ଏଇ ଭାରତରେ

ବର୍ଜ୍ୟ ପରିଚାଳନା କ୍ଷେତ୍ରରେ ଦେଶରେ ଉଦାହରଣ ସୃଷ୍ଟି କରିଛି ଦକ୍ଷିଣ ଦିଲ୍ଲୀର ନବଜୀବନ ବିହାର। ଏଠାରେ ରହନ୍ତି ୨୫୦ ପରିବାର। ପରିବାରଗୁଡ଼ିକରେ ପ୍ରତିଦିନ ରୋଷେଇଘରୁ ବାହାରୁ ଥିବା ବର୍ଜ୍ୟ ସହ ଅନ୍ୟାନ୍ୟ ଅଦରକାରୀ ଜିନିଷକୁ ପୁନଃ ବ୍ୟବହାର ଯୋଗ୍ୟ କରିପାରୁଛନ୍ତି ଡ. ରୁବି ମୁଖାର୍ଜୀ। ସେ ଟ୍ରିପଲ ଆର୍‌ ସେଣ୍ଟର ନାମକ ଏନ୍‌ଜିଓ ଗଠନ କରି ତା’ମାଧ୍ୟମରେ ଏହି କାର୍ଯ୍ୟ କରୁଛନ୍ତି। ପ୍ରତିଦିନ ମିଳୁଥିବା ୨୫୦ କେଜି ରୋଷଘର ବର୍ଜ୍ୟରୁ ଜୈବିକ ଖତ ପ୍ରସ୍ତୁତ ହେଉଛି। ପ୍ଲାଷ୍ଟିକ, କାଗଜ ଓ କାଚ ବର୍ଜ୍ୟକୁ ରିସାଇକେଲ ସେଣ୍ଟରକୁ ପଠାଉଛନ୍ତି ରୁବି। ସେ ୧୭ ଟନ୍‌ ପ୍ଲାଷ୍ଟିକ ବର୍ଜ୍ୟ ରିସାଇକେଲ ପାଇଁ ପଠାଇ ସାରିଲେଣି। ତେବେ ୬ ବର୍ଷ ଭିତରେ ଏହି କଲୋନିକୁ ସମ୍ପୂର୍ଣ୍ଣ ବର୍ଜ୍ୟମୁକ୍ତ କରି ସାରିଲେଣି। କଲୋନିର ପରିବାରଗୁଡ଼ିକରୁ ମିଳୁଥିବା ପୁରୁଣା ଲୁଗା, ଫର୍ନିଚର ଏବଂ ଗ୍ୟାସ୍‌ ସିଲିଣ୍ଡର ସଂଗ୍ରହ କରି ସେ ଲୋକଙ୍କୁ ବାଣ୍ଟି ଦେଉଛନ୍ତି। ଯେ କେହି ଗଲେ ଏବେ ନବଜୀବନ ବିହାର କଲୋନି ବାହାରେ କୌଣସି ସ୍ଥାନରେ ବର୍ଜ୍ୟ ଠୁଳ ହୋଇଥିବା ଦେଖିବାକୁ ପାଇବେ ନାହିଁ। ଏବେସୁଦ୍ଧା ରୁବି କଲୋନିରୁ ମୋଟରେ ୩୦ ଟନ୍‌ ବର୍ଜ୍ୟ ସଂଗ୍ରହ କରି ସାରିଲେଣି।

Dharitri – Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

ପିକଅପ୍ ଧକ୍କାରେ ଚାହା କେବିନ୍ ସହ ୨ ବାଇକ୍ ଚୁରମାର, ଠାକୁର ପୂଜା କରୁଥିବା ବେଳେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତାର ଦେଓଖାଳି ଛକରେ ସଡ଼କ ଦୁର୍ଘଟଣା । ସକାଳ ପ୍ରାୟ ସାଢ଼େ ୬ ଟାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri