Posted inଜାତୀୟ

ବିିହାରରେ ଏନ୍‌ଆର୍‌ସି ଲାଗୁ ନେଇ ଭାଜପା-ଜେଡ଼ିୟୁ ମୁହାଁମୁହିଁ

ପାଟନା,୪।୯: ବିହାରରେ ଏନ୍‌ଆର୍‌ସି ଲାଗୁ ନେଇ ଭାଜପା ଏବଂ ଶାସକ ଜେଡ଼ିୟୁ ମୁହାଁମୁହିଁ ହୋଇଛନ୍ତି। ଭାଜପା ରାଜ୍ୟସଭା ଏମ୍‌ପି ରାକେଶ ସିହ୍ନା ବିହାରର କଟିହାର, ପୂର୍ନିୟା, କିଶନଗଞ୍ଜ୍‌ ଆଦି ଅଞ୍ଚଳରେ ବୃଦ୍ଧି ପାଉଥିବା ଜନସଂଖ୍ୟା ନେଇ ଏନ୍‌ଆର୍‌ସି ଲାଗୁ ଉପରେ ଜୋର୍‌ ଦେଇଛନ୍ତିି। ତେବେ ଏହାକୁ ଜେଡ଼ିୟୁ ମହାସଚିବ କେ.ସି. ତ୍ୟାଗୀ ବିରୋଧ କରିଛନ୍ତି। ସେ କହିଛନ୍ତି ଯେ, ଆସାମରେ ଲାଗୁ ହୋଇଥିବା ଏନ୍‌ଆର୍‌ସିକୁ ସ୍ଥାନୀୟ ଭାଜପା ସଦସ୍ୟ ମଧ୍ୟ ବିରୋଧ କରୁଛନ୍ତି। ସେହିପରି ଭାରତୀୟ ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି ଯେ, ଏନ୍‌ଆର୍‌ସି ତାଲିକାରେ ନାମ ନ ଥିବା କୌଣସି ଲୋକଙ୍କୁ ଦେଶରୁ ବାହାର କରାଯିବ ନାହିଁ। ଏପରି ସ୍ଥଳେ ବିହାରରେ ଏନ୍‌ଆର୍‌ସି ଲାଗୁର ଆବଶ୍ୟକତା ନାହିଁ ବୋଲି ତ୍ୟାଗୀ କରିଛନ୍ତିି।


Enter your email to get our daily news in your inbox.

All Right Reserved By Dharitri.Com

ସମୟସୀମା ମଧ୍ୟରେ ଯୁକ୍ତି ରଖିବେ ଆଇନଜୀବୀ

ନୂଆଦିଲ୍ଲୀ,୩୧ା୧୨: ସୁପ୍ରିମକୋର୍ଟ ନୂଆ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜିଓର (ଏସ୍‌ଓପି) ଜାରି କରିଛନ୍ତି, ଯେଉଁଥିରେ ଆଇନଜୀବୀମାନେ ଅଦାଲତରେ ସମସ୍ତ ନୋଟିସ୍‌ ପରବର୍ତ୍ତୀ ଏବଂ ନିୟମିତ ଶୁଣାଣିରେ ଯୁକ୍ତି...

ଚମକିଲେ କୁନି ଝିଅ: ଇଫ୍ରାତ୍‌ ଜୋଏଲ୍‌ଙ୍କୁ ଲିଟିଲ ମିସ୍‌ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ଟାଇଟଲ୍‌

ଲୋଇସିଂହା,୩୧ା୧୨(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗ୍‌ଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ସୋମବାର ଆୟୋଜିତ ଲିଟିଲ ମିସ୍‌ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀରର କୁନି ଝିଅ...

ବ୍ଲକ୍‌ ପ୍ରଶାସନର ବିଚିତ୍ର ନୀତି: ଅଙ୍ଗନଓ୍ବାଡି କେନ୍ଦ୍ର ନିର୍ମାଣ ପାଇଁ ରାସ୍ତାରେ ଗାତଖୋଳା

ଲୋଇସିଂହା,୩୧ା୧୨(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଞ୍ଚଳର ଅନେକ ସରକାରୀ ଜମି ଜବରଦଖଲକାରୀଙ୍କ କବ୍‌ଜ୍ଜାରେ ରହିଛି। ହେଲେ ଲୋଇସିଂହା ବ୍ଲକ୍‌ ପ୍ରଶାସନ ପକ୍ଷରୁ ଏକ...

ଜୟ ଜଗନ୍ନାଥ ଶୁଣି ବିଗିଡ଼ି ଗଲେ କଂସ ମହାରାଜ: ଆଉ ତା’ପରେ ଘଟିଲା…

ମଥୁରାନଗରୀ,୩୧।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ସବୁଠାରୁ ଅନନ୍ୟ ଓ ନିଆରା। ଏଠାରେ ମଥୁରା ଅଛି, ଗୋପପୁର ମଧ୍ୟ ରହିଛି। ସେହିପରି ଯମୁନା...

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ବିଶ୍ୱର ୪ର୍ଥ ବୃହତ୍ ଅର୍ଥନୀତି ପାଲଟିଲା ଭାରତ; ୨୦୩୦ ସୁଦ୍ଧା ଜର୍ମାନୀକୁ ଟପିବା ଲକ୍ଷ୍ୟ

ନୂଆଦିଲ୍ଲୀ,୩୦।୧୨: ବିଶ୍ୱ ଅର୍ଥନୀତି ମାନଚିତ୍ରରେ ଭାରତର ଦବଦବା ଜାରି ରହିଛି। ଜାପାନକୁ ଟପି ଭାରତ ଏବେ ବିଶ୍ୱର ଚତୁର୍ଥ ବୃହତ୍ତମ ଅର୍ଥନୈତିକ ଶକ୍ତି ଭାବେ ଉଭା...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

UAE ର ଦୁଇ ଜାହାଜ ଉପରେ ଏୟାରଷ୍ଟ୍ରାଇକ୍ କଲା ସାଉଦି ଆରବ, ଦେଲା ୨୪ ଘଣ୍ଟା ଅଲ୍ଟିମେଟମ୍

ନୂଆଦିଲ୍ଲୀ,୩୦।୧୨: ଇସ୍ରାଏଲ-ହମାସ ଯୁଦ୍ଧ ମଧ୍ୟରେ ପଶ୍ଚିମ ଏସିଆର ଦୁଇ ଶକ୍ତିଶାଳୀ ଦେଶ ସାଉଦି ଆରବ ଏବଂ ୟୁନାଇଟେଡ ଆରବ ଏମିରେଟ୍ସ (UAE) ମଧ୍ୟରେ ତିକ୍ତତା ଚରମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri