ଜିଲାପାଳଙ୍କୁ ଏହି ୯ ଟାସ୍କ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୮।୧୧: ମଙ୍ଗଳବାର ଅନୁଷ୍ଠିତ ଜିଲାପାଳଙ୍କ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ଜିଲାପାଳମାନଙ୍କୁ ୯ଟି ଟାସ୍କ ଦେଇଛନ୍ତି।

ଦୁର୍ନୀତି ହଟାଇ ସଚ୍ଚୋଟ ଏବଂ ସାଧୁତା ପାଇଁ ଜିଲାପାଳମାନଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଦୁର୍ନୀତିରେ ସରକାର ବଦନାମ ହେଲେ ବରଦାସ୍ତ କରାଯିବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଏପରିକି ଜିଲାପାଳମାନଙ୍କୁ ଅଧିକ କ୍ଷେତ୍ର ପରିଦର୍ଶନ କରି ଟେକ୍ନୋଲୋଜିର ବ୍ୟବହାରକୁ ଗୁରୁତ୍ୱ ଦେବାକୁ ପରାମର୍ଶ ଦେଇଛନ୍ତି। ଅଧିକାରୀଙ୍କୁ ଜିଲାସ୍ତରରେ ଲୋକଙ୍କ ଅଭିଯୋଗ ଶୁଣି ତୁରନ୍ତ ସମାଧାନ କରିବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି।

ସରକାରୀ ବିଜ୍ଞାପନ ଓଡ଼ିଆ ଭାଷାରେ ପ୍ରକାଶ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ସୋସିଆଲ ମିଡିଆ ଜରିଆରେ ସରକାରୀ ସୂଚନାକୁ ବ୍ୟାପକ କରିବାକୁ ସମ୍ମିଳନୀରେ କୁହାଯାଇଛି। ଅନ୍ୟପକ୍ଷେ ଗାଦି ମଡ଼ା ବାବୁଙ୍କୁ ଚିହ୍ନଟ କରି ତୁରନ୍ତ ବଦଳାଇବାକୁ ମୁଖ୍ୟମନ୍ତ୍ରୀ ଜିଲାପାଳମାନଙ୍କୁ କହିଛନ୍ତି।

Dharitri – Odisha’s No.1 Odia Daily


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ବିଧାୟକଙ୍କ ଦ୍ୱାରା ବିଭିନ୍ନ ପ୍ରକଳ୍ପ ଉଦଘାଟନ ଓ ଶିଳାନ୍ୟାସ

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତରେ ବୁଧବାର ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବିଭିନ୍ନ ନବନିର୍ମିତ ପ୍ରକଳ୍ପର ଉଦଘାଟନ କରିବା...

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ପଞ୍ଚାୟତ ନିର୍ବାଚନ ପାଇଁ ବିଜେଡିର ରଣନୀତି: ବିଧାୟକଙ୍କ ସହ ନବୀନଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୨୧।୧: ଓଡ଼ିଶାର ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ବିଜୁ ଜନତା ଦଳ ପ୍ରସ୍ତୁତି ଜୋରଦାର କରିଛି। ବୁଧବାର ସନ୍ଧ୍ୟାରେ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri