ସ୍ପେଶାଲ OTET ରେଜଲ୍ଟ ପ୍ରକାଶ: ଏହି ଓ୍ବେବସାଇଟରେ ଦେଖିପାରିବେ ରେଜଲ୍ଟ

ଭୁବନେଶ୍ୱର,୧୫।୧୧: ପ୍ରକାଶ ପାଇଲା ସ୍ପେଶାଲ OTET-୨୦୨୫ ରେଜଲ୍ଟ। ସେପ୍ଟେମ୍ବର ୨୭ ତାରିଖରେ ହୋଇଥିବା ପରୀକ୍ଷା ରେଜଲ୍ଟ ପ୍ରକାଶ ଶନିବାର ପ୍ରକାଶ ପାଇଛି। ପେପର-୧ରେ ୧୨ହଜାର ୯୮୮ କୃତକାର୍ଯ୍ୟ, ପାସ ହାର ୪୭.୧୭% ଥିବା ବେଳେ ପେପର ୨ରେ ୩୫ ହଜାର ୧୬୫ କୃତକାର୍ଯ୍ୟ ଏବଂ ପାସ ହାର ୭୮.୩୫% ରହିଛି। ମୋଟ ୪୮ ହଜାର ୧୫୩ ଜଣ କୃତକାର୍ଯ୍ୟ ନେଇ BSE ପକ୍ଷରୁ ସୂଚନା ଦିଆଯାଇଛି। ପରୀକ୍ଷାର୍ଥୀମାନେ www.bseodisha.ac.inରେ ରେଜଲ୍ଟ ଦେଖିପାରିବେ ।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମ ଟି-୨୦: ଅଭିଷେକ ଓ ରିଙ୍କୁଙ୍କ ଧୂଆଁଧାର ବ୍ୟାଟିଂ, ନ୍ୟୁଜିଲାଣ୍ଡକୁ ୪୮ ରନ୍‌ରେ ହରାଇଲା ଭାରତ

ନାଗପୁର,୨୧।୧: ବିଦର୍ଭ କ୍ରିକେଟ ଆସୋସିଏସନ ଷ୍ଟାଡିୟମଠାରେ ଅନୁଷ୍ଠିତ ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ରେ ଭାରତ, ନ୍ୟୁଜିଲାଣ୍ଡକୁ ୪୮ ରନ୍‌ରେ ପରାସ୍ତ କରିଛି।...

ଗ୍ରୀନଲ୍ୟାଣ୍ଡକୁ ନେଇ ଡାଭୋସରେ ଟ୍ରମ୍ପଙ୍କ ଚରମବାଣୀ: ୟୁରୋପରେ ଉତ୍ତେଜନା

ନୂଆଦିଲ୍ଲୀ।୧: ସ୍ୱିଜରଲ୍ୟାଣ୍ଡର ଡାଭୋସରେ ଆୟୋଜିତ ବିଶ୍ୱ ଅର୍ଥନୈତିକ ଫୋରମ (WEF) ରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗ୍ରୀନଲ୍ୟାଣ୍ଡକୁ ନେଇ ଏକ ବଡ଼ ବୟାନ ଦେଇଛନ୍ତି।...

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ପଞ୍ଚାୟତ ନିର୍ବାଚନ ପାଇଁ ବିଜେଡିର ରଣନୀତି: ବିଧାୟକଙ୍କ ସହ ନବୀନଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୨୧।୧: ଓଡ଼ିଶାର ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ବିଜୁ ଜନତା ଦଳ ପ୍ରସ୍ତୁତି ଜୋରଦାର କରିଛି। ବୁଧବାର ସନ୍ଧ୍ୟାରେ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ...

1st T20I: ଅଭିଷେକ ଓ ରିଙ୍କୁଙ୍କ ବିସ୍ଫୋରକ ବ୍ୟାଟିଂ; ନ୍ୟୁଜିଲାଣ୍ଡ ବିପକ୍ଷରେ ଭାରତର ବିଶାଳ ସ୍କୋର

ନାଗପୁର,୨୧।୧: ନାଗପୁରରେ ଅନୁଷ୍ଠିତ ପ୍ରଥମ ଟି-୨୦ ମ୍ୟାଚ୍‌ରେ ଭାରତୀୟ ବ୍ୟାଟରମାନେ ରନ୍‌ର ବର୍ଷା କରିଛନ୍ତି। ଅଭିଷେକ ଶର୍ମା ଏବଂ ରିଙ୍କୁ ସିଂଙ୍କ ଧୂଆଁଧାର ପାଳି ବଳରେ...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri