ନୂଆପଡ଼ା ଉପନିର୍ବାଚନ: ୧୦ମ ରାଉଣ୍ଡ୍‌ରେ ଜୟ ଢୋଲକିଆ ଆଗରେ, ବିଜେଡିକୁ ମିଳିଛି…

ନୂଆପଡ଼ା,୧୪ା୧୧(ମକାରୁ ବେମାଲ): ନୂଆପଡ଼ା ଉପନିର୍ବାଚନର ଭୋଟ୍‌ ଗଣତି ସକାଳ ୮ଟାରୁ ଜାରି ରହିଛି। ୧୦ମ ରାଉଣ୍ଡ ସୁଦ୍ଧା ଭାଜପା ପ୍ରାର୍ଥୀ ଜୟ ଢୋଲକିଆ ୩୩୨୩୨ ଭୋଟ୍‌ରେ ଆଗୁଆ ରହିଛନ୍ତି। ୧୦ମ ରାଉଣ୍ଡ ସୁଦ୍ଧା ଢୋଲକିଆଙ୍କୁ ୫୦୩୩୩ ଖଣ୍ଡ ଭୋଟ୍‌ ମିଳିଥିବାବେଳେ ଦ୍ୱିତୀୟ ସ୍ଥାନରେ ଥିବା ବିଜେଡି ପ୍ରାର୍ଥିନୀ ସ୍ନେହାଙ୍ଗିନୀ ଛୁରିଆଙ୍କୁ ୧୭୧୦୧ ଖଣ୍ଡ ଭୋଟ୍‌ ମିଳିଛି। କଂଗ୍ରେସର ଘାସିରାମ ମାଝୀଙ୍କୁ ୧୩୭୫୧ ଖଣ୍ଡ ଭୋଟ୍‌ ମିଳିଛି।

ସୂଚନାଯୋଗ୍ୟ, ମୋଟ ୩୫୮ ବୁଥ୍‌ ପାଇଁ ୧୪ଟି ଟେବୁଲରେ ୨୬ ରାଉଣ୍ଡରେ ଗଣତି ଜାରି ରହିଛି। ପ୍ରତ୍ୟେକ ଟେବୁଲରେ ୩ ଜଣ ଅଧିକାରୀ ରହିଛନ୍ତି। ଜଣେ ଗଣତି ସହ ଅଧିକାରୀ, ଗଣତି ସୁପରଭାଇଜର ଏବଂ ମାଇକ୍ରୋ ଅବଜର୍ଭର ନିଯୁକ୍ତ ହୋଇଛନ୍ତି। ଏଥିଲାଗି ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଆରୋଗ୍ୟ କେନ୍ଦ୍ରରେ ନିଆଁ ଲାଗି ଲକ୍ଷାଧିକ ସାମଗ୍ରୀ ନଷ୍ଟ

କେସିଙ୍ଗା ,୫।୧୨( ତୁମେଶ୍ୱର୍‌ ସାହୁ ) : କଳାହାଣ୍ଡି ଜିଲ କେସିଙ୍ଗା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିନସ୍ଥ ତହଶିର ଗ୍ରାମ ସ୍ଥିତ ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ର...

ପୁଟିନଙ୍କ କାର୍‌ ଠାରୁ କେତେ ଦମଦାର୍‌ ମୋଦିଙ୍କ କାର୍‌? ଜାଣନ୍ତୁ ଦୁଇଟାଯାକର ଦାମ୍‌

ନୂଆଦିଲ୍ଲୀ,୫।୧୨: ଋଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ବିଶ୍ୱର ସବୁଠାରୁ ରହସ୍ୟମୟ ନେତାମାନଙ୍କ ମଧ୍ୟରୁ ଜଣେ ବୋଲି ବିବେଚନା କରାଯାଏ। ସେ ପ୍ରତ୍ୟେକ ଗସ୍ତରେ ଏକ ବୁଲେଟପ୍ରୁଫ...

ଏହି ସବୁ ଅଞ୍ଚଳରେ ୯ ଘଣ୍ଟା ପାଇଁ ହେବ ବିଦ୍ୟୁତ୍‌ କାଟ, ସକାଳୁ…

ବରଗଡ଼,୪।୧୨(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ସଞ୍ଚାରଣ ନିଗମ ଲିମିଟେଡ (ଓପିଟିସିଏଲ) ପକ୍ଷରୁ ୧୩୨/୩୩ କେ.ଭି. ପ୍ରଧାନପାଲି ଗ୍ରୀଡ ସବଷ୍ଟେସନରେ ବାର୍ଷିକ ରକ୍ଷଣାବେକ୍ଷଣ କାର୍ଯ୍ୟ ଲାଗି...

ଶୀତ ପାଇଁ ସକାଳୁଆ ସ୍କୁଲ ବନ୍ଦ

କୋରାପୁଟ,୫ା୧୨(ଅମିତାଭ ବେହେରା)-କୋରାପୁଟ ଜିଲାରେ ଅସହ୍ୟ ଶୀତ ହେଉଥିବାରୁ ଫ୍ରେବୃଆରୀ ଯାଏ ସକାଳୁଆ କ୍ଲାସ ବନ୍ଦ ରଖିବାକୁ ଜିଲାପାଳ ମନୋଜ ସତ୍ୟବାନ ମହାଜନ ଏକ ନିର୍ଦ୍ଦେଶନାମା ଜାରି...

ବୋର୍ଡ ନିଗମ ନିଯୁକ୍ତି ନେଇ ଆସିଲା ବଡ଼ ଖବର: ମନମୋହନ କହିଲେ…

ଭୁବନେଶ୍ୱର,୫।୧୨: ବୋର୍ଡ ନିଗମ ନିଯୁକ୍ତି ନେଇ ଖୁବଶୀଘ୍ର ନିଷ୍ପତ୍ତି ନିଆଯାଇ ଘୋଷଣା ହେବ। ଏ ନେଇ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ କହିଛନ୍ତି। ଚର୍ଚ୍ଚା...

ସ୍ବାସ୍ଥ୍ୟକୁ ସୁସ୍ଥ ରଖେ କ୍ରୀଡ଼ା, ନିୟମିତ ଖେଳକୁଦ ଅଭ୍ୟାସ ପାଇଁ…

ଭଞ୍ଜନଗର,୫ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୩୬ ତମ ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି...

ରେଞ୍ଜ ରୋଭର୍‌ କି ମର୍ସିଡିିଜ ନୁହେଁ: ପୁଟିନଙ୍କୁ ନେବାକୁ କାହିଁକି ଫର୍ଚୁନର ବାଛିଲେ ମୋଦି? ଜଣାପଡିଲା ଅସଲ ସତ

ନୂଆଦିଲ୍ଲୀ,୫।୧୨: ଋଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତ ଏବଂ ତାଙ୍କୁ ସ୍ୱାଗତବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବ୍ୟକ୍ତିଗତ ଉପସ୍ଥିତି ଏବଂ କୁଣ୍ଢେଇବା ଦୃଶ୍ୟ ସମସ୍ତଙ୍କ...

ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଜଣାଇଲେ ସମସ୍ୟା, ସମାଧାନ ପାଇଁ

ନୂଆପଡ଼ା,୫ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାର ଷ୍ଟୋନ କ୍ରଶର ଓ ପଥର କ୍ୱାରୀ ବ୍ୟବସାୟୀଙ୍କ ବିଭିନ୍ନ ସମସ୍ୟା ଉପରେ ଭାଜପା ରାଜ୍ୟ କାର୍ଯ୍ୟକାରିଣି ସଦସ୍ୟ ଯଦୁମଣି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri