ଆସନ୍ତା ୧୩ରେ ମୁଖ୍ୟମନ୍ତ୍ରୀଙ୍କ ବାଲେଶ୍ୱର ଗସ୍ତ, ଜାଣନ୍ତୁ…

ଭୁବନେଶ୍ୱର,୯।୧୧: ଆସନ୍ତା ୧୩ରେ ବାଲେଶ୍ବର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସର୍ଦ୍ଦାର ପଟେଲଙ୍କ ୧୫୦ ତମ ଜୟନ୍ତୀ ଏକତା ଦୌଡ଼ରେ ସେ ସାମିଲ ହେବେ। ଏହି ଅବସରରେ ନୀଳଗିରିଠାରୁ ମିତ୍ରପୁର ପର୍ଯ୍ୟନ୍ତ ଏକତା ପାଇଁ ବିରାଟ ଗଣଦୌଡ଼ ଅନୁଷ୍ଠିତ ହେବ। ତେବେ ନୀଳଗିରି ପରେ ଭୋଗରାଇ ଓ ବାଲେଶ୍ୱର ସହରରେ ମଧ୍ୟ ଗଣଦୌଡ଼ ଅନୁଷ୍ଠିତ ହେବ ବୋଲି ରବିବାର ଖବରଦାତା ସମ୍ମିଳନୀରେ ଏମ୍‌ପି ପ୍ରତାପ ଷଡ଼ଙ୍ଗୀ ସୂଚନା ଦେଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ପଞ୍ଚାୟତ ନିର୍ବାଚନ ପାଇଁ ବିଜେଡିର ରଣନୀତି: ବିଧାୟକଙ୍କ ସହ ନବୀନଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୨୧।୧: ଓଡ଼ିଶାର ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ବିଜୁ ଜନତା ଦଳ ପ୍ରସ୍ତୁତି ଜୋରଦାର କରିଛି। ବୁଧବାର ସନ୍ଧ୍ୟାରେ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri