହ ଭାରତୀୟ

ମସକଟ,୧୬।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତିନିଟି ରାଷ୍ଟ୍ର ଗସ୍ତରେ ଅଛନ୍ତି, ଜୋର୍ଡାନ, ଇଥିଓପିଆ ଏବଂ ଓମାନ ଗସ୍ତ କରୁଛନ୍ତି। ତାଙ୍କର ଚାରି ଦିନିଆ ଗସ୍ତ ସମୟରେ,...

୮ ଦିନରେ କିଡନୀ ରୋଗ ନେଲା ତୃତୀୟ ଜୀବନ, ମୃତକଙ୍କ ପରିବାରକୁ ସହାୟତା ଯୋଗାଇବାକୁ ଦାବି

ଅମରପାଲି,୧୬/୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଉପଖଣ୍ଡରେ ସୋମବାର ପୁଣି ଜଣେ କିଡନୀ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ମୃତକ ଜଣକ ହେଲେ ଉପାନ୍ତ ଦୁର୍ଜନତୈଲା...

ମହମ୍ମଦ ମୋକିମ କିଏ… ବର୍ଷିଲେ ପିସିସି ସଭାପତି: ଗୁମର ଖୋଲି କହିଲେ..

ଭୁବନେଶ୍ୱର,୧୬।୧୨: କଂଗ୍ରେସରୁ ମହମ୍ମଦ ମୋକିମଙ୍କ ବହିଷ୍କାର ପରେ ପିସିସି ସଭାପତି ଭକ୍ତ ଦାସ ପ୍ରତିକ୍ରିୟା ଦେଇଛନ୍ତି। ସାମ୍ବାଦିକଙ୍କ ପ୍ରଶ୍ନରେ ସେ କହିଛନ୍ତି, ମହମ୍ମଦ ମୋକିମ କିଏ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri