୧୦ ଫୁଟ ତଳେ ପଡ଼ିଥିଲେ ଯୁବକ, ଆଧାରକାର୍ଡରୁ ଜଣାପଡ଼ିଲା ପରିଚୟ

ମୋହନା,୮ା୧୧(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଲେଡ଼ବନ୍ଧ ବୁଲାଣି ରାସ୍ତା କଡ଼ରୁ ଯୁବକକୁ ପୋଲିସ ଉଦ୍ଧାର କରି ୧୦୮ ଆମ୍ବୁଲାନ୍ସ ଦ୍ୱାରା ମୋହନା ମେଡିକାଲରେ ଭର୍ତ୍ତି କରିଥିଲେ କିନ୍ତୁ ଡାକ୍ତର କିରନ କୁମାର ସାହୁ ମୃତ ଘୋଷଣା କରିଛନ୍ତି। ଆଧାର କାର୍ଡରୁ ମିଳିଥିବା ସୂଚନା ପ୍ରକାରେ ହିରୋ ବାଇକ୍‌ ( ଓଡି ୦୭ଟି ୫୭୦୪ )ରେ ଗଞ୍ଜାମ ଜିଲା କଇଠିଆ ଗାଁର ରାମଚନ୍ଦ୍ର ବେହେରା (୨୪) ବ୍ରହ୍ମପୁରରୁ ରାୟଗଡ଼ା ସଂଯୋଗ କରୁଥିବା ୩୨୬ ଜାତୀୟ ରାଜପଥ ମୋହନା ନିକଟ ଲେଡବନ୍ଧ ବୁଲାଣିରେ ଭାରସାମ୍ୟ ହରାଇ ପ୍ରାୟ ୧୦ ଫୁଟ ରାସ୍ତାକଡ଼ରେ ଲଟା ବୁଦାରେ ପଡ଼ିଥିବା ଅଞ୍ଚଳର କିଛି ବ୍ୟକ୍ତି ଦେଖିଥିଲେ। ଘଟଣାସ୍ଥଳରେ ମୋହନା ପୋଲିସ ପହଞ୍ଚି ୧୦୮ ଦ୍ୱାରା ମୋହନା ମେଡିକାଲରେ ଭର୍ତ୍ତି କରିଥିବା ସହ ବାଇକ୍‌କୁ ଜବତ କରି ପରିବାରଙ୍କୁ ଖବର ଯୋଗାଯୋଗ କରିବା ସହ ଅଧିକ ତଦନ୍ତ କରୁଥିବା ନୀଳମାଧବ ରେଡ୍ଡୀ କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

Posted inHome, Home Left View All

ଟାଙ୍ଗିଆରେ ହାଣି କରିଥିଲେ ହତ୍ୟା: ବାପା-ପୁଅକୁ ଆଜୀବନ ଜେଲ

ବ୍ରହ୍ମପୁର,୨୦।୧(ସୁବାସ ଚନ୍ଦ୍ର ପାଢ଼ୀ): କିଆବାଡ଼ ଭାଗବଣ୍ଟାକୁ ନେଇ ଘଟିଥିବା ହତ୍ୟା ମାମଲାର ବିଚାର କରି ଗଞ୍ଜାମ ଜିଲା ଜଜ୍‌ ଅଶାନ୍ତ କୁମାର ଦାଶ ଅଭିଯୁକ୍ତ ବାପ-ପୁଅଙ୍କୁ...

ମୁନିଗୁଡ଼ା ବ୍ଲକ୍‌ ତେଲେଙ୍ଗାପଦର ଛକରେ ମାଓବାଦୀ ବ୍ୟାନର

ରାୟଗଡା,୨୦।୧ (ନନ୍ଦ କିଶୋର ପଟ୍ଟନାୟକ): ରାୟଗଡ଼ା ମୁନିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ତେଲେଙ୍ଗାପଦର ଛକ ନିକଟରେ ମାଓବାଦୀ ବ୍ୟାନର ଲାଗିଥିବା ଦେଖିବାକୁ ମିଳିଛି I ଖଣି ଖାଦାନକୁ...

ଆମୋନିୟମ୍‌ ନାଇଟ୍ରେଟ୍‌ ଗୋଦାମ ଗୃହ ନିର୍ମାଣକୁ ଗ୍ରମାବାସୀଙ୍କ ବିରୋଧ

ବୁଗୁଡ଼ା,୨୦ା୧(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ୍‌ ଅନ୍ତରପଡ଼ା ପଞ୍ଚାୟତ ଅଧୀନ କନ୍ଧଚନ୍ଦନପେଡ଼ି ଗ୍ରାମରେ ଆମୋନିୟମ୍‌ ନାଇଟ୍ରେଟ୍‌ ଗୋଦାମ ଗୃହ ନିର୍ମାଣକୁ ଗ୍ରାମବାସୀ ବିରୋଧ କରିଛନ୍ତି।...

ବାଇକ୍‌  ଧକ୍କାରେ  ଚାଲିଗଲା ବୃଦ୍ଧଙ୍କ ଜୀବନ 

ମୋହନା,୨୦।୧( ମନ୍ମଥ ମିଶ୍ର ): ବାଇକ ଧକ୍କାରେ ବୃଦ୍ଧମୃତ। ମୃତ ବୃଦ୍ଧ ଜଣକ ହେଲେ ଆର.ଉଦୟଗିରି ଥାନା ନିସଂଗପୁର ଗ୍ରାମର ୭୦ ବର୍ଷୀୟ ସାରଥୀ ବେହେରଦଲାଇ।...

ତେଲଙ୍ଗାନାରେ ଚାଲିଗଲା ଓଡ଼ିଆ ଶ୍ରମିକଙ୍କ ଜୀବନ

ଲାଠୋର,୨୦ା୧(ଭୁବନେଶ୍ୱର ବାରିକ)- ତେଲଙ୍ଗାନାକୁ ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବଲାଙ୍ଗୀର ଜିଲା ତୁରେକେଲା ଥାନା ଭାଲୁକୁନା ଗ୍ରାମର...

ଶତାଧିକ ଛତ୍ରୀଛାତ୍ର ଗାଇଲେ ବନ୍ଦେ ମାତରମ୍‌

କେସିଙ୍ଗା,୨୦ା୧ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସି ସ୍ତରୀୟ ବନ୍ଦେ ମାତରମ୍‌ ଗାନ କାର୍ଯ୍ୟକ୍ରମ ଅଧ୍ୟକ୍ଷ ନୃପରାଜ ଯାଦବଙ୍କ ଅଧ୍ୟକ୍ଷତାରେ ବିଦ୍ୟାପୀଠ ଖେଳ ପଡିଆଠାରେ...

ମୁଖ୍ୟ ଚିକିତ୍ସାଳୟ ପଛପଟେ ଯୁବକଙ୍କ ମୃତଦେହ , ହତ୍ୟା ନେଇ ବଢୁଛି ସନ୍ଦେହ

ବରଗଡ,୨୦।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ଖେଦାପାଲିସ୍ଥିତ ଜିଲଖ ମୁଖ୍ୟ ଚିକିତ୍ସାଳୟ ପଛପଟେ ରହିଥିବା ଟୁକୁର୍ଲା ଜଳାଶୟରେ ମଙ୍ଗଳବାର ଜଣେ ଯୁବକଙ୍କ ମୃତଦେହ ଭାସୁଥିବା ଅବସ୍ଥାରେ...

ପୀୟୂଷଙ୍କୁ ନେଇ ଆସିଲା ବଡ଼ ଖବର, ଯାତ୍ରା ମଞ୍ଚ ଚଢ଼ିବା ଉପରେ କୋର୍ଟ ନେଲେ ଏହି ନିଷ୍ପତ୍ତି

ଭୁବନେଶ୍ୱର,୨୦।୧: ଯାତ୍ରା ମଞ୍ଚ ଚଢ଼ିବାକୁ ଅଭିନେତା ପୀୟୂଷ ତ୍ରିପାଠୀଙ୍କୁ ଅନୁମତି। ଭୁବନେଶ୍ବର କୋର୍ଟ ଅନୁମତି ଦେଇଥିବା ପୀୟୂଷଙ୍କ ଓକିଲ କହିଛନ୍ତି। ପୀୟୂଷଙ୍କ ଉପରେ ଲାଗିଥିବା ଅନ୍ତରୀଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri