ଗଞ୍ଜାମରେ ସିପିଆଇଏମର ବିକ୍ଷୋଭ: ବସ୍‌ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ, ସହର ଖାଁ ଖାଁ

ଗଞ୍ଜାମ, ୧୨।୨(ବିଦ୍ୟାଧର ସାହୁ ): ଭାରତ ବନ୍ଦ ଡାକରା ଗଞ୍ଜାମ ସହରରେ ସଫଳ ହୋଇଥିବା ଜଣାପଡିଛି l ଏହି ଭାରତ ବନ୍ଦର ପ୍ରଭାବ ପଡିଛି ସହରରେ। ସିପିଆଇଏମ ନେତା ତଥା ପୂର୍ବତନ ସରପଞ୍ଚ ଦିଲ୍ଲୀପ…

ଉଦିତ ନାରାୟଣଙ୍କ ପ୍ରଥମ ପତ୍ନୀଙ୍କ ବଡ଼ ଖୁଲାସା, ଜୋରଜବରଦସ୍ତ ଗର୍ଭପାତ…

ନୂଆଦିଲ୍ଲୀ,୧୨ା୨: ପ୍ରସିଦ୍ଧ ବଲିଉଡ୍ ପ୍ଲେବ୍ୟାକ୍ ଗାୟକ ଉଦିତ ନାରାୟଣ ପୁଣି ଥରେ ବିବାଦରେ ଫସିଛନ୍ତି । ତାଙ୍କ ପ୍ରଥମ ପତ୍ନୀ ରଞ୍ଜନା ବିହାରର ସୁପୌଲ ଜିଲାର ମହିଳା ଥାନାରେ ଗୁରୁତର ଅଭିଯୋଗ ଆଣିଛନ୍ତି ।…

କେନ୍ଦୁଝରରେ ଧର୍ମଘଟ: ଏଆଇଟିୟୁସି କର୍ମୀ ବାଇକ୍‌ରେ ବୁଲି ବୁଲି ଦୋକାନ ବଜାର ବନ୍ଦ ପାଇଁ କଲେ ଅନୁରୋଧ

କେନ୍ଦୁଝର,୧୨ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି ଫେବୃଆରୀ ୧୨ ତାରିଖ କେନ୍ଦ୍ରୀୟ ଶ୍ରମିକ ସଂଗଠନମାନଙ୍କ ଡାକରାରେ କେନ୍ଦୁଝର ଜିଲାର ସଦର ମହକୁମା ସମେତ ଖଣି ଅଞ୍ଚଳ ଯୋଡ଼ା, ବଡ଼ବିଲ, ବଲାଣି, ଗୁଆଲି, ଜିଲିଂ ଆଦି ଅଞ୍ଚଳରେ…

ଭଞ୍ଜନଗର ବନ୍ଦ ପ୍ରଭାବ: ଯାତାୟାତ ଠପ୍‌

ଭଞ୍ଜନଗର,୧୨।୨(ବାବୁଲା ପ୍ରଧାନ): ବିଭିନ୍ନ ସଂଗଠନ ପକ୍ଷରୁ ଗୁରୁବାର ଭାରତ ବନ୍ଦ ଡାକରା ଦିଆଯାଇଛି। ଏହାର ପ୍ରଭାବ ଭଞ୍ଜନଗରରେ ମଧ୍ୟ ପଡ଼ିଛି। ବାମପନ୍ଥୀ ସଂଗଠନ ଗୁଡ଼ିକ ଆଜି ସକାଳୁ ସକାଳୁ ସହରର ବିଭିନ୍ନ ଛକରେ ବିକ୍ଷୋଭ…

ବିଦ୍ୟୁତ୍‌ ସେବା ପ୍ରଦାନରେ ମହିଳାଙ୍କ ଗୁରୁତ୍ୱପୂର୍ଣ୍ଣ ଭୂମିକା

ଭୁବନେଶ୍ୱର,୧୨।୨(ଅନୁରାଧା ମହାରଣା): ଟାଟା ପାୱାର ନେତୃତ୍ୱାଧୀନ ଓଡ଼ିଶା ଡିସ୍‌କମ୍‌ଗୁଡ଼ିକ ପକ୍ଷରୁ ‘ଅନ୍ତର୍ଜାତୀୟ ବିଜ୍ଞାନ କ୍ଷେତ୍ରରେ ମହିଳା ଓ ବାଳିକା ଦିବସ-୨୦୨୬’ ପାଳନ କରାଯାଇଛି। ଏହି ଅବସରରେ ବିଦ୍ୟୁତ୍‌ ବିତରଣ କ୍ଷେତ୍ରରେ କାର୍ଯ୍ୟରତ ମହିଳା ବୃତ୍ତିଧାରୀମାନଙ୍କ…

ସମ୍ବଲପୁରରେ ଭାରତ ବନ୍ଦ ସଫଳ: ଜାତୀୟ ରାଜପଥରେ ଗାଡ଼ି ଜାମ୍‌

ସମ୍ବଲପୁର,୧୨।୨(ପ୍ରମୋଦ ବହିଦାର): ନୂଆ ଶ୍ରମ କୋଡ଼ ନେଇ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ବିଭିନ୍ନ ଶ୍ରମିକ ସଂଗଠନ ମଧ୍ୟରେ ତୀବ୍ର ଅସନ୍ତୋଷ ସୃଷ୍ଟି ହୋଇଛି। ଫଳରେ ଶ୍ରମ କୋଡ଼ ପ୍ରତ୍ୟାହାର ଦାବିରେ ବିଭିନ୍ନ ଶ୍ରମିକ…

ବର ଗାଡ଼ିକୁ ଅଟକାଇଲେ ବିକ୍ଷୋଭକାରୀ: ପ୍ରବଳ ଉତ୍ତେଜନା

ଭୁବନେଶ୍ୱର,୧୨।୨: ଭାରତୀୟ ଚାଷୀ ଏବଂ ଟ୍ରେଡ୍‌ ୟୁନିୟନଗୁଡିକ ପକ୍ଷରୁ ‘ଭାରତ ବନ୍ଦ’ ଡାକରା ଦିଆଯାଇଛି। ମୁଖ୍ୟତଃ କେନ୍ଦ୍ର ସରକାର ଆଣିଥିବା ୪ ନୂଆ ଶ୍ରମ କୋଡ୍‌ ବାତିଲ ଦାବିରେ ୧୦ ଟ୍ରେଡ୍‌ ୟୁନିୟନ ପକ୍ଷରୁ ବନ୍ଦ ଡାକରା ଦିଆଯାଇଛି। ତେବେ ଏହି…

ପାକିସ୍ତାନ ବିପକ୍ଷ ମ୍ୟାଚ୍‌ ପୂର୍ବରୁ ସୂର୍ଯ୍ୟକୁମାରଙ୍କ ବଡ଼ ବୟାନ: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୧୨।୨: ଆଇସିସି ପୁରୁଷ ଟି-୨୦ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆ ତା’ର ଅଭିଯାନର ଏକ ଦୃଢ଼ ଆରମ୍ଭ କରିଛି। ମୁମ୍ବାଇରେ ଖେଳାଯାଇଥିବା ପ୍ରଥମ ମ୍ୟାଚ୍‌ରେ ଭାରତ ୨୯ ରନ୍‌ରେ ଆମେରିକାକୁ ପରାସ୍ତ କରିଛି। ଦଳର ପରବର୍ତ୍ତୀ ମ୍ୟାଚ ନାମ୍ବିଆ ବିପକ୍ଷରେ କିନ୍ତୁ…

ଭାରତ ବନ୍ଦ ପ୍ରଭାବ: ବାଲେଶ୍ୱରରେ ଅଟକିଲା ବାଙ୍ଗିରିପୋଷି-ପୁରୀ ଏକ୍ସପ୍ରେସ

ବାଲେଶ୍ୱର,୧୨।୨(ବାଞ୍ଛାନିଧି ଦେ):ବାଲେଶ୍ୱର ଷ୍ଟେଶନରେ ଗୁରୁବାର ଟ୍ରେଡ ୟୁନିଅନ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ସକାଳେ ବାଙ୍ଗିରିପୋଷି-ପୁରୀ ଏକ୍ସପ୍ରେସ ଟ୍ରେନକୁ ଅଟକାଇ ପ୍ରତିବାଦ କରାଯାଇଛି। ଏଥିସହ ସହରର ବିଭିନ୍ନ ସ୍ଥାନରେ ଆନ୍ଦୋଳନକାରୀଙ୍କ ବିକ୍ଷୋଭ ଜାରି ରହିଛି l କେନ୍ଦ୍ର ସରକାରଙ୍କ ଶ୍ରମିକ ସ୍ବାର୍ଥ…

ନାଣ୍ଡୁ ବାବୁ-ସାଇ ବିବାଦରେ ପୂର୍ଣ୍ଣଛେଦ: ମା’ବାପାଙ୍କ ଉପସ୍ଥିତରେ…

ଭୁବନେଶ୍ୱର,୧୨ା୨ (ସୌମ୍ୟରଞ୍ଜନ ରାଉତ):ତୁଳସୀ ଗଣନାଟ୍ୟର ମାଲିକ ଅନନ୍ତ ନାରାୟଣ ଧଳ ଓରଫ୍‌ ନାଣ୍ଡୁ ବାବୁ ଓ ଯାତ୍ରା ଖଳନାୟକ ସାଇ ସତ୍ୟଜିତ୍‌ ପଣ୍ଡାଙ୍କ ବିବାଦରେ ପୂର୍ଣ୍ଣଛେଦ ପଡ଼ିଛି। ଏନେଇ ବୁଧବାର ଭୁବନେଶ୍ବରର ଏକ ଘରୋଇ ହୋଟେଲରେ ଦୁହିଁଙ୍କ ଭିତରେ ଆଲୋଚନା ପରେ…

ଆଜି ଭାରତ ବନ୍ଦ: ଜାଣନ୍ତୁ କ’ଣ ରହିବ ପ୍ରଭାବ

ଭୁବନେଶ୍ୱର, ୧୨।୨(ସୁନିତ୍‌ ମିଶ୍ର):ଭାରତୀୟ ଚାଷୀ ଏବଂ ଟ୍ରେଡ୍‌ ୟୁନିୟନଗୁଡିକ ପକ୍ଷରୁ ଗୁରୁବାର ‘ଭାରତ ବନ୍ଦ’ ଡାକରା ଦିଆଯାଇଛି। ମୁଖ୍ୟତଃ କେନ୍ଦ୍ର ସରକାର ଆଣିଥିବା ୪ ନୂଆ ଶ୍ରମ କୋଡ୍‌ ବାତିଲ ଦାବିରେ ୧୦ ଟ୍ରେଡ୍‌ ୟୁନିୟନ ପକ୍ଷରୁ ବନ୍ଦ ଡାକରା ଦେବା…

ଓଡ଼ିଶାରେ ରେକର୍ଡ ସଂଖ୍ୟକ ଡଲଫିନ: ୫ ବର୍ଷରେ ସର୍ବାଧିକ

ଭୁବନେଶ୍ୱର,୧୧।୨: ଗତ ୫ ବର୍ଷରେ ପ୍ରଥମଥର ପାଇଁ ଓଡ଼ିଶାରେ ସର୍ବାଧିକ ଡଲଫିନ ଦେଖିବକୁ ମିଳିଛି। ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ କରାଯାଇଥିବା ଡଲଫିନ ଗଣନାରୁ ଏହା ଜଣାପଡ଼ିଛି। ରିପୋର୍ଟ ଅନୁଯାୟୀ ଓଡ଼ିଶା ଉପକୂଳ ଏବଂ ଚିଲିକା ହ୍ରଦରେ ମୋଟ ୭୬୫ଟି ଡଲଫିନ…

୨୦୨୫-୨୬ ଆର୍ଥିକ ବର୍ଷରେ କମିପାରେ ପ୍ରତ୍ୟକ୍ଷ କର ସଂଗ୍ରହ, ଚିନ୍ତାରେ ସରକାର

ନୂଆଦିଲ୍ଲୀ,୧୧।୨: ଚଳିତ ଆର୍ଥିକ ବର୍ଷ ଶେଷ ହେବାକୁ ମାତ୍ର କିଛି ସପ୍ତାହ ବାକି ଥିବାବେଳେ ପ୍ରତ୍ୟକ୍ଷ ଟିକସ ସଂଗ୍ରହ କ୍ଷେତ୍ରରେ ସରକାର ଏକ ବଡ଼ ଚ୍ୟାଲେଞ୍ଜର ସାମ୍ନା କରୁଛନ୍ତି। ବଜେଟ୍ ଆକଳନ ତୁଳନାରେ ସଂଶୋଧିତ ଲକ୍ଷ୍ୟକୁ ପୂର୍ବରୁ ହିଁ ୧ ଲକ୍ଷ…

ଅଷ୍ଟମ ବେତନ ଆୟୋଗ ଉପରେ ସରକାରଙ୍କ ଅପଡେଟ୍: ଏହିଦିନ ମିଳିପାରେ ରିପୋର୍ଟ

ନୂଆଦିଲ୍ଲୀ,୧୧।୨: କେନ୍ଦ୍ରୀୟ କର୍ମଚାରୀଙ୍କ ବହୁ ପ୍ରତିକ୍ଷିତ ଅଷ୍ଟମ ବେତନ ଆୟୋଗକୁ ନେଇ କେନ୍ଦ୍ର ସରକାର ରାଜ୍ୟସଭାରେ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ରଖିଛନ୍ତି। ଅର୍ଥ ରାଷ୍ଟ୍ରମନ୍ତ୍ରୀ ପଙ୍କଜ ଚୌଧୁରୀ କହିଛନ୍ତି, ଆୟୋଗର ଆନୁଷ୍ଠାନିକ ଗଠନ ୩ ନଭେମ୍ବର ୨୦୨୫ରେ ବିଜ୍ଞପ୍ତି ଜରିଆରେ କରାଯାଇସାରିଛି। ଆୟୋଗକୁ…

କିନ୍ନର ହତ୍ୟାକାଣ୍ଡ ଅଭିଯୁକ୍ତଙ୍କୁ ପିପିଲି ପୋଲିସର ଏନକାଉଣ୍ଟ, ପୋଲିସକୁ ଗୁଳିମାଡ଼ ପରେ….

ପିପିଲି,୧୧।୨: ପିପିଲିରେ ପୋଲିସର ଏନକାଉଣ୍ଟର । କିନ୍ନର ହତ୍ୟାକାଣ୍ଡ ଅଭିଯୁକ୍ତଙ୍କୁ ପିପିଲି ପୋଲିସ ଏନକାଉଣ୍ଟର କରିଥିବା ସୂଚନା ରହିଛି । ଗତ ୧ ତାରିଖରେ ସିଫା ନିକଟରେ ଜଣେ କିନ୍ନରଙ୍କୁ ହତ୍ୟା କରାଯାଇଥିଲା । ତେବେ ବୁଧବାର ରାତିରେ ଓଭରବ୍ରିଜ ନିକଟ…

IAS ସ୍ତରରେ ଅଦଳବଦଳ କଲେ ସରକାର, MSME ସଚିବ ହେଲେ ରଶ୍ମିତା ପଣ୍ଡା

ଭୁବନେଶ୍ବର,୧୧।୨: ସଚିବ ସ୍ତରରେ ଅଦଳବଦଳ କରିଛନ୍ତି ରାଜ୍ୟ ସରକାର । ଅନେକ ଅଧିକାରୀଙ୍କୁ ଗୁରୁତ୍ବପୂର୍ଣ୍ଣ ବିଭାଗର ଦାୟିତ୍ବ ଦିଆଯାଇଛି । ଭୂପେନ୍ଦ୍ର ସିଂ ପୁନିଆ କ୍ରୀଡ଼ା ଓ ଯୁବ ସେବା ବିଭାଗ ସଚିବ ଭାବେ ଅତିରିକ୍ତ ଦାୟିତ୍ବ ଦିଆଯାଇଛି । MSME…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୧୧ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୦ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୯ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୫ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୪ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨ ଫେବୃଆରୀ , ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୩୦ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୮ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୭ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୬ ଜନୁଆରୀ, ୨୦୨୬ )

View

ରାଜ୍ୟ

ଜାତୀୟ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri