ଜିଲାସ୍ତରୀୟ ଶିଶୁ ମହୋତ୍ସବରେ ମୋହନା ଛାତ୍ରୀଛାତ୍ରଙ୍କ ସଫଳତା

ମୋହନା,୮।୧୦(ମନ୍ମଥ ମିଶ୍ର): ପାରଳାଖେମୁଣ୍ଡି ରେ ଆୟୋଜିତ ଗଜପତି ଜିଲା ସ୍ଥରୀୟ ସୁରଭି କାର୍ଯ୍ୟକ୍ରମରେ ମୋହନା ଏସ୍‌ଏସ୍‌ଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଏବଂ ହିଲଟପ୍‌ ମାଧ୍ୟମିକ ଉଚ୍ଚ ବିଦ୍ୟାଳୟର ଛାତ୍ରୀଛାତ୍ର ସଫଳତା ହାସଲ କରିଛନ୍ତି l ବକୃତା ପ୍ରତିଯୋଗିତାରେ ଯୁକ୍ତ ଦୁଇ ବିଜ୍ଞାନ କଳା ଛାତ୍ରୀ ଶ୍ରୀୟାରାଣୀ ସାହୁ ପ୍ରଥମ ସ୍ଥାନ ଅଧିକାର କରିଥିବାବେଳେ ଯୁକ୍ତ ଦୁଇ ବିଜ୍ଞାନ କଳାର ଛାତ୍ର ତପନ ଗୌଡ଼ ଶ୍ରେଷ୍ଠ ପୁରସ୍କାର ସଫଳତା ହାସଲ କରିଛନ୍ତି l ସେହିପରି ହିଲଟପ ମାଧ୍ୟମିକ ଉଚ୍ଚ ବିଦ୍ୟାଳୟର ଯୁକ୍ତ ଦୁଇ କଳା ଛାତ୍ରୀ ସ୍ମୃୃତିରେଖା ମିଶ୍ର ପ୍ରବନ୍ଧରେ ପ୍ରଥମ ହୋଇଥିବା ବେଳେ ଯୁକ୍ତ ଦୁଇ କଳା ଛାତ୍ରୀ ସୃଜନଶୀଳ ଲିଖନ ରେ ଯଜ୍ଞପ୍ରଭା ବେହେରା ପ୍ରଥମ ସ୍ଥାନ ଅଧିକାର କରି ଉଭୟ ଛାତ୍ରୀ ଛାତ୍ର ସଫଳତା ରେ ଅଞ୍ଚଳ ରେ ଓ ବିଦ୍ୟାଳୟ ର ଶିକ୍ଷୟିତ୍ରୀ ଶିକ୍ଷକ ଖୁସିବ୍ୟକ୍ତ ହୋଇଛନ୍ତି ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପିସ୍ତଲରୁ ନିଜକୁ ଗୁଳି କରିଦେଲେ ଯୁବ କଂଗ୍ରେସ ନେତା, ସହରରେ ଶୋକର ଛାୟା

ସୋନପୁର,୨୧l୧(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା କଂଗ୍ରେସ କମିଟିର କୋଷାଧ୍ୟକ୍ଷ ରାଜେଶ ମିଶ୍ର(୪୦) ଆତ୍ମହତ୍ୟା କରିଛନ୍ତି। ମଙ୍ଗଳବାର ବିଳମ୍ବିତ ରାତିରେ ଏହି ଘଟଣା ଘଟିଛି। ସୁବର୍ଣ୍ଣପୁର ସହର...

ଟଙ୍କା ଅନୁମୋଦନ ପରେ ଯୁକ୍ତ ୨ ପାଇଁ ମିଳିଲା ଅନୁମତି: ଅଞ୍ଚଳବାସୀଙ୍କ ମଧ୍ୟରେ ଖେଳିଗଲା ଖୁସିର ଲହରୀ

ଭଞ୍ଜନଗର,୨୧।୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ ଆଉ ଏକ ଖୁସି ଖବର ପହଞ୍ଚିଛି। କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବାର ୧୫ ବର୍ଷ ପରେ...

ଉନ୍ନୟନ କାର୍ଯ୍ୟର ସମୀକ୍ଷା କଲେ ବିଧାୟକ ସମର୍ପିତ ହୋଇ କାମ କରିବାକୁ ଆହ୍ବାନ

ନୂଆପଡ଼ା,୨୧ା୧ (ମକାରୁ ବେମାଲ): ନୂଆପଡ଼ା ବିଧାନସଭା କ୍ଷେତ୍ର ବିକାଶ ସମିତି ବୈଠକ ସ୍ଥାନୀୟ ସଦ୍‌ଭାବନା ସଭା ଗୃହଠାରେ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ନୂଆପଡ଼ା ବିଧାୟକ ଜୟ...

ବଲାଙ୍ଗୀରରେ ଚାଞ୍ଚଲ୍ୟ: ଶ୍ୱଶୁର ଘର ମାଡ଼ରେ ଜ୍ୱାଇଁଙ୍କ ଚାଲିଗଲା ଜୀବନ, ଏହି କାରଣରୁ…

ବଲାଙ୍ଗୀର,୨୧।୧ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଚାଞ୍ଚଲ୍ୟ। ତୁଳସୀନଗର ପଡାରେ ଯଦୁମଣି ବଗର୍ତ୍ତୀ ନାମକ ଜଣେ ବ୍ୟକ୍ତିଙ୍କୁ କୋଦାଳରେ ଲାଗିଥିବା ବାଡିରେ ପିଟି ହତ୍ୟା...

ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ

ପୁରୀ,୨୧।୧: ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ। ସୋଲ, କଦଳୀ ପାଟୁକା ଓ ଜମୱୁରାରେ କରାଯିବ ଏହି ବେଶ। ଆପାଦ ମସ୍ତକ ପଦ୍ମରେ ସଜ୍ଜିତ ହେବେ ଚତୁର୍ଦ୍ଧାମୂର୍ତ୍ତି।...

ମଣ୍ଡିରୁ ଧାନ ଚୋରି ଅଭିଯୋଗ ପ୍ରସଙ୍ଗ: ୨ ଅଧିକାରୀଙ୍କ କଥାରେ ତାଳମେଳ ନାହିଁ

ଅମରପାଲି,୨୧ା୧(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ କୋଟସମଲାଇ ମଣ୍ଡିରେ ଚାଷୀ ବିକ୍ରି ପାଇଁ ରଖିଥିବା ଧାନରୁ ଗତ ୧୬ ତାରିଖ ରାତିରେ ୧୮ ପ୍ୟାକେଟ...

ଜଗନ୍ନାଥ କଲ୍ୟାଣ ମଣ୍ଡପ ଉଦ୍‌ଘାଟନ ଉତ୍ସବରେ ଯୋଗ ଦେଲେ ବିଧାୟକ ସିଦ୍ଧାନ୍ତ, ୪୪୧ ହିତାଧିକାରୀଙ୍କୁ ବାଣ୍ଟିଲେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା ଗ୍ରାମ ମଠ ସାହିରେ ୫୦ ଲକ୍ଷରୁ ଉଦ୍ଧର୍‌ବ ଟଙ୍କା ବ୍ୟୟରେ ନବନିର୍ମିତ ଶ୍ରୀ ଜଗନ୍ନାଥ...

ସଂଘବଦ୍ଧ ଆକ୍ରମଣ: ପୁଅଙ୍କୁ ବଞ୍ଚାଇବାକୁ ଯାଇ ବାପା-ମା’ ଆହତ, ଗୁରୁତର… 

ଦିଗପହଣ୍ଡି,୨୦।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ନରସିଂହପୁର ଗ୍ରାମରେ ବ୍ୟବସାୟିକ ଶତ୍ରୁତାକୁ ନେଇ ଗୋଟିଏ ପରିବାରର ବାପ,ମା ଓ ପୁଅଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri