Posted inଜାତୀୟ

ପୁଣି ନୀତୀଶ ହେବେ ବିହାର ମୁଖ୍ୟମନ୍ତ୍ରୀ! ବଡ଼ ଖୁଲାସା କଲେ ଧମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ,୮।୧୧: ୨୦୨୫ ବିହାର ବିଧାନସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ପରେ ରାଜନୈତିକ ବୟାନବାଜି ତୀବ୍ର ହୋଇଛି। ବରିଷ୍ଠ ଭାଜପା ନେତା ଏବଂ ବିହାର ନିର୍ବାଚନ ପ୍ରଭାରୀ ଧର୍ମେନ୍ଦ୍ର ପ୍ରଧାନ ସ୍ପଷ୍ଟ ଭାବରେ କହିଛନ୍ତି ଯେ ନୀତୀଶ କୁମାର ହେଉଛନ୍ତି ଏନଡିଏର ମୁଖ୍ୟମନ୍ତ୍ରୀ ଚେହେରା, ଏବଂ ଏହା ବିଷୟରେ କୌଣସି ଦ୍ୱନ୍ଦ୍ୱ ରହିବା ଉଚିତ୍‌ ନୁହେଁ।

ଧର୍ମେନ୍ଦ୍ର କହିଛନ୍ତି , ଏହା ପୂର୍ବରୁ ଘୋଷଣା ହୋଇସାରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଏବଂ ଭାଜପା ସଭାପତି ସମସ୍ତେ ସ୍ପଷ୍ଟ କରିଛନ୍ତି ଯେ ନୀତୀଶ କୁମାର ହେଉଛନ୍ତି ଏନଡିଏ ନେତା। ଚିରାଗ ପାସୱାନ, ଜିତନ ରାମ ମାଞ୍ଝି ଏବଂ ଉପେନ୍ଦ୍ର କୁଶୱାହା ମଧ୍ୟ ସମାନ କଥା କହିଛନ୍ତି। ବିରୋଧୀଙ୍କୁ କଟାକ୍ଷ କରି ସେ କହିଛନ୍ତି ଯେ ରାହୁଲ ଗାନ୍ଧୀ ଏପର୍ଯ୍ୟନ୍ତ ଆନୁଷ୍ଠାନିକ ଭାବରେ ତେଜସ୍ବୀ ଯାଦବଙ୍କୁ ମହାଗଠବନ୍ଧନର ମୁଖ୍ୟମନ୍ତ୍ରୀ ଚେହେରା ଭାବରେ ଘୋଷଣା କରିନାହାଁନ୍ତି। ଯେତେବେଳେ ତାଙ୍କ ଭିତରେ କୌଣସି ସ୍ପଷ୍ଟତା ନାହିଁ, ସେତେବେଳେ ଅନ୍ୟମାନଙ୍କୁ ପ୍ରଶ୍ନ କରିବାର ତାଙ୍କର କୌଣସି ଅଧିକାର ନାହିଁ।

ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି ଯେ ପ୍ରଥମ ପର୍ଯ୍ୟାୟରେ ୬୫.୦୮ ପ୍ରତିଶତ ମତଦାନ ହୋଇଛି। ଯାହା ବିହାର ଇତିହାସରେ ଏକ ରେକର୍ଡ। ଏହା ଏନଡିଏ ସରକାରଙ୍କ ପ୍ରତି ଜନସାଧାରଣଙ୍କ ବିଶ୍ୱାସର ପ୍ରମାଣ। ସେ କହିଛନ୍ତି, ଏହି ଭୋଟ ବିକାଶ, ସୁଶାସନ ଏବଂ ସ୍ଥିରତା ସପକ୍ଷରେ ଥିଲା। ବହୁ ସଂଖ୍ୟକ ମହିଳା ଭୋଟ ଦେଇଛନ୍ତି ଏବଂ ସେମାନଙ୍କର ଆଶୀର୍ବାଦ NDA ପ୍ରତି ଅଛି।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆଦାନୀ ଗ୍ରୁପ କଲା ବଡ଼ ଡିଲ୍‌, ଭାରତରେ ପାଇଲଟ ଟ୍ରେନିଂ ଓ ପ୍ରତିରକ୍ଷା ସିମୁଲେସନରେ ହେବ ପରିବର୍ତ୍ତନ!

ନୂଆଦିଲ୍ଲୀ,୯।୧୨: ଆଡାନୀ ଗ୍ରୁପର ପ୍ରତିରକ୍ଷା ଓ ଏରୋସ୍ପେସ ଆର୍ମ ADSTL (ଆଡାନୀ ଡିଫେନ୍ସ ସିଷ୍ଟମ୍ସ ଏଣ୍ଡ ଟେକ୍ନୋଲୋଜିଜ ଲିମିଟେଡ) ଏବଂ ପ୍ରାଇମ ଏରୋ ସର୍ଭିସେସ LLP...

ପାଦରେ ସୁନା ପିନ୍ଧିବା କାହିଁକି ଅଶୁଭ? ପିନ୍ଧିଲେ ମାଡ଼ି ଆସିବ…

ବର୍ତ୍ତମାନ, ସୁନା ବିଶ୍ୱର ସବୁଠାରୁ ମହଙ୍ଗା ଧାତୁ ମଧ୍ୟରୁ ଗୋଟିଏ। ସୁନା ସମସ୍ତଙ୍କୁ ଆକର୍ଷିତ କରେ। ମହିଳାମାନେ ସୁନା ଅଳଙ୍କାରକୁ ଭଲ ପାଆନ୍ତି। ଅଳଙ୍କାର ପିନ୍ଧିବା...

ନୂଆବର୍ଷରେ ୩ ରାଶିରେ ଭୟଙ୍କର ଶନି ଦଶା ! ପାଦେ ପାଦେ ବିପଦ, ନୂଆବର୍ଷରେ…

ଶନିଦେବତାଙ୍କୁ ନ୍ୟାୟପ୍ରିୟ ଓ କର୍ମଫଳ ପ୍ରଦାତା ଭାବେ ଗ୍ରହଣ କରାଯାଇଛି । ଶନି ପ୍ରତି ଅଢେଇ ବର୍ଷରେ ଥରେ ରାଶି ପରିବରର୍ତ୍ତନ କରିଥାନ୍ତି । ଶନିଙ୍କର...

ଭାରତ ପାଇଁ ସତ୍ୟ ନାଡେଲାଙ୍କ ବଡ଼ ଘୋଷଣା: AI ପାଇଁ ମାଇକ୍ରୋସଫ୍ଟ ନିବେଶ କରିବ ୧.୫ ଲକ୍ଷ କୋଟି ଟଙ୍କା

ନୂଆଦିଲ୍ଲୀ,୯।୧୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ବିକାଶ ପାଇଁ ଏକ ବଡ଼ ପଦକ୍ଷେପ ନେଇ ମାଇକ୍ରୋସଫ୍ଟର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (CEO) ସତ୍ୟ ନାଡେଲା...

Ayushman Card: ବର୍ଷକୁ କେବଳ ଏତିକି ଥର ମିଳେ ମାଗଣା ଚିକିତ୍ସା, ନିୟମ ନ ଜାଣିଲେ ପକେଟରୁ ବାଜିବ ଟଙ୍କା!

ନୂଆଦିଲ୍ଲୀ,୯।୧୨: ଭାରତରେ ସାଧାରଣ ଲୋକଙ୍କ ପାଇଁ ସ୍ୱାସ୍ଥ୍ୟସେବା ସୁଲଭ କରିବା ପାଇଁ ସରକାର ଅନେକ ପ୍ରମୁଖ ପଦକ୍ଷେପ ନେଇଛନ୍ତି, ଯାହା ମଧ୍ୟରୁ ସବୁଠାରୁ ପ୍ରମୁଖ ହେଉଛି...

ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ବଡ଼ ପରିବର୍ତ୍ତନ: ବଦଳିଲା ପ୍ରମୁଖ ବିଷୟର ତାରିଖ

ଭୁବନେଶ୍ୱର,୯ା୧୨: ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) ମଙ୍ଗଳବାର ୨୦୨୬ ମସିହା ପାଇଁ ହେବାକୁ ଥିବା ଯୁକ୍ତ ଦୁଇ ବାର୍ଷିକ ପରୀକ୍ଷା ସୂଚୀରେ କିଛି...

ଓଡ଼ିଶାକୁ ‘ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାର

ଭୁବନେଶ୍ୱର,୯ା୧୨: ହାଇଦ୍ରାବାଦରେ ଆୟୋଜିତ ତିନି ଦିନିଆ ଇଣ୍ଡିଆ ଇଣ୍ଟରନ୍ୟାସନାଲ ଟ୍ରାଭେଲ ମାର୍ଟ (IITM) ରେ ଓଡ଼ିଶାକୁ ‘ଭାରତରେ ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାରରେ ସମ୍ମାନିତ...

ବାରବାଟୀ ମ୍ୟାଚ ଭିତରେ ବଡ଼ ଘୋଷଣା, ପୁଣି T20 ପାଇଁ ଟିମ୍‌ ଇଣ୍ଡିଆର ଟିମ୍‌ ଘୋଷଣା, ଦଳରେ ଅଛନ୍ତି…

ନୂଆଦିଲ୍ଲୀ,୯।୧୨: ବିଶ୍ୱ ଚାମ୍ପିଅନ ଟିମ ଇଣ୍ଡିଆ ଖୁବଶୀଘ୍ର ପଡ଼ିଆକୁ ଫେରିବାକୁ ଯାଉଛି। ପ୍ରଥମ ଥର ପାଇଁ ICC ମହିଳା ବିଶ୍ୱକପ ଜିତିଥିବା ଭାରତୀୟ କ୍ରିକେଟ ଦଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri