ଏଣିକି ସହଜ ହେବ ଜମି ପଟ୍ଟା ସଂଶୋଧନ; ତହସିଲଦାରଙ୍କ ବଢ଼ିଲା କ୍ଷମତା

ଭୁବନେଶ୍ୱର,୧୨ା୧୧: ରାଜ୍ୟରେ ଜମି କିଣାବିକା ଏବଂ ଜମି ପଟ୍ଟା ସଂଶୋଧନ ପ୍ରକ୍ରିୟାକୁ ସହଜ ଓ ସରଳ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏକ ବଡ଼ ନିଷ୍ପତ୍ତିକୁ ମଞ୍ଜୁରୀ ଦେଇଛନ୍ତି। ଓଡ଼ିଶା ସର୍ଭେ ଆଣ୍ଡ ସେଟଲ୍‌ମେଣ୍ଟ ରୁଲ୍‌ସରେ ସଂଶୋଧନ ପାଇଁ ମୁଖ୍ୟମନ୍ତ୍ରୀ ଅନୁମୋଦନ କରିଛନ୍ତି।

ଏଣିକି ପୁରୁଣା ପଞ୍ଜୀକୃତ କବଲା ସଂଶୋଧନ କରିବାର କ୍ଷମତା ତହସିଲଦାରଙ୍କୁ ପ୍ରଦାନ କରାଯାଇଛି। ଅନ୍ୟାନ୍ୟ ବୈଧ ଦଲିଲ ସମ୍ବନ୍ଧୀୟ ଜମିଜମା ରେକର୍ଡର ସଂଶୋଧନ କ୍ଷମତା ମଧ୍ୟ ତହସିଲଦାରଙ୍କୁ ମିଳିଛି। ଏହି ନିଷ୍ପତ୍ତି ଫଳରେ ଜମି ମାମଲାରେ ଆଉ ରାଜସ୍ବ ପର୍ଷଦ (Revenue Board) କିମ୍ବା ଅନ୍ୟାନ୍ୟ ରିଭିଜନ କୋର୍ଟରେ ଅପିଲ କରିବାର ଆବଶ୍ୟକତା ପଡ଼ିବ ନାହିଁ।

ଏହା ପୂର୍ବରୁ ରାଜ୍ୟରେ ଜମି କିଣାବିକାକୁ ସରଳ କରିବା ଉଦ୍ଦେଶ୍ୟରେ ତହସିଲ ଅଫିସରେ ସବରେଜିଷ୍ଟ୍ରି ଅଫିସର ଆରମ୍ଭ କରିଛନ୍ତି। ପ୍ରଥମ ପର୍ଯ୍ୟାୟରେ ୪୪ଟି ତହସିଲ ଏବଂ ଡିସେମ୍ବର ସୁଦ୍ଧା ମୋଟ୍ ୨୭୩ଟି ତହସିଲ ଅଫିସରେ ଏହି ସେବା ଆରମ୍ଭ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀମନ୍ଦିରରେ ରକ୍ତ ଛିଟା: ମହାପ୍ରଭୁଙ୍କ ହେବ ବଡ଼ ମହାସ୍ନାନ

ଭୁବନେଶ୍ୱର,୨୧।୧: ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ହେବ ହେବ ବଡ଼ ମହାସ୍ନାନ ନୀତି। ଭିତର କାଠ ନିକଟ ଚାଙ୍ଗେଡ଼ା ଘରେ ରକ୍ତ ପଡ଼ିଥିବାରୁ ବଡ଼ ମହାସ୍ନାନ କରାଯାଇଛି।...

କଲେଜ ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, କାହିଁକି ଏମିତି ଚରମ ନିଷ୍ପତ୍ତି ନେଲେ କାରଣ ଅସ୍ପଷ୍ଟ

ସମ୍ବଲପୁର,୨୧।୧(ପ୍ରମୋଦ ବହିଦାର): ସମ୍ବଲପୁର ବିଶ୍ୱବିଦ୍ୟାଳୟ (ଏସୟୁ) ବ୍ରହ୍ମପୁତ୍ର ଛାତ୍ରାବାସର ୫୨ ନମ୍ବର କୋଠରୀରୁ ଜଣେ ଛାତ୍ରଙ୍କ ଝୁଲନ୍ତା ମୃତଦେହକୁ ଉଦ୍ଧାର କରାଯାଇଛି। ସେ ହେଉଛନ୍ତି ସୁନ୍ଦରଗଡ଼...

ରାଜ୍ୟରେ ବଢିଲା ତାପମାତ୍ରା

ଭୁବନେଶ୍ୱର,୨୧।୧: ରାଜ୍ୟରେ ବଢିଲା ତାପମାତ୍ରା। ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବଢିଲା ତାପମାତ୍ରା। ୪ ଦିନରେ ଉପକୂଳରେ ୩ ଓ ଆଭ୍ୟନ୍ତରୀଣରେ ୭ ଡିଗ୍ରୀ ବୃଦ୍ଧି...

ବଲାଙ୍ଗୀରରେ ଚାଞ୍ଚଲ୍ୟ: ଶ୍ୱଶୁର ଘର ମାଡ଼ରେ ଜ୍ୱାଇଁଙ୍କ ଚାଲିଗଲା ଜୀବନ, ଏହି କାରଣରୁ…

ବଲାଙ୍ଗୀର,୨୧।୧ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଚାଞ୍ଚଲ୍ୟ। ତୁଳସୀନଗର ପଡାରେ ଯଦୁମଣି ବଗର୍ତ୍ତୀ ନାମକ ଜଣେ ବ୍ୟକ୍ତିଙ୍କୁ କୋଦାଳରେ ଲାଗିଥିବା ବାଡିରେ ପିଟି ହତ୍ୟା...

NASAରୁ ଅବସର ନେଲେ ସୁନିତା ୱିଲିୟମ୍ସ: ୨୭ ବର୍ଷ ସେବା, ମହାକାଶରେ ୬୦୮ ଦିନ…ଜାଣନ୍ତୁ ତାଙ୍କ ରେକର୍ଡ

ଓ୍ବାଶିଂଟନ୍‌,୨୧।୧: ଭାରତରେ ଜନ୍ମିତ ମହାକାଶଚାରୀ ସୁନିତା ୱିଲିୟମ୍ସ NASAରୁ ଅବସର ନେଇଛନ୍ତି। ସେ NASAରେ ୨୭ ବର୍ଷ କାମ କରିବା ପରେ ଅବସର ନେଇଛନ୍ତି। NASA...

ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ

ପୁରୀ,୨୧।୧: ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ। ସୋଲ, କଦଳୀ ପାଟୁକା ଓ ଜମୱୁରାରେ କରାଯିବ ଏହି ବେଶ। ଆପାଦ ମସ୍ତକ ପଦ୍ମରେ ସଜ୍ଜିତ ହେବେ ଚତୁର୍ଦ୍ଧାମୂର୍ତ୍ତି।...

ପ୍ରାଥମିକ ଶିକ୍ଷା: ଖାଲିପଡ଼ିଛି ୧୬,୯୭୩ ଶିକ୍ଷକ ପଦବୀ

ଭୁବନେଶ୍ୱର,୨୧ା୧ (ସୁଚିସ୍ମିତା ସାହୁ):ରାଜ୍ୟରେ ପ୍ରାଥମିକ ଶିକ୍ଷାକୁ ସାର୍ବଜନୀନ ଓ ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ଉପରେ ଗୁରୁତ୍ୱ ଦିଆଯାଉଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଛାତ୍ରୀଛାତ୍ରଙ୍କୁ...

ନଏଡା ଦୁର୍ଘଟଣା

ଘନକୁହୁଡ଼ି ଯୋଗୁ ଦିଲ୍ଲୀ ପାଖ ତଥା ଉତ୍ତରପ୍ରଦେଶ ରାଜ୍ୟର ନ୍ୟୁ ଓଖଲା ଇଣ୍ଡଷ୍ଟ୍ରିଆଲ ଡେଭଲପ୍‌ମେଣ୍ଟ ଅଥରିଟି (ନଏଡା)ର ସେକ୍ଟର ୧୫୦ ନିକଟରେ ୧୬ ଜାନୁଆରୀ ୨୦୨୬...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri